-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ପାର୍ଲିଆମେଣ୍ଟାରୀ ଷ୍ଟାଣ୍ଡିଙ୍ଗ କମିଟି ରେ  ଗନ୍ଧମାର୍ଦ୍ଧନ ପର୍ବତ ର ବିଲୁପ୍ତପ୍ରାୟ  ଔଷଧିୟ ଗୁଳ୍ମ,ବନ୍ୟପ୍ରାଣୀ,ଜୀବଜନ୍ତୁ ର ସୁରକ୍ଷା ପ୍ରସଙ୍ଗ ଉପସ୍ଥାପନ କଲେ ସାଂସଦ ନିରଞ୍ଜନ ବିଶି

05-Nov-2022



ବଲାଙ୍ଗିର(ପ୍ରେରଣା ଖବର) ଦିଲ୍ଲୀ ଠାରେ ବିଜ୍ଞାନ ପ୍ରଯୁକ୍ତି, ଜଙ୍ଗଲ ପରିବେଶ, ଜଳବାୟୁ ପରିବର୍ତ୍ତନ ପାର୍ଲିଆମେଣ୍ଟାରୀ ଷ୍ଟାଣ୍ଡିଙ୍ଗ କମିଟି ର ଅଧ୍ୟକ୍ଷ ଜୟରାମ ରମେଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କମିଟି ର ସଦସ୍ୟ ସାଂସଦ ରାଜ୍ୟସଭା ନିରଞ୍ଜନ ବିଶି ଯୋଗଦେଇ ଜଙ୍ଗଲ ପରିବେଶ ଜଳବାୟୁ ପରିବର୍ତ୍ତନ ରେ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ସମ୍ବନ୍ଧରେ ଆଲୋଚନା କରିବା ସହିତ  ପରିବେଶ ସନ୍ତୁଳନ ସକାଶେ ପ୍ରସିଦ୍ଧ ପୌରାଣିକ ଗନ୍ଧମାର୍ଦ୍ଧନ ପର୍ବତରେ ଥିବା

ଜୀବନ ରକ୍ଷାକlରି ଆୟୁର୍ବେଦିକ ଜଡି଼ବୁଟି,ବହୁ ମୂଲ୍ୟବାନ ଜଙ୍ଗଲ ଜାତ ଗୁଳ୍ମ,ପଶୁପକ୍ଷୀ,ସରୀସୃପ ମାନଙ୍କ ସୁରକ୍ଷା ଏବଂ ପୁନଃରୁଦ୍ଧାର ପାଇଁ କେନ୍ଦ୍ର ସରକାର ଙ୍କ ଜଙ୍ଗଲ ପରିବେଷ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପଦକ୍ଷେପ ନେବା ଉଚିତ ବୋଲି ସାଂସଦ ଶ୍ରୀ ବିଶି ପରାମର୍ଶ ଦେଇଥିଲେ.ସେହିପରି  ନିୟମଗିରି ପର୍ବତ,ଦଣ୍ଡକାରଣ୍ୟ,ଖଣ୍ଡୁଆଲମାଲି ପର୍ବତ ଗିରି ମାଳ ,କପିଳାସ ପର୍ବତ, ଏବଂ ଓଡିଶାର  ସମସ୍ତ ପାହାଡ଼ ପର୍ବତରେ ବିଭିନ୍ନ ପ୍ରଜାତି ର ବିଲୁପ୍ତ ପ୍ରାୟ ଜଡି଼ବୁଟି, ଜୀବଜନ୍ତୁ, ବୃକ୍ଷଳତା ପକ୍ଷୀ,ସରୀସୃପ ଗୁଡିକ ର ସୁରକ୍ଷା ସଂରକ୍ଷଣ ଏବଂ ପୁନଃରୁଦ୍ଧାର କରିବାକୁ ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ.ଲୋକଙ୍କ ଧାର୍ମିକ ବିଶ୍ୱାସ ସହିତ ଜଡିତ ଥିବା ପାହାଡ଼ ପର୍ବତ ଗୁମ୍ଫାରେ ଥିବା ଧାର୍ମିକ ପୀଠ ଗୁଡିକୁ ପର୍ଯ୍ୟଟନ ସ୍ଥଳୀ ର ମାନ୍ୟତା ଦେଇ ସରକାରୀ ପ୍ରୋତ୍ସାହନ ଦେଲେ ଜଙ୍ଗଲ ପରିବେଶର ସୁରକ୍ଷା

ବୃଦ୍ଧି ହୋଇପାରିବ ବୋଲି ସାଂସଦ ଶ୍ରୀ ବିଶି ମତ ପ୍ରକାଶ କରିଥିଲେ.ବୈଠକରେ ଭାରତ ସରକାର ଙ୍କ ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ର ବରିଷ୍ଠ ଅଧିକାରୀ, ଷ୍ଟାଣ୍ଡିଂ କମିଟି ର ଲୋକସଭା ସାଂସଦ,ରାଜ୍ୟସଭା ସାଂସଦ ଗଣ ଉପସ୍ଥିତ ଥିଲେ l ପରେ ଜର୍ମାନୀ ର ଜଙ୍ଗଲ ଏବଂ ପରିବେଶ ମନ୍ତ୍ରଣାଳୟ ର ଅଧିକାରୀ ଏବଂ ଭାରତୀୟ ଷ୍ଟାଣ୍ଡିଂ କମିଟି ର ସଦସ୍ୟ ମାନଙ୍କ ସହିତ ବିଶ୍ୱରେ ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ଆଲୋଚନା ହୋଇଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like