-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ସମନ୍ୱୟ ଓ ସାମୁହିକ  ପ୍ରୟାସ ଶିକ୍ଷାୟତନ ର ବିକାଶ ପାଇଁ ଅପରିହାର୍ଯ୍ୟ ବୀରମହାରାଜପୁର ମହାବିଦ୍ୟାଳୟରେ  ଏନଏଏସି ପ୍ରସ୍ତୁତି ବୈଠକ

07-Nov-2022



ବୀରମହାରାଜପୁର (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା   ବୀରମହାରାଜପୁର ମହାବିଦ୍ୟାଳୟରେ ଏନଏଏସି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଦାମଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଏନଏଏସି( ଜାତୀୟ ମୂଲ୍ୟାଙ୍କନ ଓ ସ୍ୱୀକୃତି ପରିଷଦ) କମିଟିର ପରିଦର୍ଶନ ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ବୈଠକରେ ବୀରମହାରାଜପୁର ବିଧାୟକ  ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ  ବାକ୍ୟବୀର ନୁହେଁ କର୍ମବୀର ହେବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ମହାବିଦ୍ୟାଳୟର ଉନ୍ନତି ପାଇଁ ସେ ସବୁପ୍ରକାର ସାହାଯ୍ୟ ସହଯୋଗ କରିବେ, ଏନଏଏସି ସ୍ୱୀକୃତି ପାଇଁ ସମନ୍ୱୟ ଏବଂ ସାମୁହିକ ପ୍ରୟାସ ଅପରିହାର୍ଯ୍ୟ l ସମ୍ମାନିତ ଅତିଥି ଭାବରେ ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ ଯୋଗଦେଇ କହିଥିଲେ କଠିନ ପରିଶ୍ରମ ହିଁ ସଫଳତା ଆଣି ଦେଇଥାଏ l ମହାବିଦ୍ୟାଳୟର ପରିଚାଳନା ପରିଷଦର ସଭାପତି ସ୍ୱୟମ୍ଭୁ ନାଥ ଖଣ୍ଡଗିରି ମହାବିଦ୍ୟାଳୟର  ସମସ୍ୟା ଏବଂ ମହାବିଦ୍ୟାଳୟର ଉନ୍ନତି ପାଇଁ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଡ଼କ୍ଟର ପ୍ରଫୁଲ୍ଲ କୁମାର ରଥ, ମୂରଲୀ ଧର ହୋତା, ଦୀନବନ୍ଧୁ ମେହେର  ଏନଏଏସି ମାନ୍ୟତା ପାଇବାକୁ ହେଲେ ଆତ୍ମବିଶ୍ୱାସ ସହ ଗୋଷ୍ଠୀବଦ୍ଧ ଭାବରେ କାର୍ଯ୍ୟ କରିବାକୁ ହେବ ବୋଲି ଦିଗଦର୍ଶନ ଦେଇଥିଲେ l ଏହି ସଭାରେ ହୃଷିକେଶ ପ୍ରଧାନ, ଅଧ୍ୟାପକ ପ୍ରକାଶ କୁମାର ସେଠ ନିଜର ମତ ଦେଇଥିଲେ l  ଅଧ୍ୟାପିକା ସୀମାରାଣୀ ବେହେରା ସ୍ୱାଗତ ଅଭିଭାଷଣ ଦେଇଥିଲେ l  ଅଧ୍ୟାପିକା ସୁପ୍ରଭା ନନ୍ଦ ଅତିଥି ପରିଚୟ ପ୍ରଦାନ

କରିଥିଲେ l ଅଧ୍ୟାପିକା ଯାମିନୀ ଦାଶ ସଭା ପରିଚାଳନା କରିଥିବାବେଳେ ଶିକ୍ଷା ବିଭାଗ ମୁଖ୍ୟ ବିଜୟ କୁମାର ପ୍ରଧାନ  ଧନ୍ୟବାଦ ଅର୍ପଣ କରିଥିଲେ  l ଏହିସଭାରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ମହାବିଦ୍ୟାଳୟ ପରିଚାଳନା ପରିଷଦର  ସଦସ୍ୟ ରଞ୍ଜିତ  କୁମାର ରଥ, ରାଧାକାନ୍ତ ବାଘ, ସୟଦ ମୁଜାଫର ଅଲ୍ଲୀ,ସଦସ୍ୟା ନୀଳିମା ପଣ୍ଡା ମହାବିଦ୍ୟାଳୟ ର ଅଣଶିକ୍ଷ କର୍ମଚାରୀ ମାନେ ସାମିଲ ହୋଇ ସହଯୋଗ କରିଥିଲେ।‌ ପ୍ରାରମ୍ଭରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସ୍ବାଗତ ସଂଗୀତ ପରିବେଷଣ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like