-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||     

HOME   ଜିଲ୍ଲା

କବିଶ୍ରୀ ଗୋବର୍ଦ୍ଧନ ଦାସ ଜନ୍ମ ଶତବାର୍ଷିକୀ ପାଳନର ପ୍ରସ୍ତୁତି ବୈଠକ

12-Nov-2022



ଉଇଁଷା  (ପ୍ରେରଣା ଖବର) ପଶ୍ଚିମ ଓଡ଼ିଶାର ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ଗାନ୍ଧିବାଦୀ, ସର୍ବୋଦୟ ଓ ଭୂଦାନ ନେତା, ସମାଜସେବୀ, ସାହିତ୍ୟିକ, ନାଟ୍ୟକାର, କବିଶ୍ରୀ  ଗୋବର୍ଦ୍ଧନ ଦାସଙ୍କ ଜନ୍ମ ଶତବାର୍ଷିକୀ ପାଳନ ନିମନ୍ତେ ବିଶିଷ୍ଟ ଆଇନଜୀବୀ ଶ୍ରୀଯୁକ୍ତ ଜୟରାମ ମିଶ୍ର ଙ୍କ ଅଧ୍ୟକ୍ଷତାରେ କବିଶ୍ରୀ କଲ୍ଚର୍ ଉଇଁଷା ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଆସନ୍ତା ଡିସେମ୍ବର ତା-୧୯ ଓ ୨୦ ଦୁଇଦିନ ଧରି କବିଙ୍କ ସ୍କୁତିପୀଠ କବିଶ୍ରୀ କଲ୍ଚର୍ ଭଇଁଷା ଠାରେ ଅନୁଷ୍ଠିତ ହେବାକୁ ଥିବା ଆୟୋଜକ କମିଟି ରେ ସଭାପତି ବିଶିଷ୍ଟ ଆଇନଜୀବୀ ଶ୍ରୀଯୁକ୍ତ ଜୟରାମ ମିଶ୍ର, ଉପସଭାପତି ଶ୍ରୀଯୁକ୍ତ ବିଜୟ କୁମାର ପୁରୋହିତ ଓ ବରିଷ୍ଟ ସାମ୍ବାଦିକ ଶ୍ରୀଯୁକ୍ତ ଲକ୍ଷ୍ମୀକାନ୍ତ ମିଶ୍ର, ସଂପାଦକ ଗୁରୁ ଆଲୋକ ଦାସ, ଯୁଗ୍ମ ସଂପାଦକ ଇଂ ପ୍ରତାପ ଚନ୍ଦ୍ର ଆଚାର୍ଯ୍ୟ ଓ ମନୋଜ କୁମାର ମହାପାତ୍ର, କୋଷାଧକ୍ଷ  ଆଗ୍ରହ ପ୍ରକାଶ ଦାସ ରହିଥିବାବେଳେ ଉପଦେଷ୍ଟା ମଣ୍ଡଳୀରେ ଗୁରୁ ଡ଼ ଘାସିରାମ ମିଶ୍ର, ଚଳଚ୍ଚିତ୍ର ନିର୍ଦ୍ଦେଶକ  ସବ୍ୟସାଚୀ ମହାପାତ୍ର, ଡ଼ ଶ୍ରୀକର ମିଶ୍ର, ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ, ବୈଜ୍ଞାନିକ ଡ ପଦ୍ମନାଭ ପଧାନ, କ୍ଲାପର ସଭାପତି ଡ଼ ବିକାଶ ଦାସ, ବରିଷ୍ଟ ସାମ୍ବାଦିକ ଶିବଶଙ୍କର ନନ୍ଦ, ଶିଳ୍ପୀ ଅନ୍ତର୍ଯ୍ୟାମୀ ମେହେର, ଆଇନଜୀବୀ ଇନ୍ଦୁ ଭୂଷଣ ଠାକୁର, ସଂଚାର କଳାକାର କ୍ଷମାନିଧି ସାହୁ ଏବଂ ବାବାଜୀ ଚରଣ ବେହେରା  ରହିଛନ୍ତି । ଅଭ୍ୟର୍ଥନା କମିଟୀରେ  ହରୀନାରାୟଣ ପୂଜାରୀ ଅଧ୍ୟକ୍ଷ, ପ୍ରଭାକର ମିଶ୍ର, ଅବନୀ ଯୋଶୀ, ଓଁକାର ନାୟକ, ଜ୍ଞାନେନ୍ଦ୍ର ସାଏ, ଟଙ୍କଧର ଭୋଇ ଓ ରଘୁନନ୍ଦନ ସିଂ, ସ୍ମରଣିକା କମିଟି ଅଧ୍ୟାପକ ମୋହନ ସାହୁ, ଶଙ୍କର୍ଷଣ ପ୍ରଧାନ, ସେବାରାମ ମେହେର, ଶ୍ରୀ ଶିବ ପ୍ରସାଦ ସା, ନବକିଶୋର ବେହେରା, ଶ୍ରୀ ରାଜୀବ ଆଚାର୍ଯ୍ୟ ଓ  ସାଂସ୍କୃତିକ କମିଟିରେ ଗୁରୁ କାଳୀ ପ୍ରସାଦ ଷଡ଼ଙ୍ଗୀ, ସୁରଞ୍ଜିତ ସାହାଣୀ, ଦିପ୍ତୀ ପ୍ରକାଶ ଦାସ, ଗୁରୁଦେବ ପର୍ଡିଆ, ନବଦ୍ଵିପ ଚାନ୍ଦ ବେହେରା, ଗୋବିନ୍ଦଚନ୍ଦ୍ର ହୋତା ରହିଛନ୍ତି।

ଅନ୍ୟାନ୍ୟ କମିଟି ରେ ବିଭୃତି ଭୂଷଣ ସାଏ, ଦଇତାରୀ  ଗୁରୁ, ଗୌରୀଶଙ୍କର ରାଉତ, ବିଶ୍ଵନାଥ ପୁରୋହିତ, ବସୁଦେବ ବିଶି, ଉମେଶ ଚନ୍ଦ୍ର ମଟାରୀ,  କମଳଲୋଚନ ପ୍ରଧାନ, ମଦନ ପଧାନ, ପ୍ରଦୀପ ଦାସ, ଡମ୍ବରୁଧର ଦାସ, ସୁରେଶ କୁମାର ବେହେରା, ବିନାୟକ ହୋତା, ମିନକେତନ ପଧାନ, ମନୋଜ କୁମାର ବେହେରା,  ନବିନ ନାଏକ, ବନମାଳୀ ସାହୁ, ବିକାଶ ପଧାନ, ପ୍ରଶାନ୍ତ ସାହୁ ରହିଛନ୍ତି । ଏହି ଜନ୍ମ ଶତବାର୍ଷିକୀ ଉତ୍ସବକୁ ରାଜ୍ୟସ୍ତରୀୟ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ନିମନ୍ତ୍ରଣ କରାଯିବା ସହିତ କଳା ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ସମ୍ମାନୀତ କରାଯିବ ଏବଂ ବିଭିନ୍ନ ପ୍ରତିଯୋଗିତା, କବି ସମ୍ମିଳନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବାକୁ ଏହି ବୈଠକରେ ସ୍ଥିର କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026

You Might Also Like