-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ୟୁଏମଏଚୟୁ ଓ ମହିଳା ଆରୋଗ୍ୟ ସମିତି ପକ୍ଷରୁ ବିଶ୍ୱ ଏଡ୍ସ ଦିବସ ପାଳିତ, ଜଣେ ସଂକ୍ରମିତ ମହିଳା ଙ୍କ ଅନୁଭୁତି ବର୍ଣ୍ଣନା

01-Dec-2020




ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): ଆଜି ବିଶ୍ୱ ଏଡସ୍ ଦିବସ lଏହି ଅବସରରେ ୟୁଏମଏଚୟୁ ଓ ମହିଳା ଆରୋଗ୍ୟ ସମିତି ପକ୍ଷରୁ ବିଶ୍ୱ ଏଡ୍ସ ଦିବସ ପାଳିତ ହୋଇଛି l ଆଗାମୀ ୨୦୩୦ ସୁଦ୍ଧା ଭାରତବର୍ଷକୁ ଏଡସ ସଂକ୍ରମଣରୁ ମୁକ୍ତ କରିବାକୁ ଏହି  ବିଶ୍ୱ ଏଡସ ଦିବସରେ ଆହ୍ୱାନ ଦିଆଯାଇଛି । ରେମେଡ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ୟୁଏମଏଚୟୁ ଓ ମହିଳା ଆରୋଗ୍ୟ ସମିତି ଆନୁକୂଲ୍ଯରେ ଆୟୋଜିତ ଏହି ବିଶ୍ୱ ଏଡ୍ସ ଦିବସ ପାଳନ ରେ ମୁଖ୍ୟ ଅତିଥି ଭାବେ ମହାନଗର ନିଗମ କମିଶନର ଅନିରୁଦ୍ଧ ପ୍ରଧାନ ଯୋଗଦେଇ ଅର୍ଜିତ ରୋଗ ପ୍ରତିରୋଧକ ଶକ୍ତି ହ୍ରାସକାରୀ ଲକ୍ଷଣ ସମୂହ(ଏଡସ) ଆତ୍ୟାଧୁନିକ ବିଶ୍ୱରେ ଏକ ମହାମାରୀ ଭାବେ ଦେଖା ଦେଇଥିଲା । ଏବେ କରୋନା ମହାମାରୀ ସମୟରେ ଏଡସ ଆକ୍ରାନ୍ତଙ୍କ ଅବସ୍ଥା ଗୁରୁତର ହେଉଥିବାରୁ ସଚେତନତା ହିଁ ଏଡସ ଏବଂ କରୋନା ପରି ମହାମାରୀ କବଳରୁ ସୁରକ୍ଷିତ ରହିବାର ମୂଖ୍ୟ ଉପାୟ ବୋଲି କହିଥିଲେ l ୟୁଏମଏଚୟୁର ଆୟୁଷ ଡାକ୍ତର ରାଜାରାମ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସଚେତନତା ସଭାରେ ମହାନଗର ନିଗମର ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମହେନ୍ଦ୍ର ନନ୍ଦ,ପିଏଚଏମ ସରିତା ଶର୍ମା, ଏଏନଏମ ବାସନ୍ତି ପ୍ରଧାନ,ନିବେଦିତା ପାଣ୍ଡେ , ଫାର୍ମାସିଷ୍ଟ ସଞ୍ଜିବ ପ୍ରଧାନ , କିଶୋରୀ ସାହୁ,ସୌଦାମିନି ପ୍ରଧାନ ପ୍ରମୂଖ ଯୋଗଦେଇ କରୋନା ମହାମାରୀ କାଳରେ ଏଚଆଇଭି/ ଏଡସ ପ୍ରସଙ୍ଗ ଖୁବ ଯଥାର୍ଥ ଓ ମିଳିତ ଉଦ୍ୟମରେ ଉଚ୍ଚମାନର କାର୍ଯ୍ୟଦ୍ୱାରା ଏହାକୁ ମୂଳୋତ୍ପାଟନ କରିବାକୁ ବିଭିନ୍ନ ଲକ୍ଷଣ ଓ କାରଣର ବର୍ଣ୍ଣନା କରି ବୁଝାଇଥିଲେ । ଆଶା ପଦ୍ମିନୀ ମିଶ୍ର, ମାସ ସଭାନେତ୍ରୀ ନଳିନୀ ମହାନ୍ତି,ଅନିଲ ଭୋଇ ପ୍ରମୁଖଙ୍କ ପରି ଚାଳନାରେ ଅନୁଷ୍ଠିତ ଏହି ସାମାଜିକ ସଚେତନତା ସଭାରେ ମହିଳା ଆରୋଗ୍ୟ ସମିତିର ଆଶା ଗୋପ, ସୁକାନ୍ତି ମହାନ୍ତି,ଝୁନୁ ନାଏକ,ରିନା ପରିଡା, ସୁମିତ୍ରା ପରିଡା,ସନ୍ଧ୍ୟାରାଣି ରାଉତ,ଡିଲେଶ୍ୱରୀ ବେହେରା, ସସ୍ମିତା ସ୍ୱାଇଁ,ଅଞ୍ଜନା ବେହେରା, ସୌକିନି ପାଣ୍ଡେ,ସୀମା ନାଏକ,ଆଶା ଅର୍ଣ୍ଣପୁର୍ଣ୍ଣା ପ୍ରଧାନ,ଗୁରୁବାରୀ ବାଗ ପ୍ରମୁଖ ଉପସ୍ଥିତ ରହି ଅଞ୍ଚଳର ବିଭିନ୍ନ କାନ୍ଥ ବାଡରେ ପୋଷ୍ଟର ମାରିବା ସହିତ ଏହାର ନିରାକରଣ ପାଇଁ ସରକାରଙ୍କ ସମସ୍ତ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଘର ଘର ବୁଲି ସଚେତନ କରି ବିଭିନ୍ନ ସାମଗ୍ରି ବଣ୍ଟନ କରିଥିଲେ । ଏହି ଅବସରରେ  ମହିଳା ଆରୋଗ୍ୟ ସମିତିର ନେତ୍ରତ୍ୱରେ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା । ଆୟୋଜିତ ସଭାରେ ଜଣେ ସଂକ୍ରମିତ ମହିଳା ନିଜର ଅନୁଭୁତି ବର୍ଣ୍ଣନା କରି ସାଂପ୍ରତିକ ବିଶ୍ୱରେ ଏହି ରୋଗ ଏକ ବଡ ସ୍ୱାସ୍ଥ୍ୟ ସମସ୍ୟା,ଯାହାକୁ ଅଦ୍ୟାବଧି ନିୟନ୍ତ୍ରଣ କରାଯାଇପାରିନାହିଁ,ତେଣୁ ସଚେତନତାହିଁ ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ ବୋଲି କହିଥିଲେ। ସେହିପରି "ପ୍ରତିଭା" ମହିଳା ଆରୋଗ୍ୟ ସମିତି ଦ୍ୱାରା ଆଶା କୁନି ହାତିଙ୍କ ନେତୃତ୍ୱରେ ମଧ୍ୟ ଗୋବିନ୍ଦତୋଲା ଠାରେ ବିଶ୍ୱ ଏଡସ ଦିବସ ପାଳନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like