-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର - ରାମସାଗ ବନ୍ଧ ରେ ପୁଣି ଆରମ୍ଭ ହେଲା ନୌକାବିହାର

01-Dec-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ସହରର କେନ୍ଦ୍ରସ୍ଥଳୀ ରେ ଥିବା ରାମସାଗର ବନ୍ଧ ରେ ସୋମବାର ବୋଟିଂ ସେବା କୁ  ସମ୍ବଲପୁର ମହାନଗର ନିଗମ କମିଶନର ଅନିରୁଦ୍ଧ ପ୍ରଧାନ ଉଦଘାଟନ କରିଛନ୍ତି। ପୁର୍ବାୂହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ବୋଟିଂ ସୁବିଧା ଉପଲବ୍ଧ ହେଉ ଥିବାବେଳେ ଜଣପିଛା ରାମସାଗର ପାର୍କରେ ପ୍ରବେଶ ସକାଶେ ୫ ଟଙ୍କା ଏବଂ ବୋଟିଂ ସକାଶେ ୩୫ ଟଙ୍କା ଦେୟ ଧାର୍ଯ୍ୟ କରାଯାଇଛି। ବୋଟିଂ ସମୟରେ ଲୋକଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଲାଇଫ ଜ୍ୟାକେଟ ବାଧ୍ୟତା ମୁଳକ କରାଯାଇଥିବା ଜଣାପଡଛି। ସୂଚନା ଯୋଗ୍ୟ ଯେ, କରୋନା ମହାମାରୀ କଟକଣା ଯୋଗଁ ରାମ ସାଗର ବନ୍ଧ ପାର୍କ ମାର୍ଚ୍ଚ ମାସରୁ ବନ୍ଦ ଥିବାବେଳେ ଗତ ମାସ ପୁଣିସର୍ବସାଧାରଣ ସକାଶେ ଖୋଲିଥିଲା। ପୂର୍ବରୁ ରାମସାଗର ବନ୍ଧର ସୌନ୍ଦର୍ଯ୍ୟକରଣ ସହ ଏହାକୁ ଏକ ଆମୋଦପ୍ରମୋଦ ସ୍ଥଳ କରିବା ସକାଶେ ପଦକ୍ଷେପ ନିଆଯାଇଛି। ଏଠାରେ ବୋଟିଂ ସୁବିଧା ପାଇଁ ମହାନଗର ନିଗମ ପକ୍ଷରୁ ୨ ଲକ୍ଷ ୬୧ ହଜାର ଟଙ୍କାରେ ୪ଟି ପେଡ଼େଲ ଚାଳିତ ବୋଟ କିଣାଯାଇଛି। ପ୍ରତି ବୋଟରେ ୪ଟି ଲେଖାଏ ଆସନ ରହିଛି। ଗତ ଜାନୁୟାରୀ ମାସରେ ବନ୍ଧରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଭାସମାନ ଜେଟି ନିର୍ମାଣ କରାଯାଇଥିଲା। ଫେବୃୟାରୀ ମାସରେ ରାମସାଗର ପାର୍କର ନବୀକରଣ କରାଯାଇଥିଲା ।  ଏହାର ଚାରି ପାର୍ଶ୍ବରେ ଭ୍ରମଣ ପାଇଁ ପାଦଚଲା ରାସ୍ତା, ଶିଶୁ ଉଦ୍ୟାନ, ବେଞ୍ଚ, ରଙ୍ଗୀନ ଆଲୋକ ବ୍ୟବସ୍ଥା ସହ ବିଭିନ୍ନ କିସମର ଗଛ ଓ ଜଳ ଫୁଆରା ଲଗାଯାଇ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି l ଏହି ଅବସରରେ ଏନଫୋର୍ସାମେଣ୍ଟ ଅଫିସର ଶୁଭଙ୍କର ମହାନ୍ତି ଓ ଅନ୍ୟମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like