-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ସହର ର ବାଳିକା ମାନଙ୍କ ସୁରକ୍ଷା ଦାତା ଯୁଧିଷ୍ଠିର ମେହେର ଆଉ ନାହାନ୍ତି

13-Nov-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ଗତ କାଲି ରାତି ରେ ସୋନପୁର ଘୋଡ଼ାଘାଟ ପଡା ନିବାସୀ ତଥା ସରକାରୀ ବାଳିକା ହାଇସ୍କୁଲ ର ଅବସର ପ୍ରାପ୍ତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଯୁଧିଷ୍ଠିର ମେହେର ଙ୍କ 85 ବର୍ଷ ବୟସରେ ପରଲୋକ ଘଟିଛି l ଚାକିରୀ ଜୀବନ ଆରମ୍ଭ ରୁ ଶେଷ ଯାଏ ବାଳିକା ସ୍କୁଲ ର ପିଅନ ଭାବେ ଖୁବ  ନିଷ୍ଠା ଶୃଙ୍ଖଳା ର ସହ କାର୍ଯ୍ୟ କରି ସ୍କୁଲ ର ବାଳିକା ଓ ଶିକ୍ଷୟିତ୍ରୀ ମାନଙ୍କ  ସୁରକ୍ଷା ଓ ସମ୍ମାନ ପାଇଁ ଉତ୍ସର୍ଗୀକୃତ ସେବା ଦେଇ ସ୍କୁଲ ଓ ସହର ରେ ଲୋକ ଙ୍କ,  ଅଭିଭାବକ ଙ୍କ ଖୁବ ପ୍ରିୟ ଭାଜନ ହୋଇ ପାରିଥିଲେ l ଘୋଡ଼ାଘାଟ ପଡା ଗଜ ଲଷ୍ମୀ ପୂଜା ର ପ୍ରତିଷ୍ଠାତା ସଭ୍ୟ ଭାବେ ମନ ପ୍ରାଣ ଦେଇ କାର୍ଯ୍ୟ କରିଥିବା ସହ ରାମଲୀଳା ନାଟକ ରେ ମଧ୍ୟ ଦୀର୍ଘ ବର୍ଷ ଧରି ବିଭିନ୍ନ ଭୂମିକା ରେ  ଅଭିନୟ କରି ହଜାର ଦର୍ଶକ ଙ୍କ ମନ ଜିଣିଥିଲେ ସେ l  ମଝିପଡା କାଳୀପୂଜା ଓ ନାମ ଯଜ୍ଞ ଆରମ୍ଭ ରୁ  ସେ ନିଜର ଲାଇଟ ଟେଣ୍ଡ ସବୁ ଅନେକ ବର୍ଷ ମାଗଣା ରେ ଯୋଗାଇବl ସହିତ ପ୍ରତିଷ୍ଠାତା ସଭ୍ୟ ଭାବେ ସମସ୍ତ ସହଯୋଗ କରି କମିଟି ମୂଳ ଦୁଆ କୁ ମଜଭୁତ କରିବl ରେଉଦ୍ୟମ କରିଥିଲେ ସ୍ବର୍ଗତ ମେହେର l ଗତ କାଲି ଏ ସମସ୍ତ ପୂଜା କମିଟି ସଦସ୍ୟ ସମେତ ସହର ର ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ବହୁ ବିଶିଷ୍ଟ ବ୍ୟକ୍ତି ,  ସଂଗଠନ, ସ୍କୁଲ ର ସ୍ଟୁଡେଣ୍ଟ, ଟିଚର , ପୁରାତନ ଛାତ୍ରୀ ଶ୍ରୀ ମେହେର ଙ୍କ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଶ୍ରୀ ଗୋକୋନେଶ୍ୱର ସ୍ମଶାନ ଘାଟ ରେ ଶ୍ରୀ ମେହେର ଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ବେଳେ ବଡ଼ ପୁଅ ରାମ ମେହେର ମୁଖାଗ୍ନି ଦେଇଥିଲେ l ଖୁବ ସାଧାରଣ ଜୀବନ ଯାପନ କରୁଥିବା ଧର୍ମ ପରାୟଣ, ସଚ୍ଚୋଟ, କର୍ମଠ, ବ୍ୟକ୍ତି ଶ୍ରୀ ମେହେର ଯୁଗେ ଯୁଗେ ସ୍ମରଣୀୟ ହୋଇ ରହିବେ ବୋଲି ରାମଧୁନ କ୍ଲବ ର ବରିଷ୍ଠ ସଦସ୍ୟ  ନରେନ୍ଦ୍ର ସାହୁ, ମନବୋଧ ଭୋଇ, ଓ ରାମଲୀଳା କମିଟି ର ଉଦ୍ୟୋକ୍ତା ଶ୍ରୀବତ୍ସ ମଲ୍ଲିକ ମତ ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like