-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||     

HOME   ଜିଲ୍ଲା

ଅଦ୍ବିକା ଜୀବନ ଶୈଳୀ ଶିକ୍ଷା ତାଲିମ ଶିବିର -

10-Nov-2022



ସୁବର୍ଣ୍ଣପୁର : (ମନୋରଂଜନ ତ୍ରିପାଠୀ)
ସୋନପୁର ବ୍ଲକ ମିଶନ ଶକ୍ତି ଗୃହ ସୋନପୁର  ପରିସରରେ ଜ଼ିଲ୍ଲା ସ୍ତରୀୟ ଅଦ୍ବିକା ଜୀବନ ଶୈଳୀ ଶିକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି I ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ ୨ ଦିନିଆ ତାଲିମ ଶିବିରରେ ଅତିରିକ୍ତ ଜ଼ିଲ୍ଲାପାଲ ସୁବର୍ଣ୍ଣପୁର ଶ୍ରୀମତୀ ନିଶି ପୁନମ ମିଞ୍ଜ ,ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ, ସମ୍ମାନିତ ଅତିଥିଭାବେ ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ  ରେଣୁବାଳା ଦାସ, ପ୍ରୋଗ୍ରାମ ଅଫିସର ଶ୍ରୀମତୀ ଅନିତା ଗୁରୁ, ଜ଼ିଲ୍ଲା ସଂଯୋଜକ ରାକେଶ ପ୍ରଧାନ ( ୟୁନିସେଫ ଓ ଆକ୍ସନଏଡ଼ ) ପ୍ରମୁଖ ଯୋଗ ଦେଇଥିଲେ l ଅତିଥି ବୃନ୍ଦ ଅଦ୍ଵିକା କାର୍ଯ୍ୟକ୍ରମ ମାଧ୍ୟମ ରେ ପୋଷଣ ଖାଦ୍ୟ, ଆନେମିଆ , ବାଲ୍ୟ ବିବାହ ନିଷେଧ , ସ୍ୱଛତା , ଲିଙ୍ଗନିରୂପଣ ଏବଂ ଲିଙ୍ଗଗତ ବୈଷମ୍ୟ ଉପରେ ଉପାଦେୟ ବକ୍ତବ୍ୟ ପ୍ରଦାନ କରିଥିଲେ I ଏହି ତାଲିମ ଶିବିର ରେ ୟୁଏନଏଫପିଏ ରୁ ଭାରତୀ ମହାପାତ୍ର ଯୋଗଦାନ କରି ମହିଳା ସୁପରଭାଇଜର ଓ ସିଡିପିଓ ମାନକୁ ତାଲିମ ପ୍ରଦାନ କରିଥିଲେ  I ଅଦ୍ୟ ତାଲିମ ଶିବିରରେ ୬ ଟି ବ୍ଲକ ରୁ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ବିଭାଗ ରୁ ସମସ୍ତ ସୁପରଭାଇଜର ଓ ସିଡିପିଓ ପ୍ରମୁଖ ଯୋଗଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର   09-May-2026
  ଜିଲ୍ଲା  
*ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   09-May-2026
  ଜିଲ୍ଲା  
ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   09-May-2026
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026

You Might Also Like

                                   
  ଜିଲ୍ଲା  

Mm