-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଗାନ୍ଧୀ ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

11-Nov-2022



ବଲାଙ୍ଗିର, - ପୂର୍ବତନ ସୈନିକ ରାଧେଶ୍ୟାମ ବଗର୍ତ୍ତି ତଥା ଗାନ୍ଧୀ ପାଠାଗାରର ସ୍ଥାୟୀ ସଦସ୍ୟ ବିୟୋଗରେ ତାଙ୍କର ସ୍ମୃତି ଉଦ୍ଦେଶ୍ୟରେ ଗାନ୍ଧୀ ପାଠାଗାର ଠାରେ ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ତଥା ଅବସରପ୍ରାପ୍ତ ସୈନିକ ସଂଘର ମିଳିତ ଆନୁକୁଲ୍ୟରେ ଏକ  ଶୋକସଭାର ଆୟୋଜନ କରାଯାଇଥିଲା । ଗାନ୍ଧୀ ପାଠାଗାରର ସମସ୍ତ ସଦସ୍ୟ ତଥା ଅବସର ସୈନିକ ସଂଘ ମିଳିତ ଭାବରେ ସ୍ୱର୍ଗତ ରାଧେଶ୍ୟାମ ବଗର୍ତ୍ତିଙ୍କ ଅମର ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ।  ସର୍ବ ପ୍ରଥମେ ଗାନ୍ଧୀ ପାଠାଗାରର ସଭାପତି ପ୍ରକାଶ ନେପାକ ସ୍ୱର୍ଗତ ରାଧେଶ୍ୟାମ ବଗର୍ତ୍ତିଙ୍କ ଜୀବନର ବହୁମୁଲ୍ୟ ତ୍ୟାଗ ତଥା ଦୃଢ ବ୍ୟକ୍ତିତ୍ୱ କୁ ଉପସ୍ଥାପନ କରିଥିଲେ । ବରିଷ୍ଠ ସଭ୍ୟ ବିକ୍ରମାନନ୍ଦ ବହିଦାର ତାଙ୍କରେ ତାଙ୍କୁ ସହପାଠୀ ତଥା ଜୀବନର ଆରମ୍ଭରୁ ବର୍ତ୍ତମାନ ଯାଏ ବନ୍ଧୁତ୍ୱ ର ବହୁଳ ଉଦାହରଣ ଦେଇଥିଲେ । ନିଳମଣି ମିଶ୍ର ନିଜର ସହପାଠୀ କହି ସ୍ମୃତି ଚାରଣ କରିଥିଲେ । ପୂର୍ବତନ

ସୈନିକ ପ୍ରତାପ ରଥ ଶ୍ରୀ ବଗର୍ତ୍ତିଙ୍କୁ ସୈନିକ ବିଭାଗର ଜଣେ ଦୃଢ ବ୍ୟକ୍ତିତ୍ୱ ଥିଲେ ବୋଲି କହିଥିଲେ । ଭଗବାନ ବଗର୍ତ୍ତି ତାଙ୍କର ବଡଭାଇ ସ୍ୱର୍ଗତ ରାଧେଶ୍ୟାମ ବଗର୍ତ୍ତିଙ୍କ ଦୃଢ ବ୍ୟକ୍ତିତ୍ୱର ଉଦାହରଣ ଦେଇଥିଲେ । ପାଠାଗାର ର ସଂପାଦକ ପ୍ରଦୀପ ସାହୁ, ଉପ-ସଭାପତି ସନ୍ତକ ବହିଦାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବରିଷ୍ଠ ସଭ୍ୟ ବିଶ୍ୱଜିତ ସାହୁ ଏକ ଦେଶଭକ୍ତି ଗୀତ ଗାନ କରିଥିଲେ । ରାଜେନ୍ଦ୍ର ମିଶ୍ର, ବିଧୂଭୂଷଣ ତ୍ରିପାଠୀ, ସଂଗ୍ରାମ ବହିଦାର, ବାଦଲ ସାହୁ, ପ୍ରମୋଦ ପ୍ରଧାନ, ପ୍ରମୋଦ କୁମାର ସାହୁ, ଅଜିତ କୁମାର ପଣ୍ଡା, ସତ୍ୟନାରାୟଣ ବେହେରା, ଅଶୋକ କୁମାର ଚାନ୍ଦ, ରାଜେନ୍ଦ୍ର ପାଣି, ରାଜେଶ ଅଗ୍ରୱାଲ, ଇନୁ, ବୁଲୁ ବାଗ, ରବି ସାହୁ, ଚିତ୍ତ ରଂଜନ ସାହୁ, ନେପାଲ ମହାରଣା, ଅବଦୁଲ ରଜାକ୍‌, ସଂଜିତ  କୁମାର ଦାସ, ଜିତେନ୍ଦ୍ର ନାଗ, ଭରତ ବଗର୍ତ୍ତି, ଏସ୍‌.ପି. ବିଶ୍ୱାଲ, ଜି.ପି.ବେହେରା, ଏସ୍‌.ଆର.ପଟେଲ, ଅଶୋକ କୁମାର ରାଉତ, କୃଷ୍ଣଚନ୍ଦ୍ର ପଟେଲ, ବୈଷ୍ଣବ ଚରଣ ସାହୁ, ଅଶୋକ କୁମାର ନନ୍ଦ, ବନମାଲି ମିଶ୍ର ଓ ବୁଲୁ ସତପଥି ପ୍ରମୁଖ ସ୍ମୃତି ଚାରଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like