-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଦାରିଙ୍ଗବାଡ଼ି ଡୁଲୁରି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ସାଙ୍ଗଠନିକ ବୈଠକ

10-Nov-2022



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ):ଓଡ଼ିଶାର କାଶ୍ମୀର ରୂପେ ପରିଚିତ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସଭାରେ ରୁଦ୍ରରାଜ ବାଗ ଅତିଥିଙ୍କୁ ସ୍ୱାଗତ କରିଥିବା ବେଳେ, ସଂଘ ସଭାପତି ଲୋକନାଥ ମହାପାତ୍ର ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବରେ ବୈଠକର ପର୍ଯ୍ୟବେକ୍ଷକ ତଥା କନ୍ଧମାଳ ଜ଼ିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ସଭାପତି ସନ୍ତୋଷ କୁମାର ଦାଶ , ସମ୍ମାନୀୟ ଅତିଥି ଭାବରେ ଉତ୍କଳ ସାମ୍ବାଦିକ ସଂଘ ଉପ-ସଭାପତି ତଥା ଦାରିଙ୍ଗବାଡ଼ି ପ୍ରେସ କ୍ଲବ ସଭାପତି ପ୍ରେମଚାନ୍ଦ ସିଂ, ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ବରିଷ୍ଠ ସାମ୍ବାଦିକ ବିଜୟ କୁମାର ସହିସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଈଟିଭି ଜିଲ୍ଲା ପ୍ରତିନିଧି ମୋତିଲାଳ ବାଗ , ଜ଼ିଲ୍ଲା ଉପସଭାପତି ଅଜିତ ଯୋଶୀ ଯୋଗଦେଇ ନିଜ ନିଜ ବକ୍ତବ୍ୟ ରଖିଥିଲେ।

ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇ ମିଳିମିଶି ସମାଧାନ କରାଯିବ, ସେ ନେଇ ଅତିଥି ମାନେ ବକ୍ତବ୍ୟ ରଖିଥିଲେ।ଏନଜେଡଏସଏସ ର ନିମନ୍ତ୍ରଣ କ୍ରମେ ନୂଆପଡା ଜିଲ୍ଲା ପ୍ରେସ କ୍ଲବ ତରଫରୁ ସାମ୍ବାଦିକ କୁନାଲ ଚରଣ ବେହେରା ଯୋଗଦେଇ ମତାନ୍ତର ଓ ମନାନ୍ତର ଭୁଲି ସମସ୍ତ ସାମ୍ବାଦିକ ଏକତ୍ର କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ। ଆସନ୍ତା ୨୦୨୩ ରେ ସଂଘର ବାର୍ଷିକ ଉତ୍ସବ ସହିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆୟୋଜନ କରିବାକୁ ନିଷ୍ପତ୍ତି ନିଆ ଯାଇଥିଲା। ଶେଷରେ ଅଜିତ ଯୋଶୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like