-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
07-Nov-2022
କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଂଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ,ବିଡ଼ିଓ ସୁଚରିତା ମୁଗ୍ରୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିର ରେ ବ୍ଲକ ଅଧକ୍ଷ୍ୟା ଶ୍ରୀମତୀ କୁନି ସାହୁ, ତହସିଲଦାର ମିଳନ କୁମାର ଝାଙ୍କର,ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ସରପଞ୍ଚ ସେବତୀ ରଣା , ସମିତି ସଭ୍ୟ ନିମାଇଁ ଚରଣ ବେହେରାପଞ୍ଚାୟତ କାର୍ୟ୍ଯ ନିର୍ବାହୀ ଅଧିକାରୀ ଦେବରାଜ ରଣା,ଗ୍ରାମ ରୋଜଗାର ସେବକ ଗଜାନନ ଗହୀର, ଓ ଶିଶିର ଗହୀର ଙ୍କ ସମେତ ବ୍ଲକ ର ଅନ୍ୟାନ୍ୟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।ଏଥିରେ ଗ୍ରାମୀଣ ଆବାସ ପାଇଁ ୨୮୩ ଜଣ ,ପିଡ଼ିଏସ ପାଇଁ ୬୦ଜଣ,ମହାତ୍ମା ଗାନ୍ଧୀ କର୍ମ ନିଯୁକ୍ତି ଯୋଜନାର ୦୧ ,ଭତ୍ତା ପାଇଁ ୩୪ ଓ ଅନ୍ୟାନ୍ୟ ବିଭାଗ କୁ ମିଶେଇ ମୋଟ ୩୯୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା