-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ଶିଶୁ ଦିବସ ଓ ଶିଶୁ ଶିବିର ଅନୁଷ୍ଠିତ ।

14-Nov-2022



ପଦ୍ମପୁର: ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର  ପଦ୍ମପୁର  ର କୁସୁନାପାଲି ସ୍ଥିତ ବିଦ୍ୟା ମନ୍ଦିର ପରିସରରେପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଙ୍କ ଅଧ୍ୟକ୍ଷତାରେ ପ୍ରଥମ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁ ଭାଇ ଭଉଣୀ ଙ୍କୁ ନେଇ ଶିଶୁ ଦିବସ ପାଳିତ ହୋଇଥିଲା । ଶ୍ରୀଯୁକ୍ତ ପୃଥିରାଜ ସାହୁ( ସ୍ଥାନୀୟ ସଭାପତି ) ମୁଖ୍ୟ ଅତିଥି ଭାବରେ ଯୋଗ ଦୀପ ପ୍ରଜ୍ୱଳନ କରି ଶିଶୁ ଦବସ ର ମହତ୍ତ୍ଵ ବିଷୟରେ ବିଷଦ୍ ଭାବରେ ଆଲୋକପାତ କରିଥିଲେ । ଚୈତନ୍ୟ ଭୋଇ ଗୁରୁଜୀ ବିଦ୍ୟା ମନ୍ଦିର ପ୍ରମୁଖ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପୂର୍ବତନ ଗୁରୁଜୀ ଶିବ ପ୍ରସାଦ ହାତୀ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଶିଶୁ ମାନଙ୍କୁ ବୌଦ୍ଧିକ ପ୍ରଦାନ କରିଥିଲେ ।ସୁଷମା ବିଶ୍ୱାଲ ଗୁରୁମା କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ କଲ୍ୟାଣୀ ମିଶ୍ର ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ଅବସରରେ ଶିଶୁ ବାଟିକା ବିଭାଗ ର ଭାଇ ଭଉଣୀ ମାନଙ୍କୁ ନେଇ ଶିଶୁ ଶିବିର ଅନୁଷ୍ଠିତ ହୋଇଥିଲା ।ଏହାକୁପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଦୀପ ପ୍ରଜ୍ୱଳନ ପୂର୍ବକ ଉଦ୍ଘାଟନ କରି ଶିଶୁ ମାନଙ୍କୁ ମାର୍ଗ ଦର୍ଶନ କରିଥିଲେ ।ଶିଶୁ ମାନେ କ୍ରିୟାକଳାପ ପାଠରେ ସିଝା ଆଳୁ ଓ ବାଦାମ ରୁ ଚୋପା ଛଡାଇ ଆଲୁଦମ୍ ତିଆରି କରିଥିଲେ ।ଭ୍ରମଣରେ ବିଜୁ ଉଦ୍ୟାନ ଓ କୁମ୍ଭାର ଶାଳ କୁ ଯାଇ ଥିଲେ ।ପରେପରେ ପ୍ରୋଜେକ୍ଟର ସୋ ପ୍ରଦର୍ଶନ କରାଯାଇଥିଲା ।ପ୍ରାତଃ ପର୍ଯ୍ୟାୟ ପ୍ରମୁଖା ସୁଜାତା ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ ଶିବିର ରେ ୧୫୦ ଜଣ ଶିଶୁ ଯୋଗଦାନ କରିଥିଲେ।ସମସ୍ତ ଗୁରୁଜୀ ଗରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like