-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ଗୋଟିଏ ବାଇକ ରେ ଭୋଜି ଖାଇଯାଉଥିବା ତିନି ସାଙ୍ଗ ଙ୍କ ଦୁର୍ଘଟଣା, ଦୁଇ ମୃତ, ଜଣେ ଗୁରୁତର

01-Dec-2020



କଣ୍ଟାବାଞ୍ଜି, (ପ୍ରେରଣା ଖବର) - ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ଉପଖଣ୍ଡ ଅଞ୍ଚଳ ର ଗୋଟିଏ ବାଇକ ରେ ସବାର ହୋଇ ତିନି ଜଣ ସାଙ୍ଗ ବିବାହ ଭୋଜି ଖାଇବାକୁ ଯାଉଥିବା ବେଳେ ଦୁର୍ଘଟଣା ରେ ଦୁଇ ଜଣ ଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ଏପରି ଏକ ଦୁଃଖଦ ଖବର ଆସିଛି ବଲାଙ୍ଗିର ଜିଲ୍ଲା ସିଂଧେକେଲାରୁ । ତିନି ଜଣ ସାଙ୍ଗ ବିବାହ ଭୋଜିରେ ଯୋଗ ଦେବାକୁ ଯାଉଥିଲେ । ମୁଣ୍ଡପଦର ଛକ ନିକଟ ରାସ୍ତା ବୁଲାଣିରେ ଥିବା ସିମେଣ୍ଟ ଖୁଣ୍ଟରେ ବାଡେଇ ହୋଇ ଦୁର୍ଘଟଣା ଘଟିଲା। ଦୁର୍ଘଟଣାରେ ଦୁଇ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ ଡ଼ାକ୍ତରଖାନାରେ ଭର୍ତି କରାଯାଇ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ତାଙ୍କ ଜିଲ୍ଲା ମ୍ୟାଡିକାଲ କଲେଜ ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି ।

ଏକ ବାଇକରେ ତିନି ଜଣ ସାଙ୍ଗ ସିଂଧେକେଲାରୁ ବଙ୍ଗୋମୁଣ୍ଡା ଭୋଜିରେ ଯୋଗ ଦେବାକୁ ଆସୁଥିଲେ। ହେଲେ ଭାଗ୍ୟ କିଛି ଅଲଗା ଥିଲା।ମୁଣ୍ଡପଦର ଛକ ନିକଟ ରାସ୍ତା ବୁଲାଣିରେ ଥିବା ସିମେଣ୍ଟ ଖୁଣ୍ଟରେ ବାଡେଇ ହୋଇ ସଡ଼କ ଦୁର୍ଘଟଣା ଘଟିଲା। ଦୁର୍ଘଟଣାରେ ଦୁଇ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ପ୍ରଥମେ ସିଂଧେକେଲା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଟିଟିଲାଗଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା,ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ମ୍ୟାଡିକାଲ କଲେଜ ଡାକ୍ତରଖାନା କୁ ସ୍ଥାନାନ୍ତରିତ କରାଯାଇଛି । ମୃତକ ଦୁଇ ଜଣ ହେଲେ ସିଂଧେକେଲା ଗାଁର ବବଲୁ ବାରିକ ଓ ମହାଲିଙ୍ଗ ଗାଁର ନିମାଇଁ ହଂସ। ଗୁରୁତର ଜଣକ ହେଲେ ସଇଁତଲା ବ୍ଲକ ଧରପଗଡ଼ ଗାଁର ତୁଲାରାମ ପସାୟତ । ସୂଚନା ପାଇ ବଙ୍ଗୋମୁଣ୍ଡା ଏବଂ ସିଂଧେକେଲା ପୋଲିସ ପହଂଚି ଅଧିକ ତଦନ୍ତ ଆରମ୍ଭ କରୁଛି। ଦୁଇ ମୃତକଙ୍କ ଶବକୁ ଜବତ କରି କଣ୍ଟାବାଞ୍ଜି ଡାକ୍ତରଖାନାରେ ବ୍ୟବଚ୍ଛେଦ କରି ପରିବାର ବର୍ଗଙ୍କୁ ହସ୍ତାନ୍ତର କରିବାର ବ୍ୟବସ୍ଥା କରୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like