-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (NPS) ର ଗୁରୁତ୍ୱ ପୂର୍ଣ୍ଣ ବୈଠକ

12-Nov-2022



ବୌଦ୍ଧ// ଆଜି ଜହ୍ନlପଙ୍କ ସ୍ଥିତ ଆନନ୍ଦମାର୍ଗ ଆଶ୍ରମ ପରିସରରେ ରେ ଜ଼ିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ (ଏନ୍ ପି ଏସ୍)  ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରାଜ୍ୟ ଉପସଭାପତି ଶମ୍ଭୁ ଗିରି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ପ୍ରାରମ୍ଭରେ ଜ଼ିଲ୍ଲା ସମ୍ପାଦକ ମହେଶ ସେଠି ପୂର୍ବ ବିବରଣୀ ପାଠ କରିବା ସହ ବୈଠକ ର କାର୍ଯ୍ୟସୂଚୀ ସମ୍ପର୍କ ରେ ସୂଚନା ଦେଇଥିଲେ l ବୈଠକ  ରେ ଜ଼ିଲ୍ଲା ଉପସଭାପତି ବସନ୍ତ କୁମାର ବିଶ୍ୱାଳ,ବୌଦ୍ଧ ବ୍ଲକ ସଭାପତି  ରାଜକୁମାର ପ୍ରଧାନ,ଉପଦେଷ୍ଟା ହୃଦାନନ୍ଦ ପ୍ରଧାନ,ଉପସଭାପତି ପ୍ରତାପ କୁମାର ବେହେରା, ସମ୍ପାଦକ ଉତ୍ତମ ନାଏକ, କୋଷାଧକ୍ଷ ସୁଶାନ୍ତ କୁମାର ପଣ୍ଡା,ହରଭଙ୍ଗା ବ୍ଲକ ସମ୍ପାଦକ ବାମଦେବ ଦାସ, କୋଷାଧକ୍ଷ ପ୍ରସନ୍ନ କୁମାର ଭୋକ୍ତା, କାର୍ଯ୍ୟକାରୀ ସଭାପତି ଅଜୟ କୁମାର ମିଶ୍ର ପ୍ରମୁଖ ବକ୍ତବ୍ୟ ରଖି ବ୍ଲକ ସ୍ତରୀୟ ସଂଗଠନ କୁସୁଦୃଢ କରିବା ପାଇଁ ଆଞ୍ଚଳିକ ସ୍ତରରେ ସଂଯୋଜକ ମନୋନୟନ କରିବାକୁ ମତାମତ ପ୍ରଦାନ କରାଯାଇଥିଲା l ଆସନ୍ତା 13 ଓ 16 ତାରିଖ ରେ ଭୁବନେଶ୍ୱର ଓ ସମ୍ବଲପୁର ଥିବା ରାଜ୍ୟ ସ୍ତରୀୟ ବୈଠକ ରେ ଯୋଗଦାନ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଗଲା l ସମସ୍ତ ଶିକ୍ଷଙ୍କୁ ଏକତ୍ରିତ କାରି ରାଜ୍ୟ ସ୍ତରୀୟ ରାଲି କୁ ସୁଫଳ କରିବାକୁ ଆହ୍ୱାନ ଦିଆଯାଇଥିଲା l କଣ୍ଟାମାଲ ବ୍ଲକ ର NPS ଶିକ୍ଷକ

ସଂଘ ପୁନର୍ଗଠନ ପରେ ଶୀଘ୍ର ଜ଼ିଲ୍ଲା ସଂଘ ପୁନର୍ଗଠନ ପାଇଁ ପ୍ରସ୍ତାବ ଗୃହୀତ ହେଲା l ଓଡିଶା ପ୍ରାଥମିକ ଶିକ୍ଷକ ସଂଘ ର ରାଜ୍ୟ ଉପସଭାପତି ଭାବେ ଶ୍ରୀ ଶମ୍ଭୁ ଗିରି ଙ୍କୁ ପୁନର୍ବାର ମନୋନୀତ ହୋଇଥିବାରୁ ଜ଼ିଲ୍ଲା ଓ ବ୍ଲକ ତରଫରୁ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଉକ୍ତ ବୈଠକ ରେ ଅନ୍ୟାନ୍ୟ କର୍ମକର୍ତ୍ତା ସନ୍ତୋଷ କୁମାର ମଳିକ, ନିରଞ୍ଜନ ମେହେର, କାନ୍ହୁ ଚରଣ ସେଠି, ଦୁର୍ଗା ମାଧବ ଆଚାର୍ଯ୍ୟ, ଶବର ସେଠି, ତୁଲେଶ୍ୱର ମେହେର, ଅଭିମନ୍ୟୁ ଭୋଇ ପ୍ରମୁଖ ଉପସ୍ଥିତ ରହି ମତ ପ୍ରକାଶ କରିଥିଲେ l

ବୌଦ୍ଧରୁ ଜ଼ିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026

You Might Also Like