-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ମାଓପ୍ରବଣ ଅଞ୍ଚଳରେ ସିଆରପିଏଫ୍ ୧୨୭ ବାଟାଲିୟନ୍ ପକ୍ଷରୁ ଜନସମ୍ପର୍କ ଶିବିର ଅନୁଷ୍ଠିତ

07-Nov-2022



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): ମାଓପ୍ରବଣ ଅଞ୍ଚଳରେ ସିଆରପିଏଫ୍ ପକ୍ଷରୁ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ଦୁର୍ଗମ ଲଙ୍କାଗଡ଼ ଅଞ୍ଚଳରେ ସରକାରଙ୍କ ଦ୍ୱାରା ପରିଚାଳିତ ଆର୍ଥିକ ସହାୟତା ଯୋଜନା, ଗୃହ ମନ୍ତ୍ରଣାଳୟର ତତ୍ତ୍ୱାବଧାନରେ ସିଆରପିଏଫ୍ ୧୨୭ ବାଟାଲିୟନ ପକ୍ଷରୁ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲଙ୍କାଗଡ଼ ଗ୍ରାମ ପଞ୍ଚାୟତର ଅଞ୍ଚଳବାସୀଙ୍କ ସମେତ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଯୁବ ଗୋଷ୍ଠୀ ସାମିଲ୍ ହୋଇଥିଲେ । ଏହି ଅବସରରେ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ଦ୍ବାରା ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିସହିତ ଯୁବ ଗୋଷ୍ଠୀଙ୍କ କ୍ରୀଡ଼ାରେ ବିକାଶ ପାଇଁ ଭଲିବଲ୍, ଭଳିବଲ ନେଟ, ଫୁଟବଲ୍,ହ୍ୟାଣ୍ଡ୍ ବଲ୍ ଆଦି ଖେଳ ସାମଗ୍ରୀ ବଣ୍ଟନ କରାଯିବା ସହ ସିଆରପିଏଫ୍ ପକ୍ଷରୁ ୨୦ଟି ଅସହାୟ ପରିବାରଙ୍କୁ ବିଭିନ୍ନ ରୋଷେଇ ସାମଗ୍ରୀ ବଣ୍ଟନ କରାଯାଇଛି । ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ଆର୍ଥିକ ସହାୟତା ଯୋଜନା,ଗୃହ ମନ୍ତ୍ରଣାଳୟର ତତ୍ତ୍ୱାବଧାନରେ ଏହି ମାନବିକ ସିଭିକ୍ ଆକ୍ସନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି | ଅଞ୍ଚଳବାସୀଙ୍କ ସହ ପୋଲିସର ସୁସମ୍ପର୍କ ସ୍ଥାପନ କରିବା ଏବଂ ଲୋକଙ୍କ ସୁବିଧା ଅସୁବିଧା ବୁଝିବା ଏହି କାର୍ଯ୍ୟକ୍ରମର  ମୁଳ ଲକ୍ଷ ବୋଲି କହିଛନ୍ତି ମୁଖ୍ୟ ଅତିଥି ସିଆରପିଏଫ୍ ଦ୍ବିତୀୟ କମିଣ୍ଡାଣ୍ଟ୍ ମାଉଲି ମୋହନ କୁମାର । ଅତିଥି ମାନଙ୍କ ଦ୍ବାରା ସ୍ଥାନୀୟ ଜନସାଧାରଣଙ୍କୁ ସମସ୍ତ ସାମଗ୍ରୀ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଲଙ୍କାଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସରୋଜ କୁମାର,ଲଙ୍କାଗଡ଼ ସରପଞ୍ଚ ସସ୍ମିତା ପାତ୍ର ଏବଂ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ସମୁଦାୟ ୨୦ ପରିବାର, ଦୁଇଟି ବିଦ୍ୟାଳୟ ଏବଂ ଗୋଟିଏ ଯୁବ କ୍ଲବ ଉପକୃତ ହୋଇଛନ୍ତି ଏବଂ ଆଗାମୀ ଦିନରେ କନ୍ଧମାଳ ଜିଲ୍ଲାର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ଏଭଳି କାର୍ଯ୍ୟକ୍ରମ କରାଯିବ ବୋଲି  ଦ୍ବିତୀୟ କମାଣ୍ଡାଣ୍ଟ୍ ମାଉଲି ମୋହନ କୁମାର ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like