-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||     

HOME   ଜିଲ୍ଲା

କଳାସଂସ୍କୃତିକୁ ବଞ୍ଚାଇ ରଖିବା ପ୍ରତ୍ୟେକଙ୍କ ଦାୟିତ୍ୱ ହେବା ଉଚିତ ସାହିତ୍ୟ, ସଂସ୍କୃତି ସଂସଦର ବାର୍ଷିକ ଉତ୍ସବ.....

12-Nov-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
 ଗୋଟିଏ ଅଞ୍ଚଳର କଳା, ସଂସ୍କୃତି ସେହି ଅଞ୍ଚଳର ପରିଚୟ। ସଂସ୍କୃତି ବିନା ପରିଚୟର କିଛି ମାନେ ହିଁ ନ ଥାଏ। ତେଣୁ କଳାସଂସ୍କୃତିକୁ ବଞ୍ଚାଇ ରଖିବା ପ୍ରତ୍ୟେକଙ୍କ ଦାୟିତ୍ୱ ହେବା ଉଚିତ ବୋଲି ସ୍ଥାନୀୟ ସାହିତ୍ୟ ଓ ସଂସ୍କୃତି ସଂସଦର ପ୍ରଥମ ବାର୍ଷିକ ଉତ୍ସବରେ ଯୋଗଦେଇ ଅତିଥିମାନେ ମତବ୍ୟକ୍ତ କରିଥିଲେ।ସଂସଦର ସଭାପତି ଭାଗିରଥି ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ବ୍ଲକ ଅଧ୍ୟକ୍ଷା କୁନି ସାହୁ ମୁଖ୍ୟ ଅତିଥି, କଳାହାଣ୍ଡି ଜିଲ୍ଲା କଳା ସଂସ୍କୃତି ସଂସଦ ଉପାଧ୍ୟକ୍ଷ କରୁଣାକର ଦାସ, ବ୍ଲକସରପଞ୍ଚ ସଂଘ ସଭାପତି ବରୁଣ ଛତ୍ରିଆ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ପୂର୍ବତନ ସରପଞ୍ଚ ଶେଷଦେବ ସାହୁ, ଜିଲ୍ଲାପରିଷଦ ସଭ୍ୟ ମହେନ୍ଦ୍ର ରଣା, ରିଞ୍ଜା ସମିତି ସଭ୍ୟ ଆନନ୍ଦ ବାଗ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ ।

ସଂପାଦକ ସଞ୍ଜୀବ କୁମାର ନାଗ ବିବରଣୀ ପଠନ କରିଥିଲେ। ସାମ୍ବାଦିକ ପ୍ରଦୀପ କୁମାର ସାହୁ ସଭା ସଂଯୋଜନା କରିଥିବାବେଳେ ପ୍ରେସକ୍ଲବ ସଭାପତି ନରୋତ୍ତମ ସେଲମା ସମ୍ବର୍ଦ୍ଧନା ସଭାକୁ ସଂଚାଳନ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଅବସରରେ ଅ ପତ୍ରିକା ପ୍ରତିଷ୍ଠାତା ନରେଶ କୁମାର ସାହୁଙ୍କ ସଂଯୋଜନାରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଗୀତିକାର ପ୍ରକାଶ କୁମାର, ସାମାଜିକ କର୍ମୀ ପ୍ରଦୀପ କୁମାର ସାହୁ ଓ ଗାଳ୍ପିକ ସଞ୍ଜିବ ନାଗଙ୍କୁ ମାନପତ୍ର, ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ଆୟୋଜିତ ନୃତ୍ୟ ପ୍ରତୀଯୋଗିତାକୁ ମଧୁସୂଦନ ବାଗ ସଂଯୋଜନା କରିଥିବାବେଳେ କରୁଣାକର ଦାସ, କ୍ଷୀରୋଦ୍ର ନାଏକ ଓ ରାଜପଥାପ ନାଏକ ବିଚାରକ ଭାବେ ଯୋଗଦେଇଥିଲେ । ସାହିତ୍ୟ ଓ ସଂସ୍କୃତିର ସଂସଦର ସହସଂପାଦକ ମାନସ ରଞ୍ଜନ ବାଗ, କୋଷାଧ୍ୟକ୍ଷ ରଘୁରାଜ ସାହୁ, ସଭ୍ୟ ସୁଶାନ୍ତ ରଣା, ତପନ ସାହୁ, ରିପୁଦମନ ସୌରଭ ମିଶ୍ର, ଦୁର୍ଲ୍ଲଭ ମେହେର, କୁଞ୍ଜ ସାହୁ, ସୁମନ୍ତ ସାହୁ, ବାଳକୁମର ସାହୁ, ପ୍ରକାଶ କୁମାର, ମୀନକେତନ ସାହୁ ପ୍ରମୁଖ ସହ ଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026

You Might Also Like