-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

କାଳୀପୂଜା ସାଂସ୍କୃତିକ କାର୍ଯ୍ୟକ୍ରମ ର ପଞ୍ଚମ ସନ୍ଧ୍ୟା: ମେଲୋଡି ସଂଗୀତକୁ ଉପଭୋଗ କଲେ ଅଗଣିତ ଦର୍ଶକ

05-Nov-2022



ସୁବର୍ଣ୍ଣପୁର -  54 ତମ କାଳୀପୂଜା ମହୋତ୍ସବ ଉପଲକ୍ଷେ  ସୋନପୁର ମଝିପଡ଼ା ଠାରେ ଆଜି ପଞ୍ଚମ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ହିନ୍ଦୀ ମ୍ୟୁଜିକାଲ ନାଇଟ ସମ୍ବଲପୁର ନିଉଁ ଶିଳ୍ପୀ ମେଲୋଡି ର କଳାକାର ମାନଙ୍କ ଦ୍ୱାରା ଦିଲମେ ହେ  ତୁମ, ରାମ ତେରି ଗଙ୍ଗା ମେଲି ଭଳି  ବହୁ ପୁରୁଣା ହିନ୍ଦୀ ସୁମଧୁର ସଂଗୀତ ପରିବେଷଣ କରାଯାଇଥିଲା l ଯାହାକି  ବିଳମ୍ବିତ ରାତି ଯାଏ ହଜାର ଦର୍ଶକ  ଏହାକୁ ଉପଭୋଗ କରିଥିଲେ l ଆଜି ର ସାଂସ୍କୃତିକ କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ କୁମାର ପଣ୍ଡା ଉଦଘାଟନ କରି ହିନ୍ଦୁ ମୁସଲିମ ବିଭିନ୍ନ ସମ୍ପ୍ରଦାୟ ର ସାମ୍ମନ୍ୱୟ ରେ ଆୟୋଜନ କରାଯାଉଥିବା ଏହି  ମହୋତ୍ସବ ଖୁବ ନିଆରା ବୋଲି  ଆୟୋଜକ ଙ୍କୁ ପ୍ରଶଂସା କରି  ଟ୍ରାଫିକ ନିୟମ କୁ ମାନି ଚାଲିବାକୁ ଓ  ବହୁ ମୂଲ୍ୟ ଜୀବନ  ରକ୍ଷା କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ l ଏବଂ ପୂଜା ର  ଏ ଭାଇଚାରା ପରମ୍ପରା କୁ ଆଗକୁ ଏହା ଜାରି ରଖିବାକୁ  ପ୍ରେରଣା ଦେଇଥିଲେ l ସମ୍ମାନିତ ଅତିଥି ଭାବରେ ମହିଳା ସମାଜସେବୀ ଇନ୍ଦୁମତୀ ପୁରୋହିତ,, ଯଶୋଦା ଦେଵୀ ସ୍କୁଲ ଅଫ ନର୍ସିଂ ଅଧ୍ୟକ୍ଷା ଦମୟନ୍ତୀ ମହାନନ୍ଦ, ଅନୁସୟା କୋଚିଂ ସେଣ୍ଟର ର ନିର୍ଦ୍ଧେଶିକା ସୁଶ୍ରୀ ଜଗତ ଶିରୋମଣି ମେହେର, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ଯୋଗ ଦେଇ କଳାକାର ଙ୍କୁ ଉତ୍ସାହିତ କରିଥିଲେ l l ସେହିପରି ଗତ ମାସ 23 ତାରିଖ ରୁ ମିନବଜାର, ଓ  31 ତାରିଖ ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଥିଲା l ଏବଂ ଆସନ୍ତା କାଲି 6 ତାରିଖ ରେ ରୁକୁ ସୁନା

ସାଥି ଙ୍କ ଦ୍ୱାରା ମେଲୋଡି କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି l ପୂଜା କମିଟି କମିଟି ର  ସମସ୍ତ ବରିଷ୍ଠ ସଦସ୍ୟ ଓ ସଭାପତି ସୁରଜ ସାହୁ, ଉପ ସଭାପତି ବୁବୁନ ନାଏକ, ସମ୍ପାଦକ ପୂରନ ନାଏକ, କୋଷାଧ୍ୟକ୍ଷ ରାଜୀବ ସାହୁଙ୍କ ସମେତ କମିଟି ର ସମସ୍ତ ବରିଷ୍ଠ ଓ କନିଷ୍ଟ ସଦସ୍ୟ ପ୍ରତ୍ୟେକ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ସଭାରେ ଏସପି ଶ୍ରୀ ପଣ୍ଡା ଓ  ସମାଜସେବୀ ଇନ୍ଦୁମତି ପୁରୋହିତ ଙ୍କୁ କମିଟି ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like