-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ

05-Nov-2022



ଆଜି ସନ୍ଧ୍ୟାରେ ସ୍ଥାନୀୟ ଆଇନ ମହାବିଦ୍ୟାଳୟ ଠାରେ ବଲାଙ୍ଗିର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି l କମିଟିର ସାଧାରଣ ସମ୍ପାଦକ ମନୋରଞ୍ଜନ ସାହୁ ଙ୍କ ପରିଚାଳନାରେ ଅନୁଷ୍ଟିତ ବୈଠକ ର ପ୍ରାରମ୍ଭ ରେ କମିଟିର ବରିଷ୍ଠ ସଦସ୍ୟ ଦିବଙ୍ଗତ ବୃନ୍ଦାବନ ବରାଳ ଓ ଅଧ୍ୟାପକ ରବି ଶଙ୍କର ପାଣ୍ଡିଆ ଙ୍କ ଅମର ଆତ୍ମାର ସଦ୍ ଗତି ପାଇଁ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା l

ପରେ ଅନୁଷ୍ଠିତ ସଭାରେ କମିଟିର ସଭାପତି ବେଳାର ସିଂ ଭୋଇ ସଭାପତିତ୍ଵ କରିଥିଲେ l ଏହି ବୈଠକରେ ବଲାଙ୍ଗିର ସହର ର ବିଭିନ୍ନ୍ ସମସ୍ୟା, ପରିମଳ ବ୍ୟବସ୍ଥା, ସହରର ସୌନ୍ଦର୍ଯ୍ୟକରଣ ଓ ବଣଭୋଜି ଆୟୋଜନ ବିଷୟ ଉପରେ ଆଲୋଚନା କରିଥିଲେ  l ଆଲୋଚନାରେ ଅନ୍ୟ ମାନଙ୍କ ମଧ୍ୟରେ  କମିଟିର କୋଷାଧକ୍ଷ ଗଜେନ୍ଦ୍ର ତ୍ରିଭୂବନ ଦାସ, ସହସମ୍ପାଦକ ଚକ୍ରପାଣି ଦାସ, ଗୋପବନ୍ଧୁ ପୁରୋହିତ, ବିକ୍ରମ ବହିଦାର, ରଘୁ ନନ୍ଦନ ସିଂହ, ଗୋପ ଭୂଷଣ ନାଥ, ଅଶୋକ ମିଶ୍ର, ନରେଶ ଦାସ ପ୍ରମୂଖ ସ୍ଵର୍ଗତ ବରାଳ ଙ୍କ ସ୍ମୃତିଚାରଣ କରିଥିଲେ l ଏହି ବୈଠକରେ ନାଗରିକ କମିଟିର ସମସ୍ତ ସଦସ୍ୟ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like