-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଅଘରିଆ ସମାଜ ରାଜ୍ୟ ଶତାବ୍ଦୀ ସମାରୋହ ଉଦଘାଟିତ

11-Nov-2022



ସମ୍ବଲପୁର/ଲଇଡା ଅଖିଳ ଭାରତୀୟ ଅଘରିଆ ସମାଜର ସପ୍ତମ ରାଜ୍ୟ ସ୍ତରୀୟ ଶତାବ୍ଦୀ ସମାରୋହ ଆଜି ଉଦଘାଟିତ ହୋଇଯାଇଛି । ରାଜ୍ୟ ସଭାପତି ନରେଶ ନାୟକଙ୍କ ସଭାପତିତ୍ବରେ ଆୟୋଜିତ ଏହି ଉତ୍ସବରେ ଛତିଶଗଡର ବିଧାୟକ ପ୍ରକାଶ ନାୟକ, ସମ୍ବଲପୁର  ଜିଲ୍ଲା ପରିଷଦ ସଭାପତି କୁମୋଦିନି ନାୟକ, ଛତିଶଗଡର କେନ୍ଦ୍ରସଭାପତି ଭୁବନେଶ୍ୱର ପଟେଲ, ଓଡ଼ିଶା ରାଜ୍ୟ ଉପସଭାପତି ଦିନବନ୍ଧୁ ପଟେଲ, ସାଧାରଣ ସଂପାଦକ ଦିଲ୍ଲୀପ ପଟେଲ, ସଙ୍ଗଠନ ସମ୍ପାଦକ ସୁବାସ ଚନ୍ଦ୍ର ନାୟକ,  ସମ୍ପାଦକ ସନାତନ ପଟେଲ,ସହ ସମ୍ପାଦକ ସୁବୋଧ ପଟେଲ,ମହିଳା ସଭାନେତ୍ରୀ ଜୟନ୍ତୀ ପଟେଲ, ଅଭ୍ୟର୍ଥନା କମିଟି ସଭାପତି ବିନୟ ଚୌଧୁରୀ,ପୂର୍ବତନ ସଭାପତି ଗଙ୍ଗାଧର ନାୟକ ,ଡ. ବିନୋଦ ବିହାରୀ ନାଏକ,ପ୍ରହଲ୍ଲାଦ ପଟେଲ , ଲଇଡ଼ା ଗୁଡ଼ି ସଭାପତି କବିର ଶରଣ ନାଏକ ପ୍ରମୁଖ ମଂଚାସୀନ ରହି ବିଭିନ୍ନ ପ୍ରକାର ସଚେତନତା ମୂଳକ ପଦକ୍ଷେପ ସମ୍ପର୍କରେ ଓ ଅଘରିଆ ଇତିହାସ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ I ଏହାପୂର୍ବରୁ ଜଗନ୍ନାଥ ମନ୍ଦିର ଓ ଅଘରିଆରୁ ମାଟି ସଂଗ୍ରହ କରି ଧାମ ପରିସରରେ ପୂଜା ଅର୍ଚ୍ଚନା କରିବା ପରେ ଶହେ ଆଠ କଳସ ଧାରଣ କରି ଏକ ବିରାଟ ଶୋଭାଯାତ୍ରାରେ ସଭାସ୍ଥଳକୁ ଆସି  ଦୀପ ପ୍ରଜ୍ବଳନ ପରେ ଧ୍ଵଜା ଉତ୍ତୋଳନ କରି ଏହି ତିନି ଦିନିଆ ସମ୍ମିଳନୀକୁ ଉଦଘାଟନୀ କରାଯାଇଥିଲା I ଲଇଡା  ଅଞ୍ଚଳକୁ ୧୫୫୬ ମସିହାରେ ଅଘାରିଆ ସମାଜ ଆଗ୍ରାରୁ ଲଇଡl  ପ୍ରଥମ କରି ଆସିଥିବା ସମୟରେ  ତିୱାରୀ ମାନେ ଅଘରିଆ ସମାଜକୁ ପରିଚୟ ଦେଇଥିବାରୁ  ତିୱାରୀ କୁଲ ପୁରୋହିତ ଗଜିନ୍ଦ୍ର ତିୱାରୀ , ମହେନ୍ଦ୍ର ତିୱାରୀ, ନିଲାଞ୍ଚଳ ତିୱାରୀ,  ସୁଦଶା ତିୱାରୀ,ବାବଳୁ ତିୱାରୀ,କାର୍ତ୍ତିକ ତିୱାରୀ ପ୍ରମୁଖ  ମାନଙ୍କୁ ଉପଢୋକନ୍ ଦେଇ ସମ୍ମାନିତ କରାଯାଇଥିଲା । ଏହି ସଭାରେ ଏକ ସୁଦୃଶ୍ୟ ସ୍ମରଣିକାକୁ ମଧ୍ୟ ଉନ୍ମୋଚନ କରାଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like