-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ମଣ୍ଟେସୋରି ପବ୍ଲିକ ସ୍କୁଲରେ ସ୍କାଉଟ ଗାଇଡ ସଂସ୍ଥାପନା ଦିବସ

09-Nov-2022



ବଲାଙ୍ଗିର,ବଲାଙ୍ଗିର ମଣ୍ଟେସୋରି ପବ୍ଲିକ ସ୍କୁଲରେ ଭାରତ ସ୍କାଉଟ ଓ ଗାଇଡର ଏକ ଶାଖା ଉଦଘାଟିତ ହୋଇଯାଇଛି। ସ୍କାଉଟ ଗାଇଡର ବରିଷ୍ଠ ପଦାଧିକାରୀମାନେ ଯୋଗଦେଇ ସ୍କାଉଟ ପତାକା ଉତ୍ତୋଳନପୂର୍ବକ ଶପଥପାଠକରାଇ ଛାତ୍ରଛାତ୍ରୀଙ୍କୁ ଦୀକ୍ଷାପ୍ରଦାନ କରିଥିଲେ।
ଏହି ଅବସରରେ ସ୍କୁଲର ପ୍ରିନ୍ସପାଲ ରବିଚନ୍ଦ୍ର ଉଦଗାତାଙ୍କ

ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସଭାରେ ଭାରତ ସ୍କାଉଟ ଗାଇଡର ଆଇପିଇ(ଶାରୀରିକ ଶିକ୍ଷା ନିରୀକ୍ଷକ) ଅନ୍ତର୍ଯ୍ୟାମୀ ବିଶ୍ବାଳ ମୁଖ୍ୟ ଅତିଥି ଓ ପ୍ରମେୟର କେବିକେ ସଂସ୍କରଣ ମୁଖ୍ୟ ଅଖିଳଚନ୍ଦ୍ର ହୋତା ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗାଇଡର ଜିଲ୍ଲା ସଂଯୋଜିକା କସ୍ତୁରୀ ରଥ, ସ୍କାଉଟର ଜିଲ୍ଲା ସଂଯୋଜକ ନିଳାଞ୍ଚଳ ଚିରଗୁନ, ବଲାଙ୍ଗିର ସଂଯୋଜକ ମନୋରଞ୍ଜନ ହୋତା, ସଂଯୋଜିକା ରଞ୍ଜିତା ମିଶ୍ର, ଗାଇଡ କ୍ୟାପଟେନ ସୁଜାତା ପୁରୋହିତ, ସ୍କାଉଟ ମାଷ୍ଟର ହେମନ୍ତ କୁମାର ପ୍ରଧାନ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ। ମୁଖ୍ୟ ଅତିଥି ଶ୍ରୀ ବିଶ୍ବାଳ ସ୍କାଉଟ ଗାଇଡର ବିଭିନ୍ନ କାର୍ଯ୍ୟକ୍ରମସମ୍ପର୍କରେ ସୂଚନା ଦେବାସହ ଜଣେ ସ୍କାଉଟ ସବୁ ପରିସ୍ଥିତିର ମୁକାବିଲା ପାଇଁ କିଭଳି ପ୍ରସ୍ତୁତ ରହିବା ଦରକାର ତାହା କହିଥିଲେ। ମୁଖ୍ୟବକ୍ତା ଶ୍ରୀ ହୋତା ଭାରତ ସ୍କାଉଟ ଗାଇଡର ନାମକରଣ ପଛରେ ଥିବା ଭାରତୀୟ ଦର୍ଶନ ସମ୍ପର୍କରେ ବର୍ଣ୍ଣନା କରିବା ସହ ଛାତ୍ରଛାତ୍ରୀମାନେ ଏହାର ଯଥାର୍ଥତା ପ୍ରତିପାଦଣକରିବାକୁ ଅହ୍ବାନ ଦେଇଥିଲେ। ଜିଲ୍ଲା ସଂଯୋଜକ ଶ୍ରୀ ଚିରଗୁନ ସ୍ଲାଉଟର ପ୍ରାଣ ପ୍ରତିଷ୍ଠାତା ବିଡେନ ପାଓ୍ବେଲଙ୍କ ସମ୍ପର୍କରେ ଆଲୋଚନାକରି ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ସ୍କାଉଟ କ୍ୟାଡେଟମାନେ କିଭଳି ସେବା ସହାୟତା କରିଥିଲେ ସେ ସମ୍ପର୍କରେ କହିଥିଲେ। ଜିଲ୍ଲା ସଂଯୋଜିକା ଶ୍ରୀମତି ରଥ ଗାଇଡମାନଙ୍କ ସେବା ଓ ସମର୍ପଣ ସମ୍ପର୍କରେ ଆଲୋଚନାକରି ସ୍କାଉଟ ଗାଇଡର ବିଭିନ୍ନ ମାର୍ଗଦର୍ଶିକା ସମ୍ପର୍କରେ ବତାଇଥିଲେ। ସ୍କୁଲର ପରୀକ୍ଷା ପରିଚାଳକ ବୀରେନ୍ଦ୍ର ନାରାୟଣ ଉଦଗାତା କହିଥିଲେ, ଜଣେ ସ୍କାଉଟ ବା ଗାଇଡ ପାଇଁ ତାର ପୋଷାକ ହେଉଛି ମୂଲ୍ୟବାନ। ଏହା ଛାତ୍ରଙ୍କ ମନରେ ଏକାତ୍ମ ଭାବ ସୃଷ୍ଟି କରିଥାଏ। ପିଲାମାନେ ସ୍କାଉଟ ପାଇଁ ମନୋନୀତ ହୋଇ ଆଜି ଶପଥପାଠ

କରୁଛନ୍ତି, ଏହା ସୌଭାଗ୍ୟର କଥା। ଜଣେ ସ୍କାଉଟ ବା ଗାଇଡ ଭାବରେ ଗର୍ବକରିବାକୁ ସେ ଆହ୍ବାନ ଦେଇଥିଲେ। 
ପରେପରେ ସ୍କୁଲ ପରିସରରେ ଅନୁଷ୍ଠିତ ଦୀକ୍ଷାନ୍ତ ସମାରୋହରେ ସ୍କାଉଟ ପତାକା ଉତ୍ତୋଳନ କରାଯାଇ ସମୂହ ଶପଥପାଠ କରାଯାଇଥିଲା। ଦୀକ୍ଷା ପ୍ରଦାନ ପରେ ମିଷ୍ଠାନ୍ନ ବଣ୍ଟନ କରାଯାଇଥିଲା। ସ୍କୁଲର ପିଇଟି ଶ୍ରଦ୍ଧାଞ୍ଜଳି ବାଗ କାର୍ଯ୍ୟକ୍ରମ ପରିଚାଳନା ନକରିଥିବା ବେଳେ ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like