-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||     

HOME   ଜିଲ୍ଲା

ଯୁବ କୁଲୁତା ସମାଜର ନୂଆଁଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ

08-Nov-2022



ବଲାଙ୍ଗିର- ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ କରାଟେ ସ୍କୁଲରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜର ଏକ ସାଧାରଣ ସଭା ଯୁବ ସଭାପତି ଅସୀମ କୁମାର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ନଭେମ୍ବର ୨୭ ତାରିଖରେ ଅଗ୍ରେସନ ଭବନ ଠାରେ ଯୁବ କୁଲୁତା ସମାଜ ତରଫରୁ ନୂଆଁଖାଇ ଭେଟଘାଟ କରିବା ପାଇଁ ସ୍ଥିରିକୃତ କରାଗଲା । ଏଥିରେ ଦଶମ ଓ ଦ୍ୱାଦଶ ପରିକ୍ଷାରେ ସମାଜର ଯେଉଁ ଛାତ୍ର ଛାତ୍ରୀମାନେ ୮୦ ପ୍ରତିଶତ ତଥା ଉର୍ଦ୍ଧ୍ୱ ନମ୍ବର ରଖିଥିବେ ତାଙ୍କୁ ସମ୍ମାନିତ କରାଯିବା ପାଇଁ ସ୍ଥିରିକୃତ କରାଗଲା ତା ସହିତ ଜିଲ୍ଲା ତଥା ରାଜ୍ୟ ସ୍ତରରେ କ୍ରୀଡା, କୃଷି, କଳା, ବାଣିଜ୍ୟ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତି ବିଶେଷ ତଥା ରକ୍ତଦାନ କରିଥିବା ଯୁବ ଭାଇ ଭଉଣୀମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବା ପାଇଁ ସ୍ଥିରୀକୃତ କରାଗଲା । ଏହି ଅବସରରେ ବଲାଙ୍ଗିର ସହର ମଧ୍ୟରେ ଏକ କୁଲୁତା ଭବନ ନିର୍ମାଣ ସକାଶେ ଆଲୋଚନା ହୋଇଥିଲା । ଏହି ନୂଆଁଖାଇ ଭେଟଘାଟ ଦିନ ଏକ ରକ୍ତଦାନ ଶିବିର ଆୟୋଜନ କରାଯିବା ପାଇଁ ସ୍ଥିର କରାଯାଇଛି । ଉକ୍ତ ସଭାରେ ଅମିତ ବାରିକ, ଦିନେଶ ପ୍ରଧାନ, ଶିବ ବିଶ୍ୱାଲ, ଆକାଶ ବିଶ୍ୱାଲ, ପଞ୍ଚାନନ ସା, ଡାକ୍ତର ବିଶ୍ୱାଲ, ରିବ୍ୟା ପ୍ରଧାନ, ଦୈତାରୀ ସାହୁ, ସୀତାରାମ ପ୍ରଧାନ, ବିରେନ୍ଦ୍ର ବିଶ୍ୱାଲ, ମୁକେଶ ପ୍ରଧାନ, ପ୍ରକାଶ ସାହୁ, ସୁଧିର ପ୍ରଧାନ, ପ୍ରେମ ସାହୁ, ପ୍ରକାଶ ପ୍ରଧାନ, ଜିତେନ୍ଦ୍ର ବିଶ୍ୱାଲ, ସୁବୋଧ ବିଶ୍ୱାଲ, ଶିବ ଶଙ୍କର ପ୍ରଧାନ, ବିଶ୍ୱଜିତ ପ୍ରଧାନ, ବିଶ୍ୱନାଥ ବିଶ୍ୱାଲ ଓ ରାଜତ ବିଶ୍ୱାଲ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଭୁବନେଶ୍ୱର ଭୋଇ ଧନ୍ୟବାଦ ଜ୍ଞାପନ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026

You Might Also Like