-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||     

HOME   ଜିଲ୍ଲା

ନାଗରିକ କମିଟିର ସାଧାରଣ ପରିଷଦ ବୈଠକ

06-Nov-2022



ବଲାଙ୍ଗିର(ପ୍ରେରଣା ଖବର)ସ୍ଥାନୀୟ ଆଇନ ମହାବିଦ୍ୟାଳୟ ର ସମ୍ମିଳନୀ କକ୍ଷ ଠାରେ ବଲାଙ୍ଗିର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ ସଭାପତି ବେଲାରସିଂ ଭୋଇ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସଂପାଦକ ମନୋରଂଜନ ସାହୁ ପୂର୍ବ ବିବରଣୀ ପାଠ କରି, ବିଭିନ୍ନ ନୂତନ ପ୍ରସ୍ତାବ ଗୃହରେ ଆଗତ କରି ସଭାକୁ ସଂଯୋଜନା କରିଥିଲେ । ସଭା ପ୍ରାରମ୍ଭରେ  କମିଟିର ପୂର୍ବତନ ଉପ-ସଭାପତି ତଥା କୋଷାଧ୍ୟକ୍ଷ ବୃନ୍ଦାବନ ବରାଳ ଓ ଶିକ୍ଷାବିଦ୍ ପ୍ରଫେସର ରବି ଶଙ୍କର ପାଣ୍ଡିଆଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା । ପରେ ପରେ ସଭ୍ୟମାନେ ବୃନ୍ଦାବନ ବରାଳ, ନାଗରିକ କମିଟିରେ ଥିବା ତାଙ୍କର ସଂପୃକ୍ତି ଓ ଜୀବନର

କେତେ ମହତ୍ୱପୂର୍ଣ୍ଣ ଭୂମିକା ଉପରେ ସ୍ମୃତି ଚାରଣ କରିଥିଲେ । ବଣଭୋଜିର ସ୍ଥାନ ଓ ତାରିଖ ନିର୍ଦ୍ଧାରଣ ତଥା ବଣଭୋଜିକୁ ପରିଚାଳନା କରିବା ପାଇଁ ଏକ ସବ୍ କମିଟି ଗଠନ କରାଯାଇଥିଲା । ଆସନ୍ତା ୧୩ ତାରିଖରେ କଦଳୀମୁଣ୍ଡା ନର୍ସରୀ ଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ବନ୍ଧୁମିଳନରେ ଟିଟିଲାଗଡ, ପାଟଣାଗଡ, ତୁଷୁରା ର ନାଗରିକ କମିଟିର ପ୍ରତିନିଧିମାନଙ୍କୁ ଅତିଥି ରୂପେ ନିମନ୍ତ୍ରଣ କରି ନାଗରିକ କମିଟିକୁ ସଂପ୍ରସାରଣ କରିବା ପାଇଁ ନିଷ୍ପତ୍ତି

ଗ୍ରହଣ କରାଯାଇଥିଲା ।  ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନାରେ ଅନ୍ୟାନ୍ୟମାନଙ୍କ ମଧ୍ୟରୁ ପୂର୍ବତନ ସଭାପତି ବିକ୍ରମ ବହିଦାର, ଉପ-ସଭାପତି ନିତ୍ୟାନନ୍ଦ ମିଶ୍ର, କୋଷାଧ୍ୟକ୍ଷ ଗଜେନ୍ଦ୍ର ଭମର, ଗୋପଭୂଷଣ ନାଥ, ଗୋପବନ୍ଧୁ ପୁରୋହିତ, ଅଶୋକ ମିଶ୍ର, କିଶୋର ମୋହନ ମିଶ୍ର, ନରେଶ ଦାଶ, ଆର୍ତ୍ତତ୍ରାଣ ମିଶ୍ର ଓ ଶରତ ହୋତା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ଶେଷ ରେ କମିଟିର ଯୁଗ୍ମ ସମ୍ପାଦକ ଚକ୍ରପାଣି ଦାଶ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026

You Might Also Like