-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଲୋକଙ୍କ ସମସ୍ୟା ବୁଝିବାକୁ ଜିଲା ପ୍ରଶାସନ ପକ୍ଷରୁ ଗାଁକୁ ଚାଲ ଅଭିଯାନ ଆରମ୍ଭ l

04-Nov-2022



ବୌଦ୍ଧ -  ହୃଦାନନ୍ଦ ମେହେର 
 ବୌଦ୍ଧ  ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟ ରଞ୍ଜନ ସାହୁଙ୍କ ନେତୃତ୍ୱରେ ଜ଼ିଲ୍ଲା ପ୍ରଶାସନର ଅଧିକାରୀମାନେ ତେଲିବନ୍ଧ ଗ୍ରାମପଞ୍ଚାୟତର ଚନ୍ଦ୍ରପୁର ଗ୍ରାମକୁ ଯାଇ ପ୍ରତ୍ୟେକ ପରିବାରର ସମସ୍ୟା ବୁଝିଥିଲେ । ଗ୍ରାମରେ ୨୫୦ ପରିବାର ରହୁଥିବାବେଳେ ୪୦ ଜଣ ଯୁବଛାତ୍ରଙ୍କ ବୈଷୟିକ ଶିକ୍ଷାର ଆବଶ୍ୟକତା ରହିଥିବାବେଳେ ମଡେଲ ଅଙ୍ଗନବାଡି କେନ୍ଦ୍ରରେ ପରିଶ୍ରାଗାର ଏବଂ ପାନୀୟଜଳ ଯୋଗାଣ ସମସ୍ୟା ରହିଥିବା ଜାଣିବାକୁ ପାଇଥିଲେ । ଜଣେ ଶାରିରୀକ ଭିନ୍ନକ୍ଷମଙ୍କ ଆର୍ଥିକ ସହାୟତା ସହ ଟ୍ରାଇସାଇକେଲର ଆବଶ୍ୟକତା ରହିଥିବା, ଗ୍ରାମରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥ. ଅନେକ ଲୋକ ଭତା ପାଉଥିଲେ ମଧ୍ୟ ବ୍ୟାଙ୍କକୁ ଯାଇ ହଇରାଣ ହେଉଥିବା,କିଛି ଯୋଗ୍ୟ ହିତାଧିକାରୀ ଭତା ପାଇବାରୁ ବଞ୍ଚିତ ହେବା ନଜରକୁ ଆସିଥିଲା । ଗ୍ରାମରେ ୨୨୩ ଏକର ପରିମିତ ଅଞ୍ଚଳରେ  ଥିବା ରଜାବନ୍ଧ ଲୋକଙ୍କ କୌଣସି କାମରେ ଆସୁନଥିବା ଜାଣିବାକୁ ପାଇଥିଲେ । ୬୫ବର୍ଷର ପାରାଲିଶିସଗ୍ରସ୍ତ ବୃଦ୍ଧା ମାଙ୍କୁ ଚିକିତ୍ସା ସେବା ଆବଶ୍ୟକ ଥିବା ଜାଣିବାକୁ ପାଇଥିଲେ । ଗ୍ରାମରେ ଥିବା ଚେକ୍ ଡ୍ୟାମ ର ପୁନର୍ବିନ୍ୟାସ ପାଇଁ ଲୋକମାନେ ଦୃଷ୍ଟି ଆକର୍ଷଣ କରିଥିଲେ । ୩୬ ଲକ୍ଷ ଟଙ୍କା ବ୍ୟୟରେ ୨୦୨୦-୨୧ ଆର୍ଥିକ ବର୍ଷରେ ଉଠାଜଳସେଚନ ବିଭାଗ ପକ୍ଷରୁ ନିର୍ମାଣାଧିନ ପ୍ରକଳ୍ପ ଏପର୍ଯ୍ୟନ୍ତ ସଂପୁର୍ଣ୍ଣ ହୋଇନଥିବା ଜାଣିବାକୁ ପାଇଥିଲେ । ଯଥାଶିଘ୍ର ଗ୍ରାମର ସମସ୍ୟା ଗୁଡିକର ସମାଧାନ ପାଇଁ ଜ଼ିଲ୍ଲାପାଳ ପ୍ରତିଶୃତି ଦେଇଥିଲେ । ଜ଼ିଲ୍ଲାପାଳଙ୍କ ସହିତ ଏହି ଅଭିଯାନରେ କାର୍ଯ୍ୟନିର୍ବାହୀ ଅଧିକାରୀ ଜ଼ିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର,ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ପାଣ୍ଡିଆ ପ୍ରମୁଖ ସାମିଲ ହୋଇଥିଲେ । ପ୍ରତ୍ୟେକ ସପ୍ତାହରେ ଜ଼ିଲ୍ଲା ଓ ବ୍ଲକର ସମସ୍ତ ଅଧିକାରୀ ଉପାନ୍ତ ଅଞ୍ଚଳରେ ଥିବା ଗୋଟିଏ ଗ୍ରାମରେ ପହଞ୍ଚି ପ୍ରତ୍ୟେକ ପରିବାର ସହ ଆଲୋଚନା କରି ସମସ୍ତ ସମସ୍ୟା ବୁଝିବା ସହ ସେଗୁଡିକର ତୁରନ୍ତ ସମାଧାନ କରିବା ଦିଗରେ ପଦକ୍ଷେପ ନେବାକୁ ଜ଼ିଲ୍ଲାପାଳ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like