-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

କାଳୀପୂଜା ଅବସର ରେ ସାଂସ୍କୃତିକ କାର୍ଯ୍ୟକ୍ରମ

04-Nov-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ):୫୪ତମ କାଳୀପୂଜା ମହୋତ୍ସବ ଉପଲକ୍ଷେ  ସୋନପୁର ମଝିପଡ଼ା ଠାରେ ପ୍ରତି ସନ୍ଧ୍ୟା ରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି l ଆଜି ଚତୁର୍ଥ ସନ୍ଧ୍ୟା ରେ ଲୋଇସିଂହା ଶଙ୍କର ବେହେରା ଓ ସାଥି ଟ୍ରୁପ କଳାକାରଙ୍କ ସମ୍ବଲପୁରୀ ମେଲୋଡି  ସଂଗୀତ ସାଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିବା ବେଳେ ଏହି

କାର୍ଯ୍ୟକ୍ରମକୁ ସୁବର୍ଣ୍ଣପୁର ଏଡିଏମ ଜେନେରାଲ ନିଶି ପୁନମ ମିଞ୍ଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବେ ସୋନପୁର  ଭାରପ୍ରାପ୍ତ ସୋନପୁର ଥାନା ଅଧିକାରୀ କୃଷ୍ଣ ଚନ୍ଦ୍ର ମେହେର, ମେଜର ସଞ୍ଜୟ ଷଡ଼ଙ୍ଗୀ ଯୋଗ ଦେଇ କଳାକାର, ଆୟୋଜକ ଓ ଦର୍ଶକ ଙ୍କୁ ଉତ୍ସାହିତ କରିଥିଲେ l ସେହିପରି ଗତ ମାସ 23 ତାରିଖ ରୁ ମିନବଜାର, ଓ  31 ତାରିଖ ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଥିଲା l ଗତ 1 ତାରିଖ ରେ   ଦଣ୍ଡ ରତ୍ନ ବିପିନ ଜାଲ ଓ ସାଥି ଙ୍କ ଦ୍ୱାରା ଦଣ୍ଡ ନୃତ୍ୟଅନୁଷ୍ଠିତ ହୋଇଥିଲା l ଯାହାକୁ କି କମିଟି ର ବରିଷ୍ଠ ସଦସ୍ୟ ମାନେ ଉଦଘାଟନ କରିଥିଲେ l 2 ତାରିଖ ରେ ପ୍ରାପ୍ତି ଆଚାର୍ଯ୍ୟ ଓ ବିଗ୍ୟାଂଶୀ ବାରିକ ଙ୍କ ଦ୍ୱାରା ପରିବେଷଣ କରାଯାଇଥିବା ଏହି  ସୁନ୍ଦରା କାଣ୍ଡ ପରାୟଣ ଓ ଭଜନ କାର୍ଯ୍ୟକ୍ରମକୁ  ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀ ଉଦଘାଟନ କରିଥିଲେ l  ଗତ କାଲି ର ନୃତ୍ୟ ସଂଗୀତ କାର୍ଯ୍ୟକ୍ରମ କୁ ଡେପୁଟି କଲେକ୍ଟର ଈପସିତା ମିଶ୍ର, ଆରଟିଓ ଅକ୍ଷୟ କୁମାର ଜେନା, ଆଇ ପି ଦୁର୍ୟୋଧନ ରାଉତ, ବିଜେଡି ଯୁବ ନେତା ଅମୀୟ ରଞ୍ଜନ ଦାଶ ଉଦଘାଟନ କରି କୃତି ପ୍ରତିଭାଙ୍କୁ ପୁରସ୍କୃତ କରିଥିଲେ l ପ୍ରଥମ ସାଂସ୍କୃତିକ ସନ୍ଧ୍ୟାରେ ଦଣ୍ଡରାଜା ଭାବେ ବିପିନ ଜାଲଙ୍କୁ  କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଦ୍ଵିତୀୟ ସନ୍ଧ୍ୟାରେ ଗାୟିକା ପ୍ରାପ୍ତି ଆଚାର୍ଯ୍ୟ ଓ ବିଜ୍ଞାନ୍ସୀ ବାରିକ ଓ ଗୁରୁଙ୍କୁ, ତୃତୀୟ ସନ୍ଧ୍ୟା ରେ ଆଇପି ଦୁର୍ୟୋଧନ ରାଉତ ଓ ସମସ୍ତ ବିଚାରକଙ୍କୁ ଏବଂ ଆଜି ଚତୁର୍ଥ ସନ୍ଧ୍ୟା ମେଲୋଡି କାର୍ଯ୍ୟକ୍ରମରେ  ଅତିଥି ଏଡିଏମ ନିଶି

ପୁନମ ମିଞ୍ଜ, ଭାରପ୍ରାପ୍ତ ଥାନା ଅଧିକାରୀ କୃଷ୍ଣ ଚନ୍ଦ୍ର ମେହେର, ସୁବେଦାର ମେଜର ସଞ୍ଜୟ ଷଡ଼ଙ୍ଗୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ଆସନ୍ତାକାଲି  ୫ ତାରିଖ ରେ ସମ୍ବଲପୁର ର ସମ୍ବଲପୁରୀ ନିୟୁ ଶିଳ୍ପୀ ମେଲୋଡି ଏବଂ ୬ ତାରିଖ ରେ ରୁକୁ ସୁନା ଓ ସାଥିଙ୍କ ଦ୍ୱାରା ମେଲୋଡି କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି l ପୂଜା କମିଟି କମିଟିର ସଭାପତି ସୁରଜ ସାହୁ, ଉପସଭାପତି ବୁବୁନ ନାଏକ, ସମ୍ପାଦକ ପୂରନ ନାଏକ, କୋଷାଧ୍ୟକ୍ଷ ରାଜୀବ ସାହୁଙ୍କ ସମେତ କମିଟିର ସମସ୍ତ ବରିଷ୍ଠ ଓ କନିଷ୍ଟ ସଦସ୍ୟ ପ୍ରତ୍ୟେକ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like