-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ସରଗୁଲ ମାଲପଡା ପଞ୍ଚାୟତର ଆମ୍ ଆଦମୀ ପାର୍ଟି କାର୍ଯ୍ୟକର୍ତ୍ତା ଙ୍କ ବୈଠକ ।

10-Nov-2022



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)  କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ କର୍ଲାମୁଣ୍ଡା ବ୍ଲକର ଚିନାବାଡି ଫିଲ୍ଡ ଠାରେ ସରଗୁଲ ମାଲପଡା ପଞ୍ଚାୟତର ଆମ୍ ଆଦମୀ ପାର୍ଟି କାର୍ଯ୍ଯକର୍ତ୍ତାଙ୍କୁ ନେଇ ଏକ ସଭାର ଆୟୋଜନ ହୋଇଯାଇଛି । ଏହି ସଭାରେ ଜିଲ୍ଲାର ବରିଷ୍ଠ ଆପ୍ ନେତା ଲକ୍ଷ୍ମୀନାରାୟଣ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦାନ ଦେଇଥିଲେ ।ପଞ୍ଚାୟତରେ ଆପ୍ ପାର୍ଟିକୁ ମଜବୁତ କରିବା, ଅରବିନ୍ଦ କେଜ୍ରିୱାଲଙ୍କ ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣି ଓ ରୋଜଗାର ମୋଡେଲକୁ ପ୍ରତେକ ଘରକୁ ପହଞ୍ଚାଇବା ସହ ପଞ୍ଚାୟତବାସୀଙ୍କ ସମସ୍ୟା ସହିତ ଜଡିତ ରହିବା, ମଣ୍ଡିରେ ଖରିଫ ଧାନ କିଣାକୁ ନେଇ ନଜର ରଖିବାକୁ ବରିଷ୍ଠ ଆପ୍ ନେତା ଲକ୍ଷ୍ମୀନାରାୟଣ ପଣ୍ଡା ଆହ୍ୱାନ ଦେଇଥିଲେ । ୨୦୦ୟୁନିଟ୍ ଫ୍ରି ବିଜୁଳି ପାଇଁ ଦସ୍ତଖତ ଅଭିଯାନକୁ ଆରମ୍ଭ କରିବା ସହ ଆଗାମୀ ଦିନରେ ପଞ୍ଚାୟତରେ ସଂଗଠନ କରିବା ପାଇଁ ବ୍ଲକ ଆବାହକ ଦଶରଥ ସାହୁ କହିଥିଲେ । ବ୍ଲକର ସମସ୍ତ ପଞ୍ଚାୟତରେ ସଭାର ଆୟୋଜନ କରାଯିବ ବୋଲି ସାଧାରଣ ସମ୍ପାଦକ ଭକ୍ତ ସାହୁ ମତ ରଖିଥିଲେ । ଏଥିରେ ବ୍ଲକ ସମ୍ପାଦକ କୁମୁଦ ଛତ୍ରିୟା, ସମ୍ଭୁ ସାହୁ, ସମାରୁ ସାହୁ, କୁଞ୍ଜ ସାହୁ, ସଞ୍ଜିବ ସାହୁ, ବୈଦ୍ୟ ସାହୁ, ଗରୁଡ ସାହୁ, ଲୁକେଶ୍ୱର ସାହୁ, ହରିଶ୍ଚନ୍ଦ୍ର ଭୋଇ, ଅନିରୁଦ୍ଧ କୁମାର, ଯାଜ୍ଞ୍ୟସେନ୍ ସାହୁ, ଘନଶ୍ୟାମ ସାହୁ, ରଶ୍ମିତା ସୁନା, ଲକ୍ଷ୍ମୀ ଛତ୍ରିୟା, ସମ୍ପ୍ରଦ ସାହୁ, ଘନଶ୍ୟାମ ସାହୁ, ତୁଳସୀ ଦଲପତି ସାମିଲ ହେବା ସହ ନିଜ ନିଜ ମତ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like