-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ମହାନଗର

୨୦ରୁ ସମ୍ବଲପୁର ମହୋତ୍ସବ-୨୦୨୨

10-Nov-2022



ସମ୍ବଲପୁର (ସଞ୍ଜୀବ କୁମାର ପାଣିଗ୍ରାହୀ) କରୋନା ଯୋଗୁ ୨ ବର୍ଷ ହେଲା ବନ୍ଦ ଥିବା ସମ୍ବଲପୁର ମହୋତ୍ସବ-୨୦୨୨ ଚଳିତ ବର୍ଷ ଆସନ୍ତା ୨୦ରୁ ୨୪ ନଭେମ୍ବର ପର୍ଯ୍ୟନ୍ତ ବୀର୍ସା ମଇଦାନ (ପିଏଚ୍‌ଡି ପଡ଼ିଆ)ରେ ହେବାକୁ ଯାଉଛି। ଏ ଅବସରରେ ବିଭିନ୍ନ ଅନ୍ୟାନ୍ୟ ମେଳା ୩୦ ନଭେମ୍ବର ପର୍ଯ୍ୟନ୍ତ ଚାଲିବ। ଆୟୋଜକ ସମ୍ବଲପୁର ସାଂସ୍କୃତିକ ପରିଷଦ ପକ୍ଷରୁ ଏହି କାର୍ଯ୍ୟକ୍ରମ ପାଇଁ ଆଜି ଅଧିଷ୍ଠାତ୍ରୀ ଦେବୀ ସମଲେଶ୍ବରୀଙ୍କ ପୂଜାର୍ଚ୍ଚନା ସହିତ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି। ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ୍‌, ଭକ୍ତପ୍ରସାଦ ନନ୍ଦ, ଗୋଲକବିହାରୀ ମିଶ୍ର, ସପନ ମିଶ୍ର, ସଦାନନ୍ଦ ପଣ୍ଡା, ବନ୍ଦନା ପଣ୍ଡା, ବ୍ରଜଭୂଷଣ ଷଡ଼ଂଗୀ, ମିନାକ୍ଷୀ ପାଣିଗ୍ରାହୀ, ବବି ମେହେର, ସୌମ୍ୟଜିତ ପଟ୍ଟନାୟକ, ପ୍ରବୀଣ ସୂପକାର ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। ସମଲେଇ ମନ୍ଦିରର ମୁଖ୍ୟ ପୂଜକ ଅମ୍ବିକା ପ୍ରସାଦ ରାୟ, ପବିତ୍ର ରାୟ ଓ ଅନ୍ୟ ପୂଜକମାନେ ସ୍ବତନ୍ତ୍ର ପୂଜାକରି ଆଜ୍ଞାମାଳ ପ୍ରଦାନ କରିଥିଲେ। ଆଜ୍ଞାମାଳ ଧରି ଆସିବା ବୀର୍ସା ମଇଦାନରେ ପଣ୍ଡତ ସଦାଶିବ ତ୍ରିପାଠୀ ଭୂମିପୂଜା କରିବା ସହ ଶୁଭସ୍ତମ୍ଭ ସ୍ଥାପନ କରିଥିଲେ I ମହୋତ୍ସବର ପ୍ରତ୍ୟହ ସକାଳେ ପଶ୍ଚିମ ଓଡ଼ିଶା ସଂପର୍କିତ ବିଭିନ୍ନ ସଂପାନ ଓ କର୍ମଶାଳା ମଧ୍ୟରେ ସମ୍ବଲପୁରୀ ଭାଷା ସାହିତ୍ୟ, ସଂସ୍କୃତି, ଗୀତ ସଂଗୀତ, ନାଟକ, ଜନଜୀବନ, ଇତିହାସ, ସ୍ବାଭିମାନ ଆଦି ବିଷୟ ଆଲୋଚନା ସହିତ ସମ୍ବଲପୁରୀ କବିତା ପାଠ ଓ ସାହିତ୍ୟ ସଭା ଅନୁଷ୍ଠିତ ହେବ। ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପଶ୍ଚିମାଞ୍ଚଳର ଲୁପ୍ତପ୍ରାୟ ଲୋକକଳାର ପ୍ରଦର୍ଶନ ହେବ। ରାଜ୍ୟସ୍ତରର ଆଦିବାସୀ ଓ ଲୋକନୃତ୍ୟ ଦଳ ଓ ଜାତୀୟ ନୃତ୍ୟ ଦଳ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ କରିବେ। ସମ୍ବଲପୁର ମହୋତ୍ସବରେ ଝୁଟି, ଅଲ୍‌ପିନା ଓ ରଂଗୋଲି ପ୍ରତିଯୋଗିତା, ଚିତ୍ରକଳା ପ୍ରଦର୍ଶନୀ, ଫଟୋଗ୍ରାଫି ପ୍ରତିଯୋଗିତା, ଫଟୋ ପ୍ରଦର୍ଶନୀ, ସମ୍ବଲପୁରୀ ଫେସନ୍‌ ସୋ, ସୁଆଦ୍‌ ସମ୍ବଲପୁରୀ ଖାଦ୍ୟ ଷ୍ଟଲ୍‌ ଏହି ମହୋତ୍ସବର ବିଶେଷ ଆକର୍ଷଣ ହେବ। କଳାଗ୍ରାମ, ବାଦ୍ୟବୃକ୍ଷ, ସାହିତ୍ୟ ଉତ୍ସବ, ଗୀତାଭିନୟ, ନାଟ୍ୟାଭିନୟ ଆଦି କାର୍ଯ୍ୟକ୍ରମ ଏବର୍ଷର ବିଶେଷ ଆକର୍ଷଣ ହେବ ବୋଲି ଆୟୋଜକ ସମ୍ବଲପୁର ସାଂସ୍କୃତିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।
ସମ୍ବଲପୁର ରୁ ସଂଜୀବ ପାଣିଗ୍ରାହୀଙ୍କ  ରିପୋର୍ଟ୍


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like