-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଅଳ ଓଡିଶା ଅଙ୍ଗନବାଡି ଲେଡ଼ିଜ ୱାର୍କରସ ଏସୋସିଏସନ ଲୋଇସିଂହା ବ୍ଲକ ସଂଘ ତରଫରୁ ପ୍ରସ୍ତୁତି ବୈଠକ

11-Nov-2022



ଲୋଇସିଂହା, (ବିନୋଦ କୁମାର ଦୀପ) ସ୍ଥାନୀୟ ଆଦିବାସୀ ଭବନ ଲୋଇସିଂହା ଠାରେ ଅଲ୍ ଓଡିଶା ଅଙ୍ଗନବାଡି ଲେଡ଼ିଜ ୱାର୍କରସ ଏସସିଏସନ ଲୋଇସିଂହା ବ୍ଲକ ସଂଘ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ଅଙ୍ଗନବାଡି ଓ ସହାୟିକା ମାନେ ସରକାରଙ୍କ ବିଭିନ୍ନ ଯୋଜନାରେ ନିୟମିତ କାମ କରିଆସୁଛନ୍ତି l ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ତୃଣମୂଳ ସ୍ତରରେ ଲୋକଙ୍କ ପାଖକୁ ପହଂଚାଉଛନ୍ତି l ସବୁକାର୍ଯ୍ୟ ସତ୍ୱେ ସରକାର ଏମାନଙ୍କୁ ଅଣଦେଖା କରିଆସୁଛି l ଏମାନଙ୍କ ଦରମା ମାତ୍ର ୭ ହଜାର ୫ ଶହ ଟଙ୍କା l ମହଙ୍ଗା ଯୁଗରେ ସ୍ୱଳ୍ପ ଦରମାରେ ଘର ପ୍ରତିପୋଷଣ କରିବା କେତେ ଯେ କଷ୍ଟକର ତାହା ଏହି କର୍ମୀମାନେ ଅଙ୍ଗେ ନିଭାଉଛନ୍ତି l ଗ୍ରାମର ଗର୍ଭବତୀ, ପ୍ରସୂତି, କିଶୋରୀଙ୍କ ସେବା କରି ସମସ୍ତଙ୍କ 

ପାଇଁ ସୁବିଧା ଯୋଗାଇ ଆସୁଛନ୍ତି ଏହି କର୍ମୀମାନ l ସରକାର ସମସ୍ତଙ୍କ ଦରମା ବଢିବ, ଖୁଵଶୀଘ୍ର ବଢିବ, ଆସନ୍ତା ବର୍ଷ ବଢିବ ଶୁଣି ସେହି ଆଶାରେ ରହି ଦୀର୍ଘବର୍ଷ ହେଲା ଅପେକ୍ଷା କରି ମଧ୍ୟ ସର୍ବ ମଜୁରୀ ମୂଲ୍ୟ ଦେଉନାହାନ୍ତି l  ତେଣୁକରି ନିଜର ପାରିଶ୍ରମିକ, ନିଜର ଦରମା ବୃଦ୍ଧିକୁ ନେଇ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ  ୨୧.୧୧.୨୦୨୨ ଦିନ ଭୁବନେଶ୍ୱରରେ ଅଲ୍ ଓଡିଶା ଅଙ୍ଗନବାଡି ଏସୋସିଏସନ

ଦାବିପତ୍ର ଦେବାପାଇଁ ଆଜି ଲୋଇସିଂହା ସିଡିପିଓ ଶ୍ରୀମତୀ ପ୍ରଜ୍ଞା ବାରିକଙ୍କ ଦ୍ୱାରସ୍ତ ହୋଇ ଲିଖିତ ଆକାରରେ ଜଣାଇଛନ୍ତି ବ୍ଲକ ସଂଘ ଅଙ୍ଗନବାଡି କର୍ମୀ ଏବଂ ସହାୟିକା l ଆଜିର ଏହି ବୈଠକରେ ଲୋଇସିଂହା ବ୍ଲକ ସଭାପତି ଯାଜ୍ଞସେନୀ କୁମ୍ଭାର, ଚଞ୍ଚଲା ମହାଲିଙ୍ଗ, ଜାନକୀ ପଟେଲ, କଲ୍ୟାଣୀ ଠାକୁର, ପୁଷ୍ପକ କନ୍ଧେର, ଉର୍ମିଳା ସାହୁ, ହରିପ୍ରିୟା ପଟେଲ, ବିଳାସିନୀ ସାହୁ, ରୋଜି, ମଞ୍ଜୁ ସହ ଅନେକ ଅଙ୍ଗନବାଡି କର୍ମୀ ଓ ସହାୟିକା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like