-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମାଣ୍ଡିଆ ଦିବସ ପାଳିତ ମାଣ୍ଡିଆ ପିଠା ପଣା ରେ ମହକିଲା ମଞ୍ଚ

10-Nov-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକସଦର ଆତ୍ମା କାର୍ଯଳୟ ପରିସରରେ ଗୁରୁବାର ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ୍ୟା କୁନି ସାହୁ,ସଂମାନିତ ଅତିଥି ଭାବେ ବିଡ଼ିଓ ସୁଚରିତା ମୁଗ୍ରୀ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ସିଡିପିଓ ଜି. ଗିରିଜା (,କ ଜୋନ )ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, (ଖ ଜୋନ୍ )ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ ,ଏଏଓ ଅରୁଣ ଚନ୍ଦ୍ର ପାଢ଼ୀ, ମିଶନ ଶକ୍ତି ବିପିଏମ୍ ବିପିନ ବାରିକ,ସ. ମାଲପଡା ସରପଞ୍ଚ ବରୁଣ ଛତ୍ରୀଆ ,ପ୍ରକଳ୍ପ କାର୍ଯ୍ୟ କାରି ସଂସ୍ଥା ର ଗ୍ରାମୀଣ ସଂଯୋଜକ ଅମ୍ବରିଷ ମିଶ୍ର,ବିପିସି ଜଗଦୀଶ ପ୍ରସାଦ ରଣା, ଏବିପିସି ପ୍ରଦୀପ କୁମାର ସାହୁ  ପ୍ରମୁଖ ଯୋଗ ଦେଇ ସରକାରଙ୍କ ମିଲେଟ ମିଶନ ଯୋଜନା,ମାଣ୍ଡିଆ କୁ ଖାଦ୍ୟ ରୂପେ ବ୍ୟବହାର, ମାଣ୍ଡିଆ ଦିବସ ର ଆବଶ୍ୟକ ତା ଉପରେ ଆଲୋଚନା କରିବା ସହ ଷ୍ଟଲ ଗୁଡିକ ରେ ମାଣ୍ଡିଆ ର ପିଠା ପଣା  ପ୍ରଦର୍ଶନୀ କୁ ବୁଲି ଦେଖିଥିଲେ।

ଏହି ଅବସରରେ ଭଟାପଲା ଅଲେଖ ମହିମା ସଂସ୍କୃତିକ ଅନୁଷ୍ଠାନ ର କଳାକାର ମାନଙ୍କ ଦ୍ଵାରା ମାଣ୍ଡିଆ ଚାଷ ଓ ମାଣ୍ଡିଆ ଦିବସ ବିଷୟରେ ଗୀତ ଓ ନୃତ୍ୟ ପରିବେଷଣ କରିଥିଲେ।ଆୟୋଜିତ କୁଇଜ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ସିଆରପି ଭାନୁମତି ପ୍ରଧାନ ,ଜୀବର୍ଦ୍ଧନ ସାହୁ,ବାଲ୍ମୀକି ଛତ୍ରୀଆ,ପ୍ରବୀଣ ଭୋଇ, ଶ୍ରଦ୍ଧାଞ୍ଜଳୀ ବାଗ ଓ ସମସ୍ତ ଏମବିକେ, ସିଆରର୍ପି,ଗ୍ରାମ କୃଷି କର୍ମଚାରୀ ମାନେ ସହଯୋଗ କରିଥିଲେ।କାର୍ଯ୍ୟକ୍ରମ କୁ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ଆୟୋଜନ କରିଥିବା ବେଳେ ଓଡିଶା ସରକାରଙ୍କ  ଓଡିଶା ମିଲେଟ ମିଶନ,ମିଶନଶକ୍ତି, ଆତ୍ମା କଳାହାଣ୍ଡି, ଓ ୱ।ସନ ସହାୟତା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like