-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ଖପ୍ରାଡୁଙ୍ଗୁରି କୁ ପର୍ଯ୍ୟଟନ ସ୍ଥଳୀ ମାନ୍ୟତା ପ୍ରଦାନ ପାଇଁ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ କୁ ଚିଠି ଲେଖିଲେ ସାଂସଦ ନିରଞ୍ଜନ ।

09-Nov-2022



ବଲାଙ୍ଗୀର (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଟିକ୍ରାପଡ଼ା ପଞ୍ଚାୟତର ଦେଓଗାଁ ନିକଟରେ ରହିଛି ଐତିହ୍ୟ ସମ୍ପନ୍ନ, ସର୍ବ ପୁରାତନ ସପ୍ତର୍ସି ପୀଠ ଖପ୍ରାଡୁଙ୍ଗୁରି । ଏହି ପବିତ୍ର ଖପ୍ରାଡୁଙ୍ଗୁରି ର ଚତୁର୍ପାର୍ଶ୍ଵରେ  ସବୁଜ ବନାନୀ ରେ ଭରପୁର, ହଜାର ପ୍ରଜାତିର ଔଷଧୀୟ ଗୁଳ୍ମ ଭରି ରହିଛି,ଅନେକ ପ୍ରଜାତିର ଜୀବଜନ୍ତୁ, ସରିଶ୍ରୁପ ଅଛନ୍ତି । ଏହି ପୀଠରେ ଏକ ଗୁମ୍ଫାରେ ପୁରାତନ ଦିନରୁ ପ୍ରଭୁ ଜଗନ୍ନାଥ ମହାପ୍ରଭୁ ପୂଜା ପାଇ ଆସୁଥିବା ବେଳେ  ଶିବ ମନ୍ଦିର, ଲକ୍ଷ୍ମୀ ମନ୍ଦିର, ରାଧାକୃଷ୍ଣ ମନ୍ଦିର ଓ ଅନ୍ୟାନ୍ୟ ମନ୍ଦିର ରେ ଦେବାଦେବୀ ପୂଜା ପାଉଛନ୍ତି । ଏହି ଡଙ୍ଗର ରେ ଅନେକ ଗୁମ୍ଫା ରହିଛି । ପ୍ରତ୍ୟେକ ବର୍ଷ ଆଷାଢ଼ ମାସରେ ରଥଯାତ୍ରା ମହା ସମାରୋହରେ ପାଳିତ ହୋଇ ଆସୁଛି, ରଥଯାତ୍ରା ଦେଖିବାକୁ ଅଞ୍ଚଳ ର ହଜାର ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ ହୋଇଥାଏ ।  ବାର ମାସ ରେ ତେର ପର୍ବ ତଥା ନୀତି କାନ୍ତି ଅନୁସାରେ ପ୍ରଭୁଙ୍କ ପୂଜା ଅନୁଷ୍ଠିତ ହୋଇଥାଏ । ପ୍ରତ୍ୟକ ଦିନ ଅଞ୍ଚଳ ତଥା ରାଜ୍ୟ ବାହାରୁ ଦର୍ଶକ ମାନେ ବୁଲିବାକୁ, ମନୋରମ ପରିବେଶ ତଥା ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବା ପାଇଁ ଚାଲି ଆସନ୍ତି । ପୀଠ କୁ ପରିଚାଳନା କରିବା ପାଇଁ ବହୁ ବର୍ଷ ହେବ ଜଣେ ମଠାଧିସ ନିଜସ୍ୱ ଉଦ୍ୟମ ତଥା ଅଞ୍ଚଳ କିଛି ବଦାନ୍ୟ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗ ରେ କରି ଆସୁଛନ୍ତି । ସପ୍ତର୍ଷି