-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପୋଖରୀ ନିଲାମକୁ ନେଇ ଅନିୟମିତତା:ଉପ ଜିଲ୍ଲାପାଳଙ୍କ ଦ୍ୱାରସ୍ତ ହେଲେ ମହିଳା ସୟଂସହାୟକ୍ ଗୋଷ୍ଠୀ

10-Nov-2022



ଗୋଳାମୁଣ୍ଡା_ (କ୍ରିଷ୍ଣା ଦାସ ନାଏକ )
ରାଜ୍ଯସରକାର ନାରୀମାନଙ୍କୁ ସଶକ୍ତିକରଣ କରିବା ପାଇ ମିଶନ ଶକ୍ତିଯୋଗେ  ସରକାରଙ୍କ ଅନେକ ଯୋଜନା ରେ ସାମିଲ କରି ସେମାନଙ୍କର ଆର୍ଥିକ,ସାମାଜିକ, ଦକ୍ଷତା ବୃଦ୍ଧି କରି ସରକାରି କାର୍ଯ୍ୟ ରେ ମହିଳା ଗୋଷ୍ଠୀ ଗୁଡ଼ିକକୁ  ଅଗ୍ରାଧିକାର  ଦେଉଥିବା ବେଳେ ଏହା ର ବ୍ୟତିକ୍ରମ ଦେଖିବାକୁ ମିଳୁଛି ଗୋଳାମୁଣ୍ଡା ବ୍ଲକ ଧାମନପୁର ପଞ୍ଚାୟତର ବୋରଗୁମା କୃପା ସାଗରକୁ ମାଛଚାଷ ପାଇଁ ବିଂଜ୍ଞପ୍ତିର ଦିନକ ପରେ ଗ୍ରାମର ଜଣେ ଲୋକଙ୍କୁ ଲିଜ ଦେଇଥିବାରୁ ଗ୍ରାମବାସୀ ଓ ଜୟ ଦୁର୍ଗା ମହିଳା ସ୍ୱୟଂ ସହାୟକ ଦଳ ପକ୍ଷରୁ ବିରୋଧ କରିଥିବା ଅଭିଯୋଗ ହେଉଛି । ସୂଚନାରୁ ପ୍ରକାଶ ଯେ ଗତ ୨୨/୦୬/୨୦୨୨ ରିଖ ଦିନ ସନ୍ଧ୍ୟାରେ ସମୟରେ ପଞ୍ଚାୟତ କାର୍ଯ୍ୟାଳୟରୁ ଲିଜ ପାଇଁ ବିଂଜ୍ଞପ୍ତି ପ୍ରକାଶ ପାଇ ତା ୨୩/୦୬/୨୦୨୨ ରିଖ ଦିନ ଅପରାହ୍ନ ୩ଟା ସମୟରେ ବୋରଗୁମା ଗ୍ରାମର ପୂର୍ଵତନ ଜିଲ୍ଲାପରିଷଦ  ସହଦେଵ ମାଝୀଙ୍କୁ ମାଛ ଚାଷ କରିବାକୁ ୫ ବର୍ଷପାଇଁ  ଲିଜ ଦେଇଥିବାରୁ ଗ୍ରାମବାସୀ ଓ ଜୟ ଦୁର୍ଗା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ତରଫରୁ ଘୋର ନିନ୍ଦା କରାଯାଇଛି । ଯେ କୌଣସି ପୋଖରୀ ନିଲାମ କରିବାକୁ ହେଲେ ୧୫ ଦିନ ପୂର୍ବରୁ ପଞ୍ଚାୟତ ଜରିଆରେ ଏକ ବିଂଜ୍ଞପ୍ତି ପ୍ରକାଶ ପାଇଥାଏ । ବିଂଜ୍ଞପ୍ତିର ଏକଦିନ ପରେ ଜଣେ ଲୋକଙ୍କୁ ଡାକି ନିଲାମ ଦେଇଥିବାରୁ ସରକାରୀ ନିୟମକୁ ଉଲଂଘନ କରାଯାଉଛି ବୋଲି ଗ୍ରାମବାସୀ ଓ ଜୟଦୁର୍ଗା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ କୁହାଯାଇଛି ।

ପଞ୍ଚାୟତ ସରପଞ୍ଚ, ପିଇଓ ଓ ଲିଜ ନେଇଥିବା ସହଦେଵ ମାଝୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଥାଇପାରେ କି ବୋଲି ସନ୍ଧେହ କରାଯାଉଛି । ଏହି ଲିଜକୁ ଖାରଜ କରିବାକୁ ଗ୍ରାମବାସୀ ଓଜୟ ଦୁର୍ଗା ସ୍ୱୟଂ ସହାୟକ ଗୋଷ୍ଠୀର ସଭାପତି ମାଧୁରୀ ମାଝୀ,ଖିରମଣି ମାଝୀ, ସୁରେଖା ମାଝୀ, ସରୋଜିନ ମାଝୀ, ମାଲଟିନାଗ, ଉର୍ମିଳା ନାଗ, ଯମୁନା ନାଗ, ଘେନୁମାଝୀ ପ୍ରମୁଖ ପକ୍ଷରୁ ଧର୍ମଗଡ଼ ଉପ ଜିଲ୍ଲାପାଳ ବେଦ ଭୂଷଣ ଙ୍କୁ ଏକ ଲିଖିତ ଅଭିଯୋଗ କରିଛନ୍ତି ।ଅଭିଯୋଗ ପତ୍ରକୁ ଭିତି କରି ନିୟମ ଅନୁଯାୟୀ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଉପ ଜିଲ୍ଲାପାଳ ବେଦ ଭୂଷଣ କହିଥିବା କଥା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ କୁହାଯାଇଛି ।ଦେଖିବାକୁ ବାକି ରହିଲା ଉପଜିଲ୍ଲାପାଳ ଙ୍କ ପ୍ରତିଶ୍ରୁତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like