-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସହରବାସୀଙ୍କ ସଂଯୋଗ ପାଇଁ ରାସ୍ତା ଦେବାକୁ ଦାବି

06-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସହର ସମେତ ବ୍ଳକ ଅଞ୍ଚଳବାସୀଙ୍କୁ ଉତ୍ତମ ସେବା ଯୋଗାଇଦେବା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ନେଇ ଜାତୀୟ ସ୍ବାସ୍ଥ୍ୟ ମିଶନ ଯୋଜନା ତରଫରୁ ୩କୋଟି ୨୯ଲକ୍ଷ ୧୦ହଜାର ଟଙ୍କା ଅନୁଦାନରେ ନବ ନିର୍ମିତ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର କୋଠାଘରକୁ ଗତ ଅଗଷ୍ଟ ୧୬ତାରିଖରେ ମାନ୍ୟବର ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଏବଂ  ମାନ୍ୟବର ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଉଦ୍ଘାଟନ କରିଥିଲେ । ଏହି ଅବସରରେ ଅନୁଷ୍ଟିତ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ବିଶ୍ବରଂଜନ ପତି,ବିନିକା ଡାକ୍ତରଖାନା ଚିକିତ୍ସାଧିକାରୀ ଡ.ଅଂଶୁମାଲିନି ପଣ୍ଡା ଏବଂ  ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ  l କିନ୍ତୁ ଅତ୍ୟନ୍ତ ପରିତାପର ବିଷୟ ବିନିକା ଏନଏସି ମୁଖ୍ୟରାସ୍ତା ଅର୍ଥାତ ସହରବାସୀଙ୍କ ପାଇଁ ବ୍ୟବହୃତ ରାସ୍ତାରୁ ଉକ୍ତ ନୂତନ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରକୁ ପାଦଚଲା ରାସ୍ତାଟିଏ ନଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।ସୂଚନା ଯୋଗ୍ୟ ଯେ ପୁରୁଣା ବସଷ୍ଟାଣ୍ଡ ଠାରୁ ତହସିଲ ଅଫିସ ପର୍ଯ୍ୟନ୍ତ ସହର ମୁଖ୍ୟରାସ୍ତା ପାର୍ଶ୍ବରେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ,ବାଳିକା ଉଚ୍ଚ ବିଦ୍ୟାଳୟ,ସେବା ସମବାୟ ସମିତି,ରାଜସ୍ବ ବିଭାଗ ଥିବାବେଳେ,ଟେଲିଫୋନ ବିଭାଗ,ମହିଳା ମହାବିଦ୍ୟାଳୟ,ପଞ୍ଜାବ ନ୍ୟାସନାଲ,କୃଷି ସମବାୟ ବ୍ୟାଙ୍କ ଏବଂ ଗୌରପଡ଼ା,ଚଣ୍ଡୀପଡ଼ା,କୁଲି ପଡ଼ା, କଂସାରି ପଡ଼ା,ବିନିକା ପଡ଼ା,ମାରୱାଡ଼ି ପଡ଼ା,ଦଣ୍ଡସେନା ପଡ଼ା,ଦୈନନ୍ଦିନ ବଜାର ଆଦି ସଂଯୋଗ କରୁଛି ।ଏହା ବ୍ୟତୀତ ଏହି ରାସ୍ତାରେ ଅନେକ ଛୋଟବଡ ବ୍ୟବସାୟୀକ ପ୍ରତିଷ୍ଠାନ ରହିଥିବାରୁ ରାସ୍ତାଟି ଜନବହୁଳ ରାସ୍ତାରେ ପରିଣତ ହୋଇଛି ।ଭଗବାନ ନ କରନ୍ତୁ ଯଦି କୌଣସି ଅଘଟଣ ଘଟିଲା ତେବେ ସେହି ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବା ମସ୍କିଲ ହୋଇ ପଡ଼ିବ କାରଣ ପାଦଚଲା ରାସ୍ତା ନଥିବାରୁ ଥାନା ପଛପଟ କିମ୍ବା ତହସିଲ ଅଫିସ ରାସ୍ତାଦେଇ ବୁଲିବା ପରେ ମୁଖ୍ୟ ରାସ୍ତାରୁ ଏକମାତ୍ର ଗେଟ ଯୋଗେ ଡାକ୍ତରଖାନାକୁ ଯିବାକୁ ହେବ । ଅନ୍ୟ ପକ୍ଷରେ ବର୍ତ୍ତମାନ ସୋନପୁର-ବିନିକା-ଡୁଙ୍ଗୁରିପାଲି ମୁଖ୍ୟରାସ୍ତାରେ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ବିଭିନ୍ନ ପ୍ରକାରର ଯାନବାହାନ ଚଳାଚଳ କରୁଥିବାରୁ ଏହି ରାସ୍ତାଦେଇ ସହରର ବୃଦ୍ଧ, ବୃଦ୍ଧା, ଅସହାୟ, ବିକଳାଙ୍ଗ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିବା କଷ୍ଟକର ହୋଇପଡୁଥିବା ଜଣାପଡିଛି ।ବର୍ତମାନ ଏହି ମୁଖ୍ୟରାସ୍ତା କାମ ଆରମ୍ଭ ହୋଇଥିବାରୁ ଆଗାମୀ ଦିନରେ ଗାଡ଼ି ମଟର ଯିବା ଆସିବା ସଂଖ୍ୟା ବୃଦ୍ଧି ପାଇବ । ତେଣୁ ଏହି ପରିପ୍ରେକ୍ଷୀରେ ସହରବାସୀଙ୍କ ଜରୁରୀ ଚିକିତ୍ସା ନିମନ୍ତେ ସହର ପଟରୁ ଜଣେ/ଦୁଇ ଜଣ ରୋଗୀଙ୍କ ଯିବା ଆସିବା ଭଳିଆ ମୋଭିଂ ଗେଟ ଦିଆଗଲେ ସବୁ ବର୍ଗର ଲୋକେ ତୁରନ୍ତ ଚିକିତ୍ସା ସେବା ପାଇପାରିବେ । ସ୍ବାସ୍ଥ୍ୟ ଅମୂଲ୍ୟ ସମ୍ପଦ ହୋଇଥିବାରୁ ତୁରନ୍ତ ଜିଲ୍ଲାପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like