ମଠ ତଥା ଖପ୍ରାଡୁଙ୍ଗୁରି ର ସାମୁହିକ ବିକାଶ ଓ ପର୍ଯ୍ୟଟନ ମାନ୍ୟତା ପାଇବା ପାଇଁ ଅଞ୍ଚଳ ବାସୀ ଦୀର୍ଘ ବର୍ଷ ହେଲା ଦାବୀ କରି ଆସୁଛନ୍ତି କିନ୍ତୁ ରାଜନେତା ଓ ବିଭାଗୀୟ ଅଧିକାରୀ ଙ୍କ ସୁଦୃଷ୍ଟି ପଡୁ ନଥିବାରୁ ଅବହେଳିତ ଅବସ୍ଥାରେ ପଡ଼ି ରହିଛି ସପ୍ତର୍ଷି ମଠ । ପାଣ୍ଡୁଲିପି କହେ ପୁରାଣ ଯୁଗରେ ଏହି ପବିତ୍ର ପୀଠରେ ସାତ ଜଣ ମୁନି ଋଷି ଗୁମ୍ଫା ମଧ୍ୟରେ ବର୍ଷ ବର୍ଷ ଧରି ଜପ, ଧ୍ୟାନ, ସାଧନା କରିଥିବା ପ୍ରମାଣ ରହିଛି । ସାଧନା କରିବା ପାଇଁ ଏହା ସର୍ବୋକୃଷ୍ଠ ସ୍ଥଳୀ । କିଛି ମାସ ପୂର୍ବେ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି ପ୍ରଥମ କରି ଖପ୍ରାଡୁଙ୍ଗୁରି କୁ ପରିଦର୍ଶନ ରେ ଯାଇଥିଲେ । ଏହି ସ୍ଥାନକୁ ଆଜିଯାଏଁ କେହି ବିଧାୟକ, ମନ୍ତ୍ରୀ, ଜିଲ୍ଲା ପ୍ରଶାସନ,ସାଂସଦ ଆସିନଥିଲେ । ପରିଦର୍ଶନ ସମୟରେ ସବୁ ଅଞ୍ଚଳ ବୁଲିଦେଖିଲେ ଓ ପରିଦର୍ଶନ ସମୟରେ ସପ୍ତର୍ଷି ମଠ ର ସାମୁହିକ ବିକାଶ ପାଇଁ ନିଜସ୍ୱ ସାଂସଦ ପାଣ୍ଠି ରୁ ଅନୁଦାନ ଦେବାକୁ ଘୋଷଣା କରିଥିଲେ । ସାଂସଦ ମହୋଦୟ ଆନ୍ତରିକତା ଦେଖେଇ ଆଜି ଜିଲ୍ଲାପାଳ ବଲାଙ୍ଗୀର ଙ୍କ ସହିତ ଆଲୋଚନା କରି ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଓ ସଂସ୍କୃତିବିଭାଗ ମନ୍ତ୍ରୀ ଙ୍କୁ ଚିଠି ଲେଖି ସପ୍ତର୍ଷି ମଠ ର ସାମୁହିକ ବିକାଶ ସହିତ ପର୍ଯ୍ୟଟନ ସ୍ଥଳୀ ମାନ୍ୟତା ପ୍ରଦାନ ପାଇଁ ଅନୁରୋଧ କରିଛନ୍ତି । ଏହି ଖପ୍ରାଡୁଙ୍ଗୁରି କୁ ପର୍ଯ୍ୟଟନ ସ୍ଥଳୀ ମାନ୍ୟତା ପାଇଲେ ଓ ସାମୁହିକ ବିକାଶ କଲେ ପର୍ଯ୍ୟଟକ ମାନଙ୍କ ଶୁଅ ଛୁଟିବ, ରାଜସ୍ୱ ବଢ଼ିବ, ଗରିବ ଜନସାଧାରଣ ଦୋକାନ ବଜାର କରି ଗୁଜୁରାଣ ମେଣ୍ଟେଇବେ । ସର୍ବୋପରି ଖପ୍ରାଡୁଙ୍ଗୁରି ର ସୁରକ୍ଷା ହୋଇପାରିବ । ସାଂସଦ ଙ୍କ ଏହି ମହତ୍ ପଦକ୍ଷେପକୁ ଅଞ୍ଚଳବାସୀ ବେଶ୍ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like