-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ମହାନଗର

ଜାତୀୟ ପ୍ରେସ୍ ଦିବସ ଦିନ ରାଜଧାନୀରେ ଶୋଭାଯାତ୍ରା ସହ ରାଜ୍ୟପାଳଙ୍କୁ ଦାବି ପତ୍ର ଦେବ ଓଜେୟୁ

12-Nov-2022



ସମ୍ବଲପୁର,ଆଗାମୀ ୧୬ ତାରିଖ ଜାତୀୟ ପ୍ରେସ୍ ଦିବସ ଦିନ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ପକ୍ଷରୁ ସାମ୍ବାଦିକଙ୍କ ବିଭିନ୍ନ ହକ୍ ଅଧିକାର ନେଇ ଏକ ଶୋଭାଯାତ୍ରା ରାଜଧାନୀ ଭୁବନେଶ୍ୱର ସ୍ଥିତ ମାଷ୍ଟର କ୍ୟାଣ୍ଟିନ ଛକରୁ ଲୋୟର ପିଏମଜି ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ I ଏହା ପରେ ଏକ ଦାବି ପତ୍ର ମହାମହିମ ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ I ଏନେଇ ସଂଘର ସମ୍ବଲପୁର ଜ଼ିଲ୍ଲା ଶାଖା ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଶନିବାର ଦିବା ୧୧ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି I ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ସଂଘର ଜ଼ିଲ୍ଲା ସଭାପତି ହିମାଂଶୁ ଶେଖର ମିଶ୍ରଙ୍କ ସଭାପତିତ୍ୱ ଏବଂ ଉପସଭାପତି ସୁକାନ୍ତ କରଙ୍କ ପରିଚାଳନାରେ ଅନୁଷ୍ଠିତ ଏହି  ବୈଠକରେ ରାଜଧାନୀ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ସଫଳ କରିବାକୁ ସାମ୍ବାଦିକ ସଦସ୍ୟ ମାନେ ମତପୋଷଣ କରିଥିଲେ I ସଂଘର ସାଧାରଣ ସମ୍ପାଦକ ସରୋଜ ସାହୁ ସଭାର ଉଦ୍ଦେଶ୍ୟ ଜ୍ଞାପନ ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ I ବରିଷ୍ଠ ସଦସ୍ୟ ସାଧବ ପ୍ରଧାନ, ନରେଶ ମାହାଣା, ରବୀନ୍ଦ୍ର ପ୍ରଧାନ, ନବୀନ ଦାଶ, ଗୁଣମଣୀ ବିଶ୍ୱାଳ, ସୁବ୍ରତ ପାଢ଼ୀ, ଦେବାଶିଷ ବେହେରା, ତୁଶୋବନ୍ତ ଯୋଶୀ, ଆଦି ନନ୍ଦ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ I ପରିଶେଷରେ ସଂଘର ଅନ୍ୟତମ ଉପ ସଭାପତି ସନ୍ତୋଷ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ I
(ସମ୍ବଲପୁର ରୁ ସଂଜୀବ ପାଣିଗ୍ରାହୀଙ୍କ  ରିପୋର୍ଟ୍) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like