-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||     

HOME   ଜିଲ୍ଲା

ବଡମାଲରେ କଇରୁବାବାଙ୍କ ରାସ ଉତ୍ସବ

11-Nov-2022



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ପଂଚମହଲା ପଂଚାୟତର ବଡମାଲ ଠାରେ କଇରୁ ବାବାଙ୍କ ରାସ ଉତ୍ସବ ଗ୍ରାମବାସୀଙ୍କ ମିଲିତ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରାକ୍ରମେ ବାବାଙ୍କର ମଠରେ ଶହଶହ ବର୍ଷ ଧରି ଜଲୁଥିବା ଅଖଣ୍ଡ ଧ୍ୱନୀ ଦର୍ଶନ ପାଇଁ ହଜାର ହଜରା ଶ୍ରଦ୍ଧାଳୁ ସମାଗମ ହୋଇଥିଲା । ଜିଲ୍ଲା ତଥା ଜିଲ୍ଲାବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଯୋଗଦେଇ ବିଭୂତି ସଂଗ୍ରହ କରିବା ସହ ପୁଜାର୍ଚନା କରିଥିଲେ । ଏହି ଅବଶରରେ ଗଉଡିୟ କିର୍ତନ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସହସହ କଲାକାର ଯୋଗଦେଇ ସାଂସ୍କୃତିକ ପରିବେଷଣ କରିଥିଲେ । ଅତିଥି ଭାବରେ ସମାଜସେବୀ କୃତିବାସ ମିଶ୍ର, ଜିଲ୍ଲାପରିଷଦ ସଭ୍ୟା ବିଜୟଲକ୍ଷ୍ମୀ ତରାଇ, ପଂଚମହଲା ସରପଂଚ ଅଶୋକ ପଣ୍ଡା ଅତିଥି ଭାବରେ ଯୋଗଦେଇଥିଲେ । ଆୟୋଜକ ସଭାପତି ଶୁଧାଂଶୁ ଶେଖର ମିଶ୍ର, ଉପସଭାପତି ବିଦେଶୀ ହୋତା, ସଂପାଦକ ପ୍ରଦୀପ ପୁରୋହିତଙ୍କ ସମେତ ବାବାଙ୍କ ବହୁ ଭକ୍ତ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026

You Might Also Like