-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ୫୬ ଗୋଟି ଅଭିଯୋଗ ରୁ ୪୨ ଗୋଟି ଅଭିଯୋଗ ତୁରନ୍ତ ସମାଧାନ

14-Nov-2022



 ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର  ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ  ଆପତ୍ତି ଓ ସମସ୍ୟା ନିହିତ  ୫୬ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ ହୋଇଥିଲା l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ  ୪୨ଗୋଟି,  ସାମୁହିକ ଦରଖାସ୍ତ ୧୪ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୩୯ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୭ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ

ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l  ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପିତାମହୁଲ ଗ୍ରାମର ଭିନ୍ନକ୍ଷମ ଦଶରଥ ମହାକୁଡ଼ଙ୍କୁ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଭିନ୍ନକ୍ଷମ ସହାୟତା ଉପକରଣ ତିନି ଚକିଆ ସାଇକେଲ ପ୍ରଦାନ କରିଛନ୍ତି, ସେହିପରି ରଥପୁର ନିବାସୀ ସ୍ବର୍ଗତ ଜଗଦୀଶ ଗାଏଗରିଆଙ୍କ ପତ୍ନୀ ଗୀତାଞ୍ଜଳି ଗାଏଗରିଆ ଙ୍କୁ ବିଧବା ଭତ୍ତା ସହାୟତାରେ ସାମିଲ କରାଯାଇ

ମାସିକ ପାଞ୍ଚ ଶହ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର l ପୁନଶ୍ଚ ବିଧବା ଗାଏଗରିଆଙ୍କୁ ତୁରନ୍ତ ଜାତୀୟ  ପରିବାର କଲ୍ୟାଣ ଯୋଜନା ରେ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ ସୁବର୍ଣ୍ଣପୁର l ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ନିହାର ରଞ୍ଜନ କଁହର, ବୀରମହାରାଜପୁର ଉପଜିଲ୍ଲାପାଳ  ଅଶୋକ ଭୋଇ, ସମସ୍ତ ଜିଲ୍ଲା ଅଧିକାରୀ, ବୀରମହାରାଜପୁର ତହସିଲଦାର ବିବିଦ୍ଧ ଗଡ଼ନାୟକ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିବା ବେଳେ ବ୍ଳକ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like