-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

୨୫ଦିନ ଭିତରେ ଚୋର ଧରାଯିବ ବୋଲି ପୋଲିସ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ଆନ୍ଦୋଳନ ପ୍ରତ୍ୟାହୃତ

10-Nov-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ସ୍ଥିତ ବାବା କପିଳେଶ୍ୱର ମନ୍ଦିରରୁ ୨ଥର ଚୋରୀ ହୋଇଥିଲେ ହେଁ ଚୋରୀ ସାମଗ୍ରୀ ଉଦ୍ଧାର ତ ଦୂରର କଥା ଚୋର ମାନଙ୍କୁ ମଧ୍ୟ ପୋଲିସ ଧରିବାରେ ବିଫଳ ହୋଇଛି ବୋଲି ଆଜି ସକାଳେ ଅଞ୍ଚଳବାସୀଙ୍କ ତରଫରୁ ବିନିକା ସୋନପୁର ମୁଖ୍ୟରାସ୍ତା ଚୌକି ଜୋର୍ ଛକ ଠାରେ ଅଞ୍ଚଳବାସୀଙ୍କ ତରଫରୁ ରାସ୍ତାରୋକ ଆନ୍ଦୋଳନ କରାଯାଇଥିଲା ଏଥିରେ ମନ୍ଦିରର ସେବାୟତ,ଟ୍ରଷ୍ଟବୋର୍ଡ କମିଟି କର୍ମକର୍ତ୍ତାଙ୍କ ସହ ଅଞ୍ଚଳବାସୀ ପୋଲିସର କାର୍ଯ୍ୟକଳାପକୁ ଘୋର ନିନ୍ଦା କରିବା ସହ ପୋଲିସ ବିରୁଦ୍ଧରେ ନାରାବାଜି ଦେଇ ରାସ୍ତା ଅବରୋଧ କରିଥିଲେ ।ଦୀର୍ଘ ଘଣ୍ଟା ଧରି ରାସ୍ତାରୋକ ଆନ୍ଦୋଳନ ଯୋଗୁଁ ଉଭୟ ପାର୍ଶ୍ବରେ ଯାନବାହାନ ଅଟକି ରହିଥିଲା ।ସ୍ଥାନୀୟ ତହସିଲଦାର,ପୋଲିସ ଏସଡିପିଓ,ବିନିକା ଥାନା ଅଧିକାରୀ ଘଟଣାସ୍ଥକରେ ପହଞ୍ଚି ଆନ୍ଦୋଳନ କାରିଙ୍କ ସହିତ ଆଲୋଚନା କରିଥିଲେ ।ହେଲେ ସେମାନେ ନିଜ ଜିଦାରେ ରହିବାରୁ ଶେଷରେ ପ୍ରଶାସନ ୨୫ଦିନ ଭିତରେ ଚୋର ଧରାଯିବ ଓ ଚୋରି ସାମଗ୍ରୀ ଉଦ୍ଧାର ହେବ ବୋଲି ଦୃଢ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ।ସୂଚନା ଯୋଗ୍ୟ ଯେ ଅକ୍ଟୋବର ୨୨ତାରିଖ ବିଳମ୍ବିତ ରାତିରେ କେତେକ ମୁଖାପିନ୍ଧା ଦୁର୍ବୃତ୍ତ ମନ୍ଦିର ପଛପଟୁ ପ୍ରବେଶ କରି ସିଂହଦ୍ଵାର,ବାବା କପିଳେଶ୍ୱର ପୀଠ ଓ ଇଷ୍ଟଦେବୀ ମା ଚରଦେଇ ମନ୍ଦିର ସମ୍ଭୁଖରେ ଥିବା ଦାନବାକ୍ସକୁ ଚତୁରତାର ସହିତ ତାଡି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା ନେଇ ଯାଇଥିଲେ ।ସେହିପରି ୨୦୧୧ମସିହାରେ ମନ୍ଦିରରୁ ଲକ୍ଷାଧିକ

ଟଙ୍କାର ସୁନା,ରୂପା ଅଳଙ୍କାର,ଦାନବାକ୍ସ ସହ ଗୁରୁତ୍ତ୍ୱପୂର୍ଣ କାଗଜ ପତ୍ର ବର୍ତମାନ ପର୍ଯ୍ୟନ୍ତ ପୋଲିସ ଉଦ୍ଧାର କରିବାରେ ବିଫଳ ହୋଇଛି । ଅଞ୍ଚଳର ଭାବାବେଗ ସହ ଜଡ଼ିତ ଏହି ଐତିହାସିକ ମନ୍ଦିରରୁ ବାରମ୍ବାର ଚୋରୀ ଓ ଚୋର ମାନେ ଧରା ନାପଡିବା କି ଚୋରୀ ସାମଗ୍ରୀ ଉଦ୍ଧାର ନହେବା ଘଟଣା ଶ୍ରଦ୍ଧାଳୁ ଭକ୍ତ,ସେବାୟତ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଥିବା ବେଳେ ଏହି ଘଟଣା ନେଇ ସ୍ଥାନୀୟ ଥାନା ଅଧିକାରୀ ଙ୍କୁ ବାରମ୍ବାର ଲିଖିତ ଅଭିଯୋଗ  ଏବଂ ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନୀଲ ନରୱନେ ଙ୍କୁ ମଧ୍ୟ ଉକ୍ତ ଶୀର୍ଷ କାତର ପ୍ରସଙ୍ଗ ଉପରେ ଅଭିଯୋଗ କରିବା ସହିତ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଙ୍କୁ ଦାବିପତ୍ର ପ୍ରଦାନ କରିବା ସତ୍ତ୍ବେ ମଧ୍ୟ ଚୋର ଧରାପଡ଼ି ନାହାନ୍ତି  ।ତେଣୁ ପୋଲିସ ଉପରେ ଥିବା ଆସ୍ଥା ସମ୍ପୂର୍ଣ୍ଣ ତୁଟି ଯାଇଚି ବୋଲି ଅଞ୍ଚଳର ଜନସାଧାରଣ ରାସ୍ତାରୋକ ଆନ୍ଦୋଳନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like