-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ପ୍ରଶାସନକୁ ପଛରେ ପକାଇ ଦାମା ମହାନନ୍ଦଙ୍କ ପରିବାରକୁ ସହଯୋଗର ହାତ ବଢ଼େଇଲେ ପଶ୍ଚିମ ଓଡ଼ିଶାର କିନ୍ନର ସଭାପତି କାମିନୀ କିନ୍ନର ଏବଂ ସମାଜସେବୀ ମନୋଜ ପଟ୍ଟନାୟକ

01-Dec-2020



କଳାହାଣ୍ଡି (ତ୍ରିନାଥ ବେଶ୍ରା)
  କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ବୋରପଦର ପଞ୍ଚାୟତ ଅନ୍ତର୍ଗତ ଖଲିଆପାଲି ଗ୍ରାମର ଦାମ ମହାନନ୍ଦଙ୍କ ଘରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୫୦ ପ୍ରତିଶତ ଘର ଜଳି ଯାଇଥିଲା।।ଯାହା ଫଳରେ କାର୍ତ୍ତିକ ମାସର ଏ ହାଡଭଙ୍ଗା ଶୀତରେ ରାତି ସାରା ସେମାନେ ରାସ୍ତା କଡରେ ଆଶ୍ରୟ ନେଇଥିଲେ।
ଘରେ ଦୁଇ ମାନସିକ ବିକୃତ ପୁଅ-ଝିଅ।। ପରିସ୍ଥିତି ଏତେ ଖରାପ ଯେ ସେ ଜଳି ଯାଇଥିବା ଘରକୁ କିପରି ସଜାଡ଼ିବେ ତାହା ଥିଲା ଦାମ ମହାନନ୍ଦଙ୍କ ପାଇଁ କାଠିକର ପାଠ।ଖଵର ପାଇ ସମାଜସେବୀ ମନୋଜ ପଟ୍ଟନାୟକ ପଶ୍ଚିମ ଓଡ଼ିଶାର କିନ୍ନର ସଭାପତି କାମିନୀ କିନ୍ନର ଙ୍କୁ ଯୋଗାଯୋଗ କରିଥିଲେ।ଏନେଇ  ଗତକାଲି କାମିନୀ କିନ୍ନର  ଏବଂ ସମାଜସେବୀ ମନୋଜ ପଟ୍ଟନାୟକ ନିଜ ଟିମ ରାମପୁର ରାମକୃଷ୍ଣ ଆଶ୍ରମ ର ପ୍ରାକ୍ତନ ଛାତ୍ର ତଥା ସମାଜସେବୀ ସରୋଜ ସାହୁ, ଶ୍ରୀ କ୍ଷୀରମଣି ସାହୁ, ସମାଜସେବୀ ତଥା ଯୁବକବି ଭାଗିରଥି ବାରିକ, ତୋଫାନ ସାହୁ ,ଆନନ୍ଦ ସାହୁ, ବିଶ୍ୱନାଥ ସାହୁ ଏବଂ ହୃଦାନନ୍ଦ ସାହୁ ପ୍ରମୁଖ ଖଲିଆପାଲି ତାରିଣୀ ପୀଠରେ ଏକଜୁଟ ହୋଇଥିଲେ।ଏଥିରେ ବି.ଡି.ଓ ସୁଶ୍ରୀ ପ୍ରିୟଦର୍ଶିନୀ ମିର୍ଦ୍ଧା ମଧ୍ୟ  ଯୋଗଦେଇଥିଲେ। ପରେ ସମସ୍ତେ ଜଳିଯାଇଥିବା ଘର ପରିଦର୍ଶନ ପାଇଁ ଯାଇଥିଲେ।ଦାମ ମହାନନ୍ଦଙ୍କ ଦୟନୀୟ ଅବସ୍ଥା ଦେଖି କିନ୍ନର ସଭାପତି କାମିନୀ କିନ୍ନର ତିନି ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେଇଥିଲେ।।ସମାଜସେବୀ ମନୋଜ ପଟ୍ଟନାୟକ ମଧ୍ୟ ଜଳିଯାଇଥିବା ଘରର ସମ୍ପୂର୍ଣମରାମତି କରାଇଥିଲେ। ଦାମା ମହାନନ୍ଦଙ୍କ ଏଭଳି ପରିସ୍ଥିତିରେ ବିଡ଼ିଓ ସୁଶ୍ରୀ ମିର୍ଦ୍ଧାଙ୍କ କେବଳ ପ୍ରତିଶୃତି ଦେବା ବ୍ୟତୀତ  ଆଉ କିଛି ନଥିଲା ସହଯୋଗ ପାଇଁ ।ଏନେଇ ଗ୍ରାମବାସୀ ବ୍ଳକ ପ୍ରଶାସନକୁ ତୀବ୍ର ନିନ୍ଦା କରିବା ସହ ମନୋଜ ପଟ୍ଟନାୟକ ଏବଂ କାମିନୀ କିନ୍ନରଙ୍କ ପାଖକୁ ଛୁଟିଛି ପ୍ରଶଂସାର ସୁଅ।

ଦାମ ମହାନନ୍ଦଙ୍କୁ ଘର ଖଣ୍ଡିଏ ଯୋଗାଇଦେବା ଏବଂ ତାଙ୍କ ପରିବାରକୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like