-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||     

HOME   ଜିଲ୍ଲା

ରାଜ୍ୟଗୃହ ନିର୍ମାଣ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓଙ୍କୁ ବିଜେଡି ପକ୍ଷରୁ ବହଳପଦର  ଗ୍ରାମରେ ସମ୍ବର୍ଦ୍ଧନା

04-Nov-2022



ପୁଇଁତଳା, (ବିନୋଦ କୁମାର ଦୀପ) ବଲାଙ୍ଗୀର ପୂର୍ବତନ ସାଂସଦ ତଥା ବର୍ତମାନ ରାଜ୍ୟଗୃହ ନିର୍ମାଣ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓଙ୍କୁ ବହଳପଦର  ଶ୍ରୀପତି ବାଗଙ୍କ ନେତୃତ୍ୱରେ ପୁଇଁତଳା ବ୍ଲକ ବିଜୁ ଜନତାଦଳ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା କରାଗଲା l ଏହି ସମ୍ବର୍ଦ୍ଧନା ସଭାରେ ମଳମଣ୍ଡl ସମିତିସଭ୍ୟ ସତ୍ୟlନନ୍ଦ ରାଉତ, ପୁଇଁତଳା ସରପଞ୍ଚ ଦେବକୀ ସେଠ ଓ ତାଙ୍କ ସ୍ୱାମୀ ସଂଜୀବ ରଞ୍ଜନ ସେଠ ବିଜୁ ଜନତାଦଳର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଶ୍ରୀଯୁକ୍ତ ସିଂଦେଓଙ୍କ ଉପସ୍ଥିତିରେ ଦଳରେ ଯୋଗଦାନ କରିଥିଲେ l ଉକ୍ତ ସମ୍ବର୍ଦ୍ଧନା ସଭାରେ ବିଜୁ ଜନତାଦଳର ଶତାଧିକ ସକ୍ରିୟ କର୍ମୀ ସୀତାକାନ୍ତ ସାଏ, ଅଶୋକ କୁମାର ନାଏକ, ଦେବରାଜ ଅମାତ, ଭରତଭୂଷଣ ପଧାନ, ଡଗର ସାହୁ, 18 ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟ କୁମରମଣି ସେଠ୍, ରୋହିତ ସାହୁ, ବଇରାସର ସମବାୟ ସମିତିର ସଭାପତି ନରେନ୍ଦ୍ର ପଣ୍ଡା, 19 ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା ସାବିତା ସେଠ୍, ରୋହିତ ସାହୁ, ରଣ୍ଡା ସମିତିସଭ୍ୟ ସୁଦାମ ନନ୍ଦ, ଜୟରାଉତ ଭୋଇ, ପ୍ରହଲ୍ଲାଦ ମୁନା, ବିଲେଇସର୍ଡl ସମିତିସଭ୍ୟ ସୁରେନ୍ଦ୍ର ବୁଡ଼େକ ପ୍ରମୁଖ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026

You Might Also Like