-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମହାମହିମ ରାଷ୍ଟ୍ରପତି ଙ୍କ ପ୍ରତି ପଶ୍ଚିମବଙ୍ଗ ସରକାର ର ମନ୍ତ୍ରୀ ଙ୍କ ଅଶାଳୀନ ମନ୍ତବ୍ୟ, ପ୍ରତିବାଦରେ ବଲାଙ୍ଗିର ଟାଉନ୍ ଥାନାରେ ଏତଲା ଦେଲା ବିଜେପି ମହିଳା ମୋର୍ଚ୍ଚା

15-Nov-2022



ବଲାଙ୍ଗିର (ପ୍ରେରଣା ଖବର) ଗତ କିଛିଦିନ ଟଳେ ପଶ୍ଚିମବଙ୍ଗ ରାଜ୍ୟର ମମତା ବାନାର୍ଜୀ ସରକାରରେ ଜେଲ୍ ବିଭାଗର ମନ୍ତ୍ରୀ ଅଖିଳ ଗିରି ଭାରତ ର ମହାମହିମ ରାଷ୍ଟ୍ରପତି  ତଥା ଦେଶର ସର୍ବୋଚ୍ଚ ନାଗରିକ ଙ୍କ ଉଦ୍ଦେଶ୍ଯରେ ଅଶାଳୀନ ମନ୍ତବ୍ୟ ପ୍ରଦାନ କରିଥିଲେ l  ସଂଘର୍ଷ ର ପ୍ରତୀକ ତଥା ଦଳିତ ଆଦିବାସୀ ଙ୍କ ପ୍ରତିନିଧିତ୍ଵ କରୁଥିବା ଓଡ଼ଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁ ସାରା ଦେଶ ପାଇଁ ଗୌରବ ଆଣିଛନ୍ତି l ଏପରି ସ୍ଥଳେ  ମହାମହିମ ରାଷ୍ଟ୍ରପତିଙ୍କ ସୁନ୍ଦରତା କୁ ନେଇ ଜଣେ  ମନ୍ତ୍ରୀଙ୍କ  ଏପରି ଟିପ୍ପଣୀ କେବଳ ଓଡ଼ିଶା ନୁହେ ସାରା ଦେଶ ପାଇଁ ଘୋର ଅପମାନର ବିଷୟ ବୋଲି ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ କୁହାଯିବା ସହ ଜଣେ ଦାୟିତ୍ଵସମ୍ପନ୍ନ ମନ୍ତ୍ରୀଙ୍କ ଏପରି ଅଭଦ୍ରୋଚିତ ଟିପ୍ପଣୀ କୁ ନିନ୍ଦା କରାଯାଇଛି l  ଏପରି ଘଟଣା ସମଗ୍ର ଦେଶବାସୀଙ୍କ ଭାବାବେଗକୁ ଆଘାତ କରିଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି l  ପଶ୍ଚିମବଙ୍ଗ ସରକାର ର ମନ୍ତ୍ରୀଙ୍କ ଅଶାଳୀନ ମନ୍ତବ୍ୟକୁ ନିନ୍ଦା କରି ଗତକାଲି ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ବଲାଙ୍ଗିର ଟାଉନ୍ ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି l ବିଜେପି ମହିଳା ମୋର୍ଚ୍ଚାର ବନ ଶ୍ରୀ ଆଚାର୍ଯ୍ୟ, ସଞ୍ଜୁ ନାଏକ, ବସନ୍ତି ଜେନା, ସୌଦାମିନୀ ମିଶ୍ର ପ୍ରମୁଖ ଟାଉନ୍ ଥାନାରେ ଉପସ୍ଥିତ ରହି ଲିଖିତ ଅଭିଯୋଗ ଦାଖଲ କରିଛନ୍ତି l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like