-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଦିନ ଦ୍ବିପ୍ରହର ଚାଷୀଙ୍କ ଠାରୁ ୫ ଲକ୍ଷ ଟଙ୍କା ଲୁଟ ରାସ୍ତାରେ ଲୁଟେରାକୁ କାବୁ କଲା ପୁଲିସ

07-Nov-2022



ପାଟଣାଗଡ଼(ସୁବ୍ରତ ମହାକୁର): ପାଟଣାଗଡ଼ ରାମଜୀଛକ ଠାରେ ଏକ ପଲସର ବାଇକରେ ଆସି ପାଢେଲ ଗାଁର ଜଣେ ଚାଷୀ ଙ୍କ ଠାରୁ ଦୁଇଜଣ ଦୁର୍ବୁତ୍ତ ୫ ଲକ୍ଷ ଟଙ୍କା ଝାମ୍ପି ନେଇ ବଲାଙ୍ଗୀର ପଟକୁ ଫେରାର ହୋଇଯାଇଥିଲେ। ପୁଲିସର ହସ୍ତକ୍ଷେପ ପରେ ଲୁଟେରାକୁ ପୁଲିସ କାବୁ କରିଥିବା ବେଳେ ଚାଷୀ ଜଣକ ତାଙ୍କ ଟଙ୍କା ଫେରସ୍ତ ପାଇଥିବା ଜଣାପଡିଛି। ଅପରପକ୍ଷରେ ପାଟଣାଗଡ଼ ପୁଲିସ ଦୁଇଜଣ ଦୁର୍ବୁତ୍ତକୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ଅଟକ ଥିବା ଦୁଇ ଜଣ ଦୁର୍ବୁତ୍ତ ହେଲେ ଯାଜପୁରର ବିଜୟ ଦାସ ଓ ଆସ୍କାର ଜଣେ ନାବାଳକ ବୋଲି ଥାନା ଅଧିକାରୀ ଅନନ୍ତ ପଧାନଙ୍କ ଠାରୁ ସୂଚନା ଦେଇଛନ୍ତି। 

ସୂଚନା ଅନୁସାରେ, ଆଜି ପାଢେଲ ଗାଁର ଚାଷୀ ସର୍ବେଶ୍ବର ପଟେଲ ନିଜ କାରରେ ପାଟଣାଗଡ଼କୁ ଏକ ଟ୍ରାକ୍ଟର ଟର୍ଲି କିଣିବା ପାଇଁ ସ୍ଥାନୀୟ ଏକ ବ୍ଯାଙ୍କରୁ ସେ ୫ ଲକ୍ଷ ଟଙ୍କା ଉଠାଇଥିଲେ। ପରେ ସେ ରାମଜୀଛକ ଠାରେ କାରକୁ ପାର୍କିଂ କରି ସୌଉଦା କରିବା ପାଇଁ ଯାଇଥିଲା। ସେଠାରୁ ଫେରି କାଣି ଥିବା ସାମଗ୍ରୀ ଗୁଡିକ କାର ଡାକି ପଛରେ ରଖି କାର ଗେଟ ଖୋଲି ବସିବାକୁ ଗଲା ବେଲକୁ ହାତରେ ଧରିଥିବା ଟଙ୍କା ବ୍ଯାଗକୁ ଦୁର୍ବୁତ୍ତ ମାନେ ଝାମ୍ପି ନେଇ ବଲାଙ୍ଗୀର ରାସ୍ତା ପଟକୁ ବାଇକ ଯୋଗେ ଦ୍ରୁତ ଗତିରେ ଫେରାର ହୋଇଯାଇଥିଲେ।

ଶ୍ରୀ ପଟେଲ କାଳବିଳମ୍ବ ନକରି ପାଟଣାଗଡ଼ ପୁଲିସକୁ ଫୋନ ଯୋଗେ ଘଟଣା ସମ୍ପର୍କରେ ଜଣାଇଥିଲେ। ପୁଲିସ ଘଟଣା ସମ୍ପର୍କ ରେ  ବଲାଙ୍ଗିର ସଦର ସହ ଆଖପାଖରେ ଥିବା ସମସ୍ତ ଥାନାକୁ ଯୋଗାଯୋଗ କରିଥିଲା। କିଛି ସମୟର ବ୍ଯବଧାନ ପରେ ବଲାଙ୍ଗୀର ସଦର ପୁଲିସ ଓ ସଦର ଏସଡିପିଓ ମିଲିତ ଉଦ୍ଯମରେ ଲୁଟେରା ଦ୍ଯୟଙ୍କୁ ରାସ୍ତାରେ କାବୁ କରି ନେଇଥିଲେ। ପୁଲିସ ଲୁଟେରା ଦ୍ଯୟକୁ ପାଟଣାଗଡ଼ ପୁଲିସକୁ ଜିମା ଦେଇଥିଲା। ସେମାନେ ହେଲେ ଯାଜପୁର ଜିଲ୍ଲା କନତରା ଗାଁର ବିଜୟ ଦାସ (୨୫)ଓ ଗଞ୍ଜାମ ଜିଲ୍ଲା ଧୁନଖୁନି ଗାଁର ଏ.ସିଦ୍ଧୁ (୧୯) ସେମାନଙ୍କ ଠାରୁ ଏକ ପକୋ ମୋବାଇଲ,ହଲଦିଆ ରଙ୍ଗର ପଲସର ( ଓଡି ) ୦୨ ବଜି ୮୮୩୩ )ଏକ ମାଷ୍ଟର ଡିକି ଚାବି ପୋଲିସ ଜବତ କରିଛି ବୋଲି ଶ୍ରୀ ପଧାନଙ୍କ ଠାରୁ ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like