-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଘରୋଇ ବସ୍ ମାଲିକ ସଂଘର ଶୋକସଭା

12-Nov-2022



ବଲାଙ୍ଗୀର-- ବସ୍ ମାଲିକ ସନ୍ତେଷ ପୁରୋହିତଙ୍କ ବିୟୋଗରେ ଜିଲ୍ଲା ଘରୋଇ ବସ୍ ମାଲିକ ସଂଘ ଗଭୀର ଶୋକ ପ୍ରକାଶ କରିଛି । ସଂଘର ସଭାପତି ହେମନ୍ତ କୁମାର ପଣ୍ଡାଙ୍କ ଅଧ୍ଯକ୍ଷତାରେ ସ୍ଥାନୀୟ ନୂଆ ବସ୍‌ ଷ୍ଟାଣ୍ଡ ସ୍ଥିତ କାର୍ଯ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ଏହି ଶୋକସଭାରେ ତାଙ୍କ  ସ୍କୃତିଚାରଣ କରାଯାଇ ସଂଘର ସଭ୍ୟମାନେ ଶୋକ ବ୍ୟକ୍ତ କରିଥିଲେ । ଏହି ଶୋକ ସଭାରେ ସଂଘ ସମ୍ପାଦକ ପ୍ରଦ୍ୟୁତ ମିଶ୍ର, କୋଷଧ୍ଯକ୍ଷ ଶିବ ଶଙ୍କର ପଟେଲ , ସହ ସମ୍ପାଦକ ଲିକୁନ ଆଚାର୍ଯ୍ୟଙ୍କ ସମେତ ବରିଷ୍ଠ ସଭ୍ୟ ମାନସ ରଞ୍ଜନ ନାୟକ, ଡମ୍ବରୁଧର ଆଚାର୍ଯ୍ୟ, ସଞ୍ଜିବ ପଣ୍ଡା,  ପ୍ରାଣନାଥ ପ୍ରଧାନ, ଭବାନୀ ଶଙ୍କର ପଟେଲ, ହିମାଂଶୁ ନାୟକ, ମୁନା ଶତପଥୀ, ମୁନା ପଣ୍ଡା, ଜୟ ପ୍ରକାଶ ପତି, ଶିବ ନାରାୟଣ ଟାଲି, ଟିକୁ ନନ୍ଦ ଓ ସୁକୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like