-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ତେଲ ଡିଭିଜନ ନିର୍ବାହୀ ଯନ୍ତ୍ରୀ ଙ୍କ କେନାଲ ତଳ ମୁଣ୍ଡ ପରିଦର୍ଶନ l

10-Nov-2022



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ହରିହର ଯୋର କେନାଲ ତଳ ମୁଣ୍ଡ ରେ ଥିବା ୮ନମ୍ବର ପାଣି ପଞ୍ଚାୟତ ଚାଷ ଜମିକୁ ବୁଲି ଦେଖିଲେ ତେଲ ଡିଭିଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ l ପାଣିପାଞ୍ଚାୟତ ଅଧୀନରେ ଥିବା ଲତୁରପେଟ, ବାଗମାରୀ, ଚମ୍ପାମାଲ,ଭଳିଆପଦ ର ଝାରକୁମୁଣ୍ଡା, ଗୌରକେଲା, ଉଫୁଲା ର ଜଳସେଚନ ବ୍ୟବସ୍ଥା ଉପରେ ଅବଗତ ହୋଇଥିଲେ l ବିଭିନ୍ନ ଅସୁବିଧା କୁ ଆଗାମୀ ଦିନରେ ସୁଧାର ଆଣି ଚାଷୀ ଙ୍କୁ ପାଣି ପହଞ୍ଚାଯାଇ ପାରିବ ବୋଲି ପ୍ରକାଶ କରିଥିଲେ l ଉକ୍ତ ପାଣିପାଞ୍ଚାୟତ ର ସମୁଦାୟ ୮୪୪. ୧୨ ହେକ୍ଟର ଚାଷ ଜମି ରହିଥିବାବେଳେ ପରିଦର୍ଶନ ସମୟରେ କେନାଲ ଜବରଦଖଲ, ବିଭିନ୍ନ ସୋଠ ଭାଙ୍ଗି ଯାଇଥିବା ଦେଖିବାକୁ ପାଇଥିଲେ l ଉକ୍ତ ପରିଦର୍ଶନ ସମୟରେ ସହକାରୀ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ଜେନା, ବିଭାଗୀୟ ଯନ୍ତ୍ରୀ ସମୀର କାନ୍ତ ସିଂ, ଚାଷୀ ନେତା କିଶୋର ହୋତା, ପ୍ରମୁଖ ଉପସ୍ଥିତ ଥିଲେ l ଆସନ୍ତା ୧୬ ନଭେମ୍ବର ରେ ଏକ ମିଳିତ ତଦାରଖ କରାଯିବ ବୋଲି ପାଣିପାଞ୍ଚାୟତ ସମ୍ପାଦକ କିଶୋର ହୋତା ସୂଚନା ଦେଇଛନ୍ତି l ଏଥିରେ ଜଳସେଚନ ବିଭାଗ, କୃଷି ବିଭାଗ, ରାଜସ୍ୱ ବିଭାଗ ମିଳିତ ଭାବେ ତଦାରଖ କରିବେ ବୋଲି ଜଣାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like