-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସକାଳ’ ଖବରକାଗଜ ତରଫରୁ ତର୍କ ପ୍ରତିଯୋଗିତା ଉଭୟ ବିଭାଗରେ ବାଜି ମାରି ନେଲେ ଛାତ୍ରୀ

14-Nov-2022



ସୁବର୍ଣ୍ଣପୁର -ଲୋକପ୍ରିୟ ଦୈନିକ ଓଡିଆ ଖବରକାଗଜ ‘ସକାଳ’ର ଦ୍ୱିତୀୟ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲା ସ୍ତରୀୟ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ସ୍ଥାନୀୟ ପଟାଭାଡି ସ୍ଥିତ କୋଶଳ ଆବାସିକ ବିଦ୍ୟାଳୟ ପରିସରରେ ରବିବାର ଅନୁଷ୍ଠିତ ହୋଇଛି ଜିଲ୍ଲା ସ୍ତରୀୟ  ତର୍କ ପ୍ରତିଯୋଗିତା । ଏହି ପ୍ରତିଯୋଗିତାର ଜୁନିଅର ବିଭାଗରେ ୨୦  ଜଣ ପ୍ରତିଯୋଗୀ ଏବଂ ସିନିଅର ବିଭାଗରେ  ୧୩ ଜଣ ପ୍ରତିଯୋଗୀ ସାମିଲ ଥିଲେ ।  ଉଭୟ ବିଭାଗରେ  ଛାତ୍ରୀ ମାନେ ହିଁ ସର୍ବଶ୍ରେଷ୍ଠ ବିବେଚିତ ହୋଇଛନ୍ତି ।  ଜୁନିଅର ବିଭାଗରେ ସୋନପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ସ୍ୱାତୀ ପ୍ରିୟଦର୍ଶନୀ ମିଶ୍ର ପ୍ରଥମ, ସରସ୍ବତୀ ଶିଶୁ ମନ୍ଦିରର ଛାତ୍ରୀ କାଦମ୍ବିନୀ ପୂଜାହାରୀ ଦ୍ୱିତୀୟ ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ସ୍ଥିତପ୍ରଜ୍ଞା ମିଶ୍ର ତୃତୀୟ ସ୍ଥାନ ଅଧିକାର କରିଛନ୍ତ ।  ସେହିଭଳି ସିନିଅର ବିଭାଗରେ  ସୋନପୁର କଲେଜର ଛାତ୍ରୀ ଅର୍ପିତା ମିଶ୍ର ପ୍ରଥମ ସ୍ଥାନ ଅଧିକାର କରିଥିଲେ। ସିନିଅରରେ ଆଦିତି ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ରିମା ପ୍ରଧାନ ଦ୍ୱିତୀୟ , ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଶ୍ରୀମୟୀ ଏସ୍ . ମିଶ୍ର ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ।ତେବେ ପ୍ରଥମ ସ୍ଥାନ ଅଧିକାର କରିଥିବା ଉଭୟ ପ୍ରତିଯୋଗୀଙ୍କୁ ଭୁବନେଶ୍ୱରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ ବିତର୍କ ପ୍ରତିଯୋଗିତାରେ ଭାଗ ନେବା ପାଇଁ ସୁଯୋଗ ମିଳିବ । ଏହି ତର୍କ ପ୍ରତିଯୋଗିତାରେ ବିଚାରକ ଭାବେ ଶିକ୍ଷାବିତ୍ ଗତିକୃଷ୍ଣ ମିଶ୍ର, ବରିଷ୍ଠ ଆଇନଜୀବୀ ଅଦ୍ୱେତ ପଣ୍ଡା, ଗାଳ୍ପିକ କ୍ଷୀରୋଦ ବିଶ୍ୱାଳ, ଅଧ୍ୟାପକ ଦେବାଶିଷ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।  ଏହି ଅବସରରେ ଆୟୋଜିତ ପୁରସ୍କାର ବିତରଣ ସମାରୋହର ମୁଖ୍ୟ ଅତିଥି ଭାବେ ସୋନପୁର ପୌର ପରିଷଦର ପୌରାଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ, ସମ୍ମାନିତ ଅତିଥି ଭାବରେ ଏବିଡିଓ ଶଶିଭୂଷଣ ପ୍ରଧାନ ଏବଂ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରିଥିଲେ । ତେବେ ସମସ୍ତ ପ୍ରତିଯୋଗୀଙ୍କ ଅଭିଭାଷଣ ପ୍ରଦାନର ଦକ୍ଷତାକୁ ପୌରାଧ୍ୟକ୍ଷା ଭୂୟସୀ ପ୍ରଶଂସା କରିଥିଲେ । କୋଶଳ ଆବାସିକ ସ୍କୁଲର ଅଧ୍ୟକ୍ଷ ସଂଜୟ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ପରମା ନାଏକ ସଂଯୋଜନା କରିଥିଲେ । ସକାଳ ଜିଲ୍ଲା ପ୍ରତିନିଧି ଧରଣୀ ଧର ମିଶ୍ର  ଅତିଥି ପରିଚୟ ପ୍ରଦାନ ସହ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ସାମ୍ବାଦିକ ରଞ୍ଜନ ବାରିକ, ପୀତାମ୍ବର ମହାପାତ୍ର, ସ୍କୁଲର ସମସ୍ତ କର୍ମଚାରୀ ଏବଂ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ । ଶେଷରେ ଶିକ୍ଷୟିତ୍ରୀ ସ୍ମିତାରାଣୀ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like