-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ମହାନଗର

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସମ୍ବଲପୁର ଗସ୍ତ, ଛତୁ, କୁକୁଡ଼ା ଓ ମାଛ ଚାଷ ପ୍ରକଳ୍ପ ପରିଦର୍ଶନ

05-Nov-2022



ସମ୍ବଲପୁର : ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ ତ୍ରିପାଠୀ ଗୁରୁବାର ସମ୍ବଲପୁର ଗସ୍ତରେ ଆସି କେତେକ ଆକାଂକ୍ଷୀ ପ୍ରକଳ୍ପ ଵୁଲି ଦେଖିଥିଲେ I ଅପରାହ୍ନରେ ସେ ସମ୍ବଲପୁର ପ୍ରଥମେ ମହାନଗର ନିଗମ ଅନ୍ତର୍ଗତ ନକ୍ସIପାଲି ଗାଁକୁ ଯାଇ ଯୁବ କୃଷି ଉଦ୍ୟୋଗୀ ଅଭିରାଜ ସରାଫ କରିଥିବା ଛତୁ ଚାଷ ପ୍ରକଳ୍ପ ଵୁଲି ଦେଖିଥିଲେ I ଏହାପରେ ଶ୍ରୀ ତ୍ରିପାଠୀ ମାନେଶ୍ଵର ବ୍ଲକ ଜୟଘଣ୍ଟ ଗ୍ରାମକୁ ଯାଇ ଦୀପକ ମିଶ୍ରଙ୍କ ୫୦ ହଜାର କ୍ଷମତା ବିଶିଷ୍ଟ କୁକୁଡ଼ା ଫାର୍ମ ଵୁଲି ଦେଖିଥିଲେ I ପରେ ଶ୍ରୀ ତ୍ରିପାଠୀ ସହର ଉପକଣ୍ଟ ବଲଵସପୁର ଗ୍ରାମକୁ ଯାଇ ହୀରାକୁଦ ଜଲଭଣ୍ଡାରରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ପରିଚାଳିତ ପଞ୍ଜୁରୀ ମାଛ ଚାଷ ପ୍ରକଳ୍ପ ଵୁଲି ଦେଖିଥିଲେ I ଶେଷରେ ଶ୍ରୀ ତ୍ରିପାଠୀ ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ପହଞ୍ଚି କୁଳପତି ବଂଶୀ ଧର ମାଝୀଙ୍କ କାର୍ଯ୍ୟାଳୟ ଉଦ୍ଘାଟନ କରିଥିଲେ I ଏହି ଅବସରରେ ବିଶ୍ୱ ବିଦ୍ୟାଳୟ ବିଜୁ ପଟ୍ଟନାୟକ ଇ ଲର୍ଣିଂ ସେଣ୍ଟର ଠାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ଉତ୍ତୀର୍ଣ୍ଣ ଅନୁଷ୍ଠାନର ୧୮ ଜଣ ପୁରାତନ ବିଦ୍ୟାର୍ଥୀଙ୍କୁ ସଂମ୍ବର୍ଦ୍ଧିତ କରିଥିଲେ I ଶ୍ରୀ ତ୍ରିପାଠୀଙ୍କ ଗସ୍ତ ସମୟରେ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଡ଼. ସୁରେଶ ଚନ୍ଦ୍ର ଦଳାଇ, ଜ଼ିଲ୍ଲା ପରିଷଦ ସଭାପତି କୁମୋଦିନୀ ନାୟକ, ଜ଼ିଲ୍ଲାପାଳ ଅନନ୍ୟା ଦାସ, ଏସପି ବି. ଗଙ୍ଗାଧର, ପଶ୍ଚିମ ଓଡିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼. ଅଜିତ ମିଶ୍ର, ଜ଼ିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଦିଲୀପ କୁମାର ବଳ ଓ ଅନ୍ୟ ଅଧିକାରୀ ଗଣ ଉପସ୍ଥିତ ଥିଲେ I
(ସମ୍ବଲପୁରରୁ  ସଂଜୀବ ପାଣିଗ୍ରାହୀଙ୍କ  ରିପୋର୍ଟ୍) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like