-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଅସହାୟ ଙ୍କ ଶବ ସତ୍କାର କଲେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

04-Nov-2022



ବଲାଙ୍ଗିର (ପ୍ରେରଣା ଖବର) ଗତ ଦିନ ତଳେ ବଲାଙ୍ଗୀର ଜେଲ କଲୋନୀ ପଛପଟେ ଦୀର୍ଘ ସମୟ ଧରି ଅସହାୟ ରୂପେ ଏକ ଅଜଣା ଅସହାୟ ବୃଦ୍ଧ ବ୍ୟକ୍ତି ପଡି ରହିଥିଲେ। ଏହି ଖବର ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନ ପାଖରେ ପହଞ୍ଚିବା ପରେ ସଂଗଠନର ସ୍ବେଚ୍ଛାସେବୀ ଅଜୟ ନାଗ, ରାଜେନ୍ଦ୍ର ସେଠ ଓ ଲିଙ୍କନ ସେଠ ସେହି ସ୍ଥାନରେ

ଯାଇ ପହଞ୍ଚିଥିଲେ। ସଙ୍ଗେ ସଙ୍ଗେ ପୋଲିସ ପ୍ରଶାସନକୁ ଖବର କରି ସେହି ବୃଦ୍ଧ ବ୍ୟକ୍ତିଙ୍କୁ ଉଦ୍ଧାର କରିବା ସହିତ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଭର୍ତ୍ତି କରିଥିଲେ। ତାଙ୍କର ରକ୍ଷଣାବେକ୍ଷଣା କରିବା ସହିତ ଚିକିତ୍ସା କଥା ବୁଝି ଆସୁଥିଲେ ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟ ମାନେ। କିନ୍ତୁ ଦୁଃଖର ବିଷୟ ଆଜି ଖବର ମିଳିଲା ଯେ, ସେହି ବୃଦ୍ଧ ବ୍ୟକ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ହସ୍ପିଟାଲରେ ମୃତ୍ୟୁ ଘଟିଯାଇଥିଲା। ତୁରନ୍ତ ସ୍ବେଚ୍ଛାସେବୀ ମାନେ ହସ୍ପିଟାଲରେ ପହଞ୍ଚିବା ପରେ ମୃତକଙ୍କ ଶବ ବ୍ୟବଚ୍ଛେଦ ଆଦି ଔପଚାରିକତା ସରିବା ପରେ ଡା. ବେଣୁଧର ପାଣ୍ଡେଙ୍କ ସହାୟତାରେ ସ୍ଵର୍ଗ ରଥରେ ନେଇ ସସମ୍ମାନେ ବିଭୁତିପଡା ସ୍ମଶାନରେ ଶବ ସତ୍କାର କରି ଫେରିଥିଲେ। ଶବ ସତ୍କାର ପାଇଁ କାଠ ସହିତ ଅନ୍ୟାନ୍ୟ ସାମଗ୍ରୀ ପାଇଁ ସମାଜସେବୀ ଟୁନା ମିଶ୍ର ସହଯୋଗ କରିଥିଲେ। ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନର ସନ୍ତୋଷ ପଟ୍ଟନାୟକ, ଗୋବିନ୍ଦ ଶତପଥୀ, ଦେବରାଜ ମହାନନ୍ଦ, ପ୍ରୀତମ କଲତା, ବିକ୍ରମ

ମହାରଣା, ଆଦି କୁମ୍ଭାର, ଅଭିଷେକ ବାଗ, ଅଜୟ ନାଗ, ରାଜେନ୍ଦ୍ର ସେଠ, ସହଦେବ ନାଗ, ଲିଙ୍କନ ସେଠ ଓ ଠାକୁର ଚରଣ ରାୟ ଏହି ଶବ ସତ୍କାରରେ ଉପସ୍ଥିତ ଥିଲେ। ଏଥିପାଇଁ ଆମକୁ ସମ୍ପୂର୍ଣ୍ଣ ସହଯୋଗ ଦେଇଥିବାରୁ ଡା. ବେଣୁଧର ପାଣ୍ଡେ ଓ ସମାଜସେବୀ ଟୁନା ମିଶ୍ରଙ୍କୁ ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନ ଅଶେଷ କୃତଜ୍ଞତା ଜ୍ଞାପନ କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like