-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ମନୋରଞ୍ଜନ

*ସୁବର୍ଣ୍ଣପୁର ରେ ମହାପୁରୁଷଙ୍କୁ ଅସମ୍ମାନ କଲେ ଅଜଣା ଅସାମାଜିକ ବ୍ୟକ୍ତି, ପୌରପରିଷଦ ର ନିଘା ନାହିଁ

10-Nov-2022



-ସୁବର୍ଣ୍ଣପୁର -ସୁବର୍ଣ୍ଣପୁର ସହର ପଟାଭାଡି  ନିକଟ ରେ ଥିବା ବୀର ସୁରେନ୍ଦ୍ର ସାଏ ପ୍ରତିମୂର୍ତ୍ତି ରେ ଗତ କାଲି ରାତିରେ କେହି ଅଜଣା ଅସାମାଜିକ ବ୍ୟକ୍ତି ଓଡିଶା ର ମହାନ ସ୍ୱାଧୀନତା ସଂଗ୍ରାମୀ ତଥା  ଏହି ମହାପୁରୁଷ ଙ୍କ  ପ୍ରତିମୂର୍ତ୍ତି ର ବେକ  ଓ ଘୋଡା ର ବେକ ଉପରେ କିଛି ଫଟା ଟାୟାର ଓ ହାତରେ ଅସନା କପଡା ପିନ୍ଧାଇଥିବା ଦୃଶ୍ୟ ଲୋକ ଙ୍କ ନଜର କୁ ଆସିଥିଲା l ଏଭଳି  ସମ୍ବେଦନଶୀଳ ଦୃଶ୍ୟ ର ଖବର ପ୍ରଚାର ପ୍ରସାର ହେବା ସହର ର ବୁଦ୍ଧିଜୀବୀ, ସଚେତନ ନାଗରିକ ଙ୍କ ମଧ୍ୟ ରେ ଅନେକ ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା l ହେଲେ ସ୍ୱଚ୍ଛ ଭାରତ ସଂଗଠନ ର ନଜର କୁ ଆସିବା ପରେ ଆଜି ସକାଳ 8 ଘଣ୍ଟା ସମୟ ରେ କିଛି କର୍ମକର୍ତ୍ତା ଏ ଛକ କୁ ପହଞ୍ଚି  ସେଇ ଟାୟାର, ଓ କପଡା କୁ ହଟାଇ ଧୂଳୀ  ମଳି ହୋଇ  ପୁରା ଅସନା ହୋଇ ପଡ଼ିଥିବା ଏଇ ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି କୁ ଧୋଇ ସଫା କରିଥିଲେ l ଏଠି ପ୍ରଶ୍ନ ଉଠେ ଯେ ଏଇ ମହାପୁରୁଷ ଙ୍କ ଠିକ  ପଛ ପଟେ ଥିବା ଏକ ପ୍ରତିଷ୍ଠିତ ଜିମ କୁ ପ୍ରତ୍ୟହ ସକାଳେ ଆସୁଥିବା ଓ ଏନ ଏଚ ର ମୁଖ୍ୟ ରାସ୍ତା ରେ  ଯିବା ଆସିବା କରୁଥିବା ବଡ଼ ବଡ଼ ପ୍ରସାସନିକ ଅଧିକାରୀ ଙ୍କ ନଜର କୁ ଆସିଲା ନି କେମିତି ଏଇ ସମ୍ବେଦନଶୀଳ ଦୃଶ୍ୟ l କେବଳ ସ୍ୱତନ୍ତ୍ର ଦିବସ ପାଳନ ବେଳେ ସହର ର ସବୁ ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ରେ ଫୁଲ ମାଳ ଟିଏ ପକେଇଦେଲେ ଓ ଏମାନଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବାକୁ ଭାଷଣ ରଖିଲେ କଣ  ପୌର ଓ ଜ଼ିଲ୍ଲା ପ୍ରଶାସନ ର କାର୍ଯ୍ୟ ଶେଷ ହୋଇ ଯିବ ? କୋଉଠି ଗୋବର ତ, କୋଉଠି ମଦ ବୋତଲ, କୋଉଠି ରଙ୍ଗ ଛାଡିଛି ତ କୋଉଠି ଅଳିଆ ଆବର୍ଜନା ହୋଇ ପଡୁଛି ବେଳେ ବେଳେ ସହର ର  ଏଇ ପ୍ରତିମୂର୍ତ୍ତି ସବୁ l ଏପରିକି ପ୍ରତିମୂର୍ତ୍ତି ମାନଙ୍କ ର ସୁରକ୍ଷା ପାଇଁ ଥିବା ପ୍ରବେଶ ପଥ ଲୁହା ବାଡ଼ ବି ଭଙ୍ଗା ଦଦରା ହୋଇ ପଡିଛି l ଓଡିଶା ର ବର ପୁତ୍ର ବା ମହାପୁରୁଷ ମାନଙ୍କ ପ୍ରତି ଆଜି ଭଳି ହୋଇଥିବା ଏଇ ସମ୍ବେଦନଶୀଳ ଘଟଣା କୁ ସହର ର ବୁଦ୍ଧିଜୀବୀ ଦୃଢ଼ ନିନ୍ଦା କରିଥିବା ବେଳେ ଦୋଷୀ ବା ଦେଶ ଦ୍ରୋହି ମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଓ ପ୍ରତିମୂର୍ତ୍ତି ମାନଙ୍କ ର ଯତ୍ନ ଓ ସୁରକ୍ଷା ଦେବାକୁ ଦୃଢ଼ ଦାବୀ  କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm