-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||     

HOME   ଜିଲ୍ଲା

ବାଳିକା ଉଚ୍ଚ ବିଦ୍ୟାଳୟ ବୁଢ଼ାରଜା ନାମ ଡ଼ ଗୌର ମୋହନ ବିଶ୍ୱାଳଙ୍କ ନାମରେ ନାମିତ କରିବାକୁ ସାଧାରଣସଭାରେ ମତ ପ୍ରକାଶ

12-Nov-2022



ସମ୍ବଲପୁର,: ବାଳିକା ଉଚ୍ଚ ବିଦ୍ୟାଳୟ ବୁଢ଼ାରଜାର ନାମ ପରିବର୍ତ୍ତନକୁ ନେଇ ଗୁରୁବାର ଅପରାହ୍ନ ୪ଟା ସମୟରେ ବିଦ୍ୟାଳୟ ପରିସରରେ ଏକ ସାଧାରଣସଭା ଅନୁଷ୍ଠିତ ହୋଇଥିଲା I ବିପୁଳ ସଂଖ୍ୟାରେ ଜନସାଧାରଣ, ଶିକ୍ଷାବିତ, ଅଭିଭାବକ ତଥା ଅଞ୍ଚଳବାସୀ ଏହି ସଭାରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ଦେଇଥିଲେ I ଏହି ବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ଡ଼. ଗୌର ମୋହନ ବିଶ୍ୱାଳଙ୍କ ଅତୁଳନୀୟ ଅବଦାନକୁ ସମସ୍ତେ ଭୁୟସୀ ପ୍ରଶଂସା କରିଥିଲେ I ପରିଚାଳନା କମିଟିର ସଭାପତି ଡ. ପରେଶ ଚନ୍ଦ୍ର ଦାନୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ସର୍ବସଂମ୍ବତି କ୍ରମେ ବିଦ୍ୟାଳୟର ନାମ ବାଳିକା ଉଚ୍ଚ ବିଦ୍ୟାଳୟ ବୁଢ଼ାରଜା ପରିବର୍ତ୍ତେ ଡା. ଗୌର ମୋହନ ବିଶ୍ୱାଳ ବାଳିକା ଉଚ୍ଚ ବିଦ୍ୟାଳୟ ବୁଢ଼ାରଜା ନାମରେ ନାମିତ କରିବାକୁ ମତ ପ୍ରକାଶ ପାଇଥିଲା I ଏହିଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଶ୍ରୀ ସତ୍ୟ କୁମାରୀ ବିଶ୍ୱାଳ, ହରି ନାରାୟଣ ପଣ୍ଡା, ସୁରମା ଗଡ଼ନାୟକ, ଡ଼. ସମ୍ଭୁ ପ୍ରସାଦ ମିଶ୍ର, ନରେନ୍ଦ୍ର କୁମାର ପ୍ରଧାନ, ଡ଼. ଅନିଲ ଚନ୍ଦ୍ର ଦାସ, ସରୋଜ ସାହୁ, କୁଞ୍ଜ ବିହାରୀ ମୁଣ୍ଡା, ଅଲେଖ ଭୋଇ ପ୍ରମୁଖ ସେମାନଙ୍କ ମତାମତ ଦେଇଥିଲେ I ସଭାପ୍ରାରମ୍ଭରେ ସ୍ୱର୍ଗତ ଡ଼. ବିଶ୍ୱାଳ ଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ଦୀପ ପ୍ରଜ୍ବଳନ କରାଯାଇଥିଲା I ଶେଷରେ ବିଦ୍ୟାଳୟର ପିଇଟି ଶିକ୍ଷକ ଭୀମସେନ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ I ସଭା ଆୟୋଜନ ସକାଶେ ଘନଶ୍ୟାମ ବଢ଼େଇ, ଗୀତାଞ୍ଜଳି ପ୍ରଧାନ, ବିଦ୍ୟାଧର ନାୟକ, ଭୁବନ ଭୂମିଜ ପ୍ରମୁଖ ସହଯୋଗ କରିଥିଲେ ।
ସମ୍ବଲପୁର ରୁ ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ୍


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026

You Might Also Like