-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ବାଟବଣା ସ୍ବଚ୍ଛ ଭାରତ ମିଶନ,ଖତ ଖାଉଛି ପାଇଖାନା, ଫଲକରେ ସୀମିତ ବାହ୍ୟ ମଳମୁକ୍ତ ଗାଁ

08-Nov-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସ୍ବଚ୍ଛତା ଦିଗରେ ଆଉ ଗୋଟିଏ ପାଦ ଆଗେଇ ଲକ୍ଷ୍ୟରେ ସରକାର ସ୍ବଚ୍ଛ ଭାରତ ମିଶନ ନାଁରେ କୋଟି କୋଟି ଖର୍ଚ୍ଚ କରୁଛନ୍ତି। କିନ୍ତୁ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଜଳ ଓ ପରିମଳ ବିଭାଗର ଦୂରଦୃଷ୍ଟି ଅଭାବରୁ ସ୍ବଚ୍ଛତା ମିଶନ ବାଟବଣା ହୋଇପଡିଛି। ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ) ନାଁରେ ବ୍ଳକର ବିଭିନ୍ନ ଗ୍ରାମରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ସତ୍ବେ ମଧ୍ୟ ବ୍ୟକ୍ତିଗତ ପାଇଖାନା ଆରମ୍ଭରୁ ଅଚଳ ହୋଇ ଖତ ଖାଉଛି। ଲୋକେ ଏବେବି ପୋଖରୀ ହୁଡ଼ା , ମୁଖ୍ୟ ରାସ୍ତା କଡରେ ମଳତ୍ୟାଗ କରୁଛନ୍ତି। କିନ୍ତୁ ବିଭାଗ ଦୋଷ ଲୁଚାଇବାକୁ ଗାଁ ମୁଣ୍ଡରେ ବାହ୍ୟ ମଳମୁକ୍ତ ଗାଁ ଲେଖି ବାଃ ବାଃ ନେଉଛି। ପାଇଖାନା ଯେଣତେଣ ପ୍ରକାରେଣ ନୀତିରେ ନିର୍ମାଣ ପରେ କବାଟରେ ହିତାଧିକାରୀ ଙ୍କ ନାଁରେ ଲେଖି କେବଳ ଫୋଟ କରି ଜିଓଟେଗ୍ ପରେ ବିଭାଗ ନିଜ ଦାୟିତ୍ୱ ଶେଷ କରି ଦେଇଥିବା ଅଭିଯୋଗ ହେଉଛି। ଏପରିକି ନିର୍ମାଣ ହୋଇଥିବା ପାଇଖାନା ମଧ୍ୟରୁ ଅଧିକାଂଶ ହିତାଧିକାରୀଙ୍କ ଘରୁ ଅନେକ ଦୂରରେ ରହିଛି ତାହା ପୁଣି ସରକାରୀ ଜମିରେ। ଅନେକ ପାଇଖାନାରେ ପାଣିର ସୁବିଧା ନାହିଁ। ଅପରପକ୍ଷରେ ବ୍ଳକର ସମସ୍ତ ଗ୍ରାମ ୨୦୨୦ ରୁ ବାହ୍ୟ ‌ମଳମୁକ୍ତ ଗାଁ ଘୋଷଣା ହୋଇ ସାରିଛି। କୋଟି କୋଟି ଟଙ୍କାର ବ୍ୟୟରେ ନିର୍ମାଣ ହୋଇଥିବା ପାଇଖାନା ଗୁଡ଼ିକ ବାସ୍ତବ କ୍ଷେତ୍ରରେ କେତେ କାର୍ଯ୍ୟକ୍ଷମ , କେତେ ଗାଁ ଲୋକ ବ୍ୟବହାର କରୁଛନ୍ତି ତାର ତଦାରଖ ଏ ପର୍ଯ୍ୟନ୍ତ କରାଯାଉ ନଥିବା ଦେଖାଯାଇଛି। ବିପୁଳ ଟଙ୍କା ଖର୍ଚ୍ଚ ସତ୍ବେ ମଧ୍ୟ ଫଳ ଶୂନ ରହିଥିବା ଆଲୋଚନା ହେଉଛି। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ଖର୍ଚ୍ଚ ହୋଇଥିଲା ଟଙ୍କାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଦାବି ହେଉଛି।

ସରକାରୀ ଅଧିକାରୀ ଓ ଠିକାଦାର ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନମାନର ସାମଗ୍ରୀ ବ୍ୟବହାର କରି ଠକି ନେଉଛନ୍ତି ଲକ୍ଷାଧିକ ଟଙ୍କା ଏହାର ଉଚ୍ଚସ୍ତରୀୟ ତଦନ୍ତ ଜରୁରୀ ଆବଶ୍ୟକ।‌
ସାମ୍ବାଦିକ- ବିନୋଦ ପାଣ୍ଡେ
 ମୁଁ ନିଜ ଖର୍ଚ୍ଚ ରେ ପାଇଖାନା ନିର୍ମାଣ କରିଥିଲି, ୧୨୦୦୦ ଟଙ୍କା ପାଇଁ ବିଭାଗୀୟ ଅଧିକାରୀଙ୍କ ଠାରେ ଆବେଦନ କରିଥିଲି ହେଲେ କାର୍ଯ୍ୟରତ ସରକାରୀ କର୍ମଚାରୀ  ବିଭିନ୍ନ ଉପାୟରେ ୨୦୦୦ ଟଙ୍କା ମୋ ପାଖରୁ ଲାଞ୍ଚ ନେଇ ଥିଲେ।
ପ୍ରଶାନ୍ତ ମାଝୀ
ପୁରୁଣା ପାଇଖାନାରେ ରଙ୍ଗ ଦେଇ ଅନେକ ହିତାଧିକାରୀଙ୍କ ନାମ କମ୍ପ୍ୟୁଟରରେ ସୂଚନା ଫଳକ ନିର୍ମାଣ କରି ବିଭିନ୍ନ ଉପାୟରେ ଦଲାଲ ମାଧ୍ୟମରେ ସରକାରୀ ବାବୁ ମାନେ ଟଙ୍କା ଲୁଟି ନେଇଛନ୍ତି। 
ଜଟେସିଂହା ଗ୍ରାମବାସୀ- ପ୍ରତାପ ପ୍ରଧାନ


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like