-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ମହକ, ଅନୁଷ୍ଠିତ

10-Nov-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଜିଲ୍ଳା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଳା ସ୍ତରୀୟ ଶିଶୁ ମହୋତ୍ସବ ମହକ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି  l ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନ ମାନଙ୍କରେ ରହୁଥିବା ଶିଶୁ ମାନଙ୍କୁ ନେଇ ମହକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଉଦଘାଟନ ଉତ୍ସବରେ ଜିଲ୍ଳା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲାକା ମୁଖ୍ୟ ଅତିଥିଭାବେ ଯୋଗଦାନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ, ସମ୍ମାନିତ ଅତିଥିଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ଜିଲ୍ଳା ବାଲ୍ୟବିବାହ ପରାମର୍ଶ ଦାତା ରାକେଶ ପ୍ରଧାନ ପ୍ରମୁଖ ଯୋଗଦାନ କରିଥିଲେ, l ଜିଲ୍ଳା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସ୍ୱାଗତ ବକ୍ତବ୍ୟ ଦେବା ସହ କାର୍ଯ୍ୟକ୍ରମ ର ବିବରଣୀ ପଠନ କରିଥିଲେ l ବିଜୟ ବିଶ୍ୱାଳ ଧନ୍ୟବାଦ ପ୍ରଦାନ କରିଥିବା ବେଳେ ବ୍ରତାନନ୍ଦ ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ସେହିପରି ଅପରାହ୍ନ ରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ ଯୋଗଦାନ

କରି ଛାତ୍ର ଛାତ୍ରୀ ଙ୍କୁ ଚରିତ୍ର ଗଠନ ଓ ବ୍ୟକ୍ତିତ୍ୱ ର ବିକାଶ ଉପରେ ସାର ଗର୍ଭକ ପରାମର୍ଶ ଦେଇଥିଲେ l ସମ୍ମାନିତ ଅତିଥିଭାବେ ଡି ଏସ ପି ସଦର, ଶିଶୁ ମଙ୍ଗଳ କମିଟି ସଭ୍ୟା ରଞ୍ଜିତା ସାହୁ, ଡି ଆଇ ପି ଆରୋ ଶ୍ରୀ ଭୋଇ, ଡିସିପିଓ ଶ୍ରୀ ଦାଶ ମଂଚାସୀନ ରହିଥିଲେ l ଦିବସ ପରିପ୍ରେକ୍ଷୀରେ ଶିଶୁ ମାନଙ୍କୁ ନେଇ ଅନୁଷ୍ଠିତ ଗୀତ, ନୃତ୍ୟ, ତର୍କ, ସାଧାରଣ ଜ୍ଞାନ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଅତିଥି ବୃନ୍ଦ ଟ୍ରଫି ଓ ମାନପତ୍ର ପ୍ରଦାନ ପୂର୍ବକ ପୁରସ୍କୃତ କରିଥିଲେ l ଏହି କାର୍ଯ୍ୟକ୍ରମରେ କେଶବ ମେହେର, ସରିତା ସୁନା, ରୁଦ୍ର ପ୍ରସନ୍ନ ମିଶ୍ର, ପ୍ରଶାନ୍ତ ମହାକୁଡ଼, ଥବିର କାଲସଏ, ବିଶେଶ୍ୱର ହୋତା, ସ୍ୱାଗତ ରାଜ ମିଶ୍ର, ସିଦ୍ଧାନ୍ତ ସୁନା ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like