-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଅପରାଧ

ବୁର୍ଲା ସହରରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ମାରି ପେଟ୍ରୋଲ ପମ୍ପ ଛକରେ ଫିଙ୍ଗିଲେ ଦୁର୍ବୃତ୍ତ

10-Nov-2022



ସମ୍ବଲପୁର: ବୁର୍ଲା ସହରରେ ବୁଧବାର ବିଭତ୍ସ ହତ୍ୟାକାଣ୍ଡ ଘଟିଛି I ଦୁର୍ବୃତ୍ତମାନେ ମିଶି ଜଣେ ଯୁବକଙ୍କୁ ହତ୍ୟା କରି  ପେଟ୍ରୋଲ ପମ୍ପ ଛକରେ ଫିଙ୍ଗି ଦେଇଛନ୍ତି I ତାହା ପୁଣି ବୁର୍ଲା ଥାନାରୁ କିଛି ମିଟର ବ୍ୟବଧାନରେ I ମୃତକ ଜଣକ ସମ୍ବଲପୁର ବିଶ୍ବବିଦ୍ୟାଳୟ ନିକଟସ୍ଥ ବସନ୍ତ ବିହାର ଅଞ୍ଚଳର ଉମାକାନ୍ତ ମେହେରଙ୍କ ପୁତ୍ର ରାମ ଚନ୍ଦ୍ର ମେହେର (୨୦ ) ବୋଲି ଜଣାଯାଇଛି I ଦୁର୍ବୁତ୍ତମାନେ ହତ୍ୟାକାଣ୍ଡ ଅନ୍ୟ କୌଣସି ସ୍ଥାନରେ ଘଟାଇ ମୃତଦେହକୁ ବାଇକର ଦୁଇ ଜଣଙ୍କ ମଧ୍ୟରେ ବସାଇ ନେଉଥିଲେ I ପ୍ରାଥମିକ ତଦନ୍ତରୁ ଏହି ହତ୍ୟାକାଣ୍ଡ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହୋଇଥିବା ଏବଂ ଏଥିରେ ତିନିରୁ ଅଧିକ ବ୍ୟକ୍ତି ସାମିଲ ଥିବା ପୋଲିସ ସନ୍ଦେହ କରୁଛି I
(ସମ୍ବଲପୁର ରୁ  ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like