-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକର ସରକାରୀ ପ୍ରାଥମିକ ବିଦ୍ୟାଳୟ ରନ୍ଧାଣି ସଂଘର ଆନ୍ଦୋଳନ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଚାରି ଦଫା ଦାବିପତ୍ର ପ୍ରଦାନ

10-Nov-2022



ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ରନ୍ଧାଣି ସଂଘର କାର୍ଯକାରୀ ସଭାପତି ଶ୍ରୀ ଉଜ୍ବଳ ସେନାପତିଙ୍କ ନେତୃତ୍ୱରେ ଲୋଇସିଂହା ରନ୍ଧାଣି ସଂଘକୁ ନେଇ ଏକ ବିରାଟ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି l ରନ୍ଧାଣି ସଂଘର ମହିଳାମାନେ ଏକ ଶୋଭାଯାତ୍ରା ମାଧ୍ୟମରେ ଲୋଇସିଂହା ଅଗ୍ରେସନ ରୁ ବାହାରି ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ

କାର୍ଯ୍ୟଳୟ ସମ୍ମୁଖରେ ଧାରଣାରେ ବସିଥିଲେ l ଶୋଭାଯାତ୍ରା ରେ ବିଭିନ୍ନ ଦାବି ଉପସ୍ଥାପନ କରି , ନାରାବାଜି ଦେଇ ଏକ ବିରାଟ ରେଳି କରି ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟରେ ପହଂଚିଥିଲେ ଏବଂ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ସହ ସାକ୍ଷାତ କରି ଆଲୋଚନା କରିବା ସହ ଏକ ଚାରି ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ l ବିଶେଷ କରି ରନ୍ଧାଣି ମାନେ କ୍ଷୋଭ ର ସହିତ କହିଥିଲେ ଯେ ସେମାନେ ବର୍ଷ ବର୍ଷ ଧରି ଏ ବିଷୟରେ ଜିଲ୍ଲା ଶିକ୍ଷା ଅଧିକାରୀ,ଗୋଷ୍ଠୀ ଶିକ୍ଷା ଅଧିକାରୀ,ଓ ଜିଲ୍ଲାପାଳ ଙ୍କୁ ଲିଖିତ ଆକାରରେ ଜଣାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କୌଣସି ସୁଫଳ ମିଳିନାହିଁ ତେଣୁ ସେମାନେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ଆନ୍ଦୋଳନ ର ଡାକରା ଦେଇଛନ୍ତି। ମୁଖ୍ୟତଃ ତାଙ୍କର ଦାବି ହେଉଛି ମାସକୁ ସର୍ବ ନିମ୍ନ ମଜୁରୀ ଦଶ ହଜାର ଟଙ୍କା ଦିଆଯାଉ ଓ ଦଶ ମାସ ବଦଳରେ

ବାର ମାସର ଦରମା ଦିଆଯାଉ l ତୃତୀୟରେ ରନ୍ଧାଣି ମାନଙ୍କୁ ମାସକୁ ମାସ ପ୍ରାପ୍ୟ ପ୍ରଦାନ କରାଯାଉ ଓ ଶେଷ ଦାବି ହେଉଛି ସ୍କୁଲ ମାନଙ୍କରେ ପିଅନ ଥିଲେ ମଧ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଛୁଟି ଦିନ ମାନଙ୍କରେ ତାଙ୍କୁ କାର୍ଯ୍ୟ କରାଉଥିବା ବନ୍ଦ କରାଯାଉ ଏ ସବୁ ଦାବି ପୁରଣ ନ ହେଲେ ଆଜି ଠାରୁ ଏକ ମାସ ପର୍ଯ୍ୟନ୍ତ ସ୍କୁଲରେ ରାନ୍ଧିବା ବନ୍ଦ କରିବେ ବୋଲି ସରକାରଙ୍କୁ ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like