-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ ବ୍ଲକ ର ପୁର୍ବତନ ଯୁବ ବିଜେଡି ସଭାପତି ସୁଶାନ୍ତ ସା ଙ୍କ ହ୍ରୁଦଘାତ ରେ ପରଲୋକ

01-Dec-2020



ପାଟଣାଗଡ଼, (ପ୍ରେରଣା ଖବର) : ଆଜି ସକାଳ ୬ ଘଣ୍ଟା ସମୟରେ ପାଟଣାଗଡ ବ୍ଲକ ର ପୁର୍ବତନ ଯୁବ ବିଜେଡି ସଭାପତି ସୁଶାନ୍ତ ସା ଙ୍କ ହ୍ରୁଦଘାତ ରେ ଦେହାନ୍ତ ହୋଇଯାଇଛି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନା ଠାରେ। ସଙ୍ଗେ ସଙ୍ଗେ ପାଟଣାଗଡ଼ ରେ ଶୋକର ଛାୟା ଖେଳିଯାଇଥିଲା। ତାଙ୍କର ମ୍ରୁତ୍ୟୁ ସମୟରେ ତାଙ୍କୁ ୫୩ ବର୍ଷ ହେଉଥିବା ବେଳେ ସେ ଅନେକ ଦିନରୁ ହ୍ରୁଦଘାତ ଜନିତ ସମସ୍ଯା ରେ ପିଡ଼ୀତ ଥିଲେ  । ତାଙ୍କର ସ୍ତ୍ରୀ ଙ୍କ ସହିତ ଗୋଟିଏ ଝିଅ ଓ ପୁଅ ଅଛନ୍ତି  । ସେ ସମସ୍ତଙ୍କ ସହିତ ମିଳିମିଶି ସମସ୍ତ ଙ୍କ ସୁଖଦୁଃଖରେ ସାମିଲ ହୋଇ ନିଜର ଯୁବାବସ୍ଥାରେ ହିଁ ପୂର୍ବତନ ମୁଖ୍ଯମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଜନତା ଦଳ ସମୟରୁ ନିଜର ରାଜନୈତିକ ଜୀବନ ଆରମ୍ଭ କରି ପାଟଣାଗଡ଼ ବିଜୁ ଜନତା ଦଳର ଯୁବ ସଭାପତି ଭାବରେ ଚୟନ ହୋଇ ପୂର୍ବତନ ମନ୍ତ୍ରୀ ତଥା ରାଜ୍ଯସଭା ସାସଂଦ ଅନଙ୍ଗ ଉଦୟ ସିଂହଦେଓ ଙ୍କ ପାଟଣାଗଡ଼ ବ୍ଲକ ପ୍ରତିନିଧି ଦାୟିତ୍ୱ ତୁଲାଇ ଥିବାବେଳେ ପୁର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ ଙ୍କ ଘନିଷ୍ଠ ସହଯୋଗୀ ଥିଲେ। ସାଲେପାଲି ଗ୍ରାମପଞ୍ଚାୟତ ସମବାୟ କେନ୍ଦ୍ର ର ସଭାପତି ମଧ୍ଯ ରହିଥିଲେ  । ତାଙ୍କର ଅକାଳ ବିୟୋଗର ଖବର ପାଇ ବଲାଙ୍ଗିର ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଜିଲ୍ଲା ଯୁବ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା, ବରିଷ୍ଠ ସଦସ୍ଯ ସଞ୍ଜିବ ମିଶ୍ର, ମହମ୍ମଦ ସଲିମ, ପ୍ରତାପ ମେହେର  , ତନ୍ମୟ ପାଣିଗ୍ରାହୀ, ବିଭୁତି ଭୁଷଣ ମିଶ୍ର, ବିମଲ ମେହେର, ପ୍ରଶାନ୍ତ ମେହେର, ନବୀନ ସାହୁ, ସାଲେପାଲି ଶ୍ମଶାନ ରେ ସ୍ବର୍ଗତ ସୁଶାନ୍ତ ସା ଙ୍କୁ ଶେଷ ଦର୍ଶନ କରି ତାଙ୍କ ମରଶରୀରରେ ଦଳୀୟ ପତକା ଓ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ  । ସ୍ବର୍ଗତ ସୁଶାନ୍ତ ସା ଙ୍କ ବିୟୋଗରେ ପୁର୍ବତନ ମନ୍ତ୍ରୀ ତଥା ରାଜ୍ଯସଭା ସାସଂଦ ଅନଙ୍ଗ ଉଦୟ ସିଂହଦେଓ ଓ ପୁର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ ଗଭୀର ଶୋକ ପ୍ରକାଶ କରି ଅତ୍ଯନ୍ତ ମର୍ମାହତ ହୋଇ ତାଙ୍କର ଶୋକସନ୍ତପ୍ତ ପରିବାର ବର୍ଗ କୁ ସମବେଦନା ଜଣାଇଛନ୍ତି  । ଆସନ୍ତାକାଲି ସ୍ବର୍ଗତ ସୁଶାନ୍ତ ସା ଙ୍କ ବିୟୋଗରେ ପାଟଣାଗଡ଼ ଠାରେ ଦଳ ପକ୍ଷରୁ ପୁର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ ଙ୍କ ଉପସ୍ଥିତି ରେ ଶୋକସଭା  କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ ବୋଲି ପାଟଣାଗଡ଼ ବିଜୁ ଜନତା ଦଳ ର ବରିଷ୍ଠ ସଦସ୍ଯ ମହମ୍ମଦ ସଲିମ ଜଣାଇଛନ୍ତି  । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